-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||     

HOME   ଜିଲ୍ଲା

ବାତିଲ ହେଲା କୁସୁର୍ଲା ମକରମେଳା: ବୈଠକରେ ନିଷ୍ପତ୍ତି

17-Dec-2020



କଳାହାଣ୍ଡି, ନର୍ଲା(ସଞ୍ଜୀବ ଦାସ) -କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ପଞ୍ଚାୟତ ସ୍ଥିତ କୁସୁର୍ଲା ନିଳକଣ୍ଠେଶ୍ୱର ମନ୍ଦିର ପରିସରରେ ୪୫ ଖଣ୍ଡ ଗ୍ରାମର ସଭ୍ୟମାନଙ୍କୁ ନେଇ ବୁଧବାର ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ଜାନୁଆରି ୧୪ ତାରିଖରେ ନିଳକଣ୍ଠେଶ୍ୱର ମନ୍ଦିରରେ ସ୍ବତନ୍ତ୍ର ପୂଜା ଓ ମକରମେଳା ନେଇ ଆଲୋଚନା ହୋଇଥିଲା । କରୋନା ମହାମାରୀକୁ ଦୃଷ୍ଟିରେ ରଖି ଓ ସରକାରଙ୍କ କୋଭିଡ଼ ଗାଇଡ଼ ଲାଇନକୁ ମାନିବାକୁ ଯାଇ ମେଳାକୁ ବାତିଲ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା । ମେଳା ସହିତ ସମସ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ବାତିଲ କରାଯାଇଛି । କେବଳ ବିଧି ରକ୍ଷା କରି ମନ୍ଦିରରେ ହାତଗଣତି ଲୋକଙ୍କୁ ନେଇ ପୂଜାର୍ଚ୍ଚନା କରାଯିବ।  ସ୍ଥାୟୀ ସଭାପତି ଜଗତରାମ ଭୋଇ ବୈଠକରେ ସଭାପତିତ୍ୱ କରିଥିଲେ। ସ୍ଥାୟୀ ସମ୍ପାଦକ କଂସାସୁର ଜାନୀ ଉପସ୍ଥିତ ରହି ସଭା କାର୍ଯ୍ୟ ଆରମ୍ଭ କରିଥିଲେ।  ସରକାରଙ୍କ କୋଭିଡ଼ ୧୯ ଗାଇଡ଼ ଲାଇନକୁ ପାଳନ କରି ମନ୍ଦିର ଭିତରେ ପୂଜା କରାଯିବ ଯାତ୍ରା ହେବ ନାହିଁ କି ରଥ ମଧ୍ୟ ବୁଲିବ ନାହିଁ।  ସରକାରଙ୍କ ନିୟମକୁ ପାଳନ କରାଯାଇ ସାମାଜିକ ଦୂରତା ରକ୍ଷା କରି ମନ୍ଦିର ଭିତରେ ପୂଜା କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026

You Might Also Like