-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ଜିଲ୍ଲା

ମୁଖ୍ୟ ମନ୍ତ୍ରୀଙ୍କ ଦ୍ଵାରା ସ୍ୱାସ୍ଥ୍ୟ ଭିତିଭୂମି ଉନ୍ନତିକରଣଏବଂ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଉଦଘାଟିତ

30-Nov-2023



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର ):  ଆଜି ଅପରାହ୍ନ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ସ୍ୱାସ୍ଥ୍ୟ ଭିତିଭୂମି ଉନ୍ନତିକରଣ ଏବଂ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଉଦଘାଟିତ ହୋଇଛି | ୧୯୯୫.୪୯ ଲକ୍ଷ ଟଙ୍କାରେ ଆୟୁର୍ବେଦିକ କଲେଜ , ୫ଟି ସମ୍ପ୍ରଦାୟ ସ୍ୱାସ୍ଥ୍ୟ କେନ୍ଦ୍ର କୋଠା ନିର୍ମାଣ ପାଇଁ ୫୪୩୪.୨୯ ଲକ୍ଷ, ୯ଟି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର କୋଠା ନିର୍ମାଣ ପାଇଁ

୧୨୩୮.୨୬ ଲକ୍ଷ ,୪୩ଟି ସ୍ୱାସ୍ଥ୍ୟ ଏବଂ ୱେଲନେସ  କେନ୍ଦ୍ର ପାଇଁ ୨୦୨୧.୯୫ ଲକ୍ଷ , ଗୋଟିଏ ଏକୀକୃତ ଜନସ୍ୱାସ୍ଥ୍ୟ ଲାବୋରେଟୋରୀ ପାଇଁ ୧୯୮.୩୩ ଲକ୍ଷ ଏବଂ ବ୍ଲଡ ବ୍ୟାଙ୍କ ପାଇଁ ୧୭୬ ଲକ୍ଷ ଟଙ୍କାର ସମୁଦାୟ ୧୧୦ କୋଟି ୬୪ ଲକ୍ଷ ଟଙ୍କାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି | ଏହି ଉପଲକ୍ଷେ ପ୍ରବାସୀ ଓଡିଆଙ୍କ ନିମନ୍ତେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ଏକ ନୂଆ ଦେୟ ମୁକ୍ତ ନମ୍ବର ୧୮୦୦୧୨୦୧୨୦୧୦୪ ର ଉଦଘାଟନ ମୁଖ୍ୟମନ୍ତ୍ରୀ କରିଥିଲେ | ଏହା ଫଳରେ ପ୍ରବାସୀ ଓଡିଆ ସୁବିଧା ପାଇବେ | ସମ୍ପ୍ରତି ବର୍ଷକୁ ୯୬ଲକ୍ଷ ରୁ ଉର୍ଦ୍ଧ ପରିବାର ଏବଂ ମାସକୁ ଏକ ଲକ୍ଷରୁ ଉର୍ଦ୍ଧ ରୋଗୀ ଏହି ଯୋଜନା ମାଧ୍ୟମରେ ଉପକୃତ ହେଉଛନ୍ତି |  ସ୍ଥାନୀୟ ଅସ୍ଵାନ କକ୍ଷରେ ଜିଲ୍ଲାପାଳ ଶ୍ରୀ ଚଞ୍ଚଲ ରାଣା, ଜିଲ୍ଲାପରିଷଦ ମୁଖ୍ୟ

ଉନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ସୁଶାନ୍ତ ସିଂ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର କୁବେର ଚନ୍ଦ୍ର ମହନ୍ତ, ଜିଲ୍ଲା ଉପମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଦିବ୍ୟକିଶୋର ପତି, ଡାକ୍ତର ତୁଷାରକାନ୍ତ ଠାକୁର, କାର୍ଯ୍ୟକାରୀ ଯନ୍ତ୍ରୀ ଏନ କେ ଘଡେଇ , ଅତିରିକ୍ତ କାର୍ଯ୍ୟକାରୀ ଯନ୍ତ୍ରୀ ଅନାଦି ଚରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like