-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ପୌଷ୍ୟସନ୍ତନ ଗ୍ରହଣ ସଚେତନେତା ମାସ ୨୦୨୩ ପାଳିତ

01-Dec-2023



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ଵାରା ଆୟୋଜିତ ଜିଲ୍ଲାସ୍ତରୀୟ ପୋଷ୍ୟ ସନ୍ତାନ ଗ୍ରହଣ ସଚେତନତା ମାସ ୨୦୨୩ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପାଳିତ ହୋଇ ଯାଇଅଛି l ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ବିମଳେନ୍ଦୁ ରାୟ ଦିବସ ପରିପ୍ରେକ୍ଷୀରେ ଆୟୋଜିତ ସଚେତନତା ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l ଏହି ରଥ ଆଇନଗତ ପୋଷ୍ୟ ସନ୍ତାନ ଗ୍ରହଣ ଓ ଏହାର ବିଭିନ୍ନ ପ୍ରକ୍ରିୟା ସମ୍ବନ୍ଧରେ ସଚେତନା ସୃଷ୍ଟି କରିବା ପାଇଁ ବିଭିନ୍ନ ବ୍ଲକ ତଥା ବସଷ୍ଟାଣ୍ଡ ଓ ଜିଲ୍ଲାର ଜନଗହଳି ସ୍ଥାନ ମାନଙ୍କରେ ପହଞ୍ଚିବ l ଏହି ସନ୍ଧର୍ଭରେ ଏକ ସଚେତନତା ସଭା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା l ଉକ୍ତ ସଭାରେ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ପୌଷ୍ୟ ସନ୍ତାନ ଗ୍ରହଣ ସମ୍ୱନ୍ଧୀୟ ବିଭିନ୍ନ ବିଭାଗ ମଧ୍ୟରେ ଏବଂ ଆଇନର ଉପଯୁକ୍ତ ପାଳନ ଓ ତତ୍ ସମ୍ବନ୍ଧୀୟ ବ୍ୟବସ୍ଥା କୁ ସୁଦୃଢ କରିବା ନିମନ୍ତେ ବକ୍ତବ୍ୟ ପ୍ରଦାନ କରିଥିଲେ l ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ବରିଷ୍ଠ ଶିଶୁ ମାନଙ୍କୁ ପୌଷ୍ୟସନ୍ତାନ ଗ୍ରହଣ କରିବା ପାଇଁ ଜନସାଧାରଣଙ୍କ ମଧ୍ୟରେ ସୃଷ୍ଟି ହେବା ଆବଶ୍ୟକ ବୋଲି କହିଥିଲେ l କାର୍ଯ୍ୟକ୍ରମରେ ସୁଭଦ୍ରା ମହତାବ ସେବା ସଦନ ଏବଂ ପୂର୍ବତନ କାର୍ଯ୍ୟକ୍ରମ ଅଧିକାରୀ ଶ୍ରୀ ତପନ କୁମାର ପାତ୍ର ସାଧନ କର୍ମୀ ଭାବରେ ଯୋଗଦାନ କରି ଏଡପ୍ସନ ରେଗୁଲେସନ ୨୦୨୨ ଓ ଏହା ସମ୍ବନ୍ଧୀୟ ଆଇନଗତ ତଥ୍ୟ ସମ୍ବନ୍ଧରେ ଉପସ୍ଥାପନ କରିଥିଲେ l ଜିଲ୍ଲl ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାସ ସଭା ପରିଚାଳନା କରିବା ସହ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ଉପସ୍ଥାପନା କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଶିଶୁ ମଙ୍ଗଳ କମିଟି ର ଅଧ୍ୟକ୍ଷ ଶଙ୍କର୍ଷଣ ପଣ୍ଡା,କାର୍ଯ୍ୟକ୍ରମ ଅଧିକାରୀ ଅନିତା ଗୁରୁ,ବାଲ୍ୟ ବିବାହ ପରାମର୍ଶଦାତା ଅକ୍ଷୟ କୁମାର ସିଂ ,ସଭ୍ୟ ହେମନ୍ତ କୁମାର ଶା ଆନୁଷ୍ଠାନିକ ଶିଶୁ ସୁରକ୍ଷା ଅଧିକାରୀ ବିଜୟ କୁମାର ବିଶ୍ବାଳ ଅଦି ଉପସ୍ଥିତ ରହି ନିଜ ନିଜର ବ୍ୟକ୍ତବ୍ୟ ସ୍ଥାପନ କରି ଥିଲେ l ଏହି ଅବସରରେ ପରିତ୍ୟକ୍ତ ଶିଶୁ ମାନଙ୍କର ସୁରକ୍ଷା ଓ ସେବା କରିବାରେ ବିଶେଷ ଅବଦାନ ଥିବା ଜିଲ୍ଲାର ୬ ଜଣଙ୍କୁ ସମ୍ବର୍ଦ୍ଧିତ କରା ଯାଇ ଥିଲା l ସେମାନେ ହେଲେ ମାତୃ ଓ ଶିଶୁ ଚିକିତ୍ସାଳୟ ସୋନପୁର ଡାକ୍ତର ଦିଲୀପ କୁମାର ପୁରୋହିତ, ସ୍ବାସ୍ଥ୍ୟ କର୍ମି ରେଣୁକା ବାଗ, ଅଙ୍ଗନୱାଡି କର୍ମୀ ନିରୁପମା ଖେତି , ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ର ସ୍ବାସ୍ଥ୍ୟ କର୍ମୀ ରେବତୀ ଜଗଦଲା, ଆଶା କର୍ମୀ ନନ୍ଦିନୀ ଦନ୍ତା ଓ ଆଇନ୍ ଅଧିକାରୀ କେଶବ ଚନ୍ଦ୍ର ମେହେର ଙ୍କୁ ସମ୍ବର୍ଦ୍ଧିତ କରା ଯାଇଥିଲା l ଏହି କାର୍ଯ୍ୟକ୍ରମରେ ସିଡିପିଓ,ଅଙ୍ଗନୱାଡି କର୍ମୀ, ଆଶା କର୍ମୀ, ଏଏନ୍ଏମଟିସି ଅଧ୍ୟକ୍ଷ ଓ ଛାତ୍ର ଛାତ୍ରୀ, ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର କର୍ମଚାରୀ ଆଦି ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମ ଶେଷରେ ଆଇନ୍ ଅଧିକାରୀ କେଶବ ଚନ୍ଦ୍ର ମେହେର ଧନ୍ୟବାଦ୍ ଦେଇଥିଲେ l ଥବିର କାଲ୍ସେ, ରୁଦ୍ର ପ୍ରସନ୍ନ ମିଶ୍ର, ପ୍ରଶାନ୍ତ ମହାକୁଡ, ସ୍ବାଗତରାଜ ମିଶ୍ର,ସରିତା ସୁନା ଓ ଅନିଲ ମହଲା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like