-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||     

HOME   ଜିଲ୍ଲା

ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କ ପାଇଁ ବ୍ଲକସ୍ତରୀୟ ଖେଳ ଓ ସାଂସ୍କୃତିକ ପ୍ରତିଯୋଗିତା ସମାରୋହ

01-Dec-2023



ମୁରିବାହାଲ(ସୁଦାମ ଚରଣ ବଘାର ): ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦରମହକୁମା ସ୍ଥିତ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ପରିସରରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କ ପାଇଁ ବ୍ଲକ ସ୍ତରୀୟ ଖେଳ ଓ ସାଂସ୍କୃତିକ ପ୍ରତିଯୋଗିତା ସମାରୋହ ଅନୁଷ୍ଠିତ ହୋଇଯାଇଛି।ବିଇଓ ଶାନ୍ତୁନୁ କୁମାର ପଢିହାରୀ ଙ୍କ ତତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁରିବାହାଲ ତହସିଲଦାର ଆଯୁବ ମଣ୍ଡଳ ମୁଖ୍ଯ ଅତିଥି ଭାବରେ ଯୋଗଦାନ କରି ସମାରୋହ କୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବରେ ମୁରିବାହାଲ ଏବିଇଓ କୋଦଣ୍ଡଧର ଭୋଇ, ହିରା ସିଂ ମାଝୀ,ଶିକ୍ଷକ ନେତ୍ରାନନ୍ଦ ମହାକୁର, ଯୋଗଦେଇ ଥିଲେ। ଶିକ୍ଷକ ଅଶୋକ କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବିଆରଟି ଜୟ ଗୋପାଳ ଷଡଙ୍ଗୀ, ଏମଡିଏମ ଡିଓ ରୁପେଶ ଷାଣ୍ଢ, ବିଆରଟି ନବୀନ କୁମାର ସାହୁ ,ଡିଓ ନାରାୟଣ ବେହେରା,ଆଇଇଭି ଯୁଧିଷ୍ଠିର ପଧାନ ପ୍ରମୁଖ ତଥା କାର୍ଯ୍ୟାଳୟ ର କର୍ମଚାରୀ ବ୍ରୁନ୍ଦ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ମୁରିବାହାଲ ବ୍ଲକ ର ବାରଟି କ୍ଲଷ୍ଟର ୧୦୦ ରୁ ଉର୍ଧ ଭିନ୍ନକ୍ଷମ

ଛାତ୍ରଛାତ୍ରୀ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିଥିଲେ। ସଂଗୀତ, ମ୍ଯୁଜିକ ଚେୟାର, ଚାମଚ ଦୌଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କ୍ରୁତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଆସନ୍ତା ଡିସେମ୍ବର ମାସ ୩ ତାରିଖ ରେ ଅନୁଷ୍ଠିତ ଭିନ୍ନକ୍ଷମ ଦିବସରେ ପୁରସ୍କାର ବିତରଣ କରାଯିବା ନେଇ କାର୍ଯ୍ୟାଳୟ ତରଫରୁ ସୂଚନା ମିଳିଛି। ଶେଷରେ ବିଆରଟି ଜୟ ଗୋପାଳ ଷଡଙ୍ଗୀ ଧନ୍ଯବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026

You Might Also Like