-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ଜିଲ୍ଲା

କଣ୍ଟାମାଳ: ଏଡ଼ସ ସଚେତନତା ଅଭିଯାନ

01-Dec-2023



କଣ୍ଟାମାଳ (ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଅନ୍ତର୍ଗତ କଣ୍ଟାମାଳ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ବ ଏଡସ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକାଶ କୁମାର ପ୍ରଧାନଙ୍କ ତତ୍ତ୍ଵାବଧାନରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ଶୋଭାଯାତ୍ରା ବିଦ୍ୟାଳୟ ପରିସରରୁ ବାହାରି କଣ୍ଟାମାଳ ଗ୍ରାମ ପରିକ୍ରମା କରିବା ସହ ଛାତ୍ରଛାତ୍ରୀମାନେ ବିଭିନ୍ନ ନାରା ଦେଇ ସହରବାସୀଙ୍କୁ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ। ଏଚ୍ଆଇଭି ଆକ୍ରାନ୍ତ ମାନେ ପ୍ରତ୍ୟେକ ଦିନ ଔଷଧ ଖାଇବା ଦରକାର। ନଚେତ୍ ତାଙ୍କର ସିଡି ୪ କମିଯିବା ସହିତ ଭାଇରାଲ ଲୋଡ ବଢ଼ିଯିବାର ଆଶଙ୍କା ରହିଛି। ଏହି ଦୃଷ୍ଟିରୁ ସୁସ୍ଥ ଜୀବନ ଦ୍ଵାରା କିପରି ଦେଶର ବିକାଶ ଓ ସମାଜ ସୁରକ୍ଷିତ ହୋଇପାରିବ ଛାତ୍ରଛାତ୍ରୀ ଜନସାଧାରଣଙ୍କୁ ସଚେତନ କରାଇଥିଲେ।କାର୍ଯ୍ୟକ୍ରମକୁ ଜୁନିଅର୍ ରେଡକ୍ରସ କାଉନସିଲର ବନମାଳୀ ମେହେର ସଂଯୋଜନା କରିଥିବା ବେଳେ, ବରିଷ୍ଠ ଶିକ୍ଷକ ମନୋରଞ୍ଜନ ପ୍ରଧାନ ଏଡସର ଲକ୍ଷଣ ଓ ନିରାକରଣ ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରାଇଥିଲେ, ବିଦ୍ୟାଳୟର ଶିକ୍ଷକ ସୁଜିତ୍ କୁମାର ତରିଆ, ଆଲୋକ କୁମାର ପରଡ଼ିଆ, ସତ୍ୟଜିତ ପଣ୍ଡା, ଶିକ୍ଷୟତ୍ରୀ ଏମ. ମାଧୁରୀ ଦୋରା, ସୁପ୍ରିୟା ପ୍ରିୟଦର୍ଶିନୀ, ଗୀତାଞ୍ଜଳୀ ସାହୁ, ହେମବନ୍ତି ବାଘ, ବୀରଭଦ୍ର ମିଶ୍ର, ଦେବାସ୍ରୀତ ପ୍ରଧାନ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like