-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||     

HOME   ଜିଲ୍ଲା

ଫୁଲମୁଠି ଗୋକୁଲାଷ୍ଟମୀ ଯାତ୍ରା ପାଇଁ କଂସ ବରଣ

01-Dec-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଅନ୍ତର୍ଗତ ଫୁଲମୁଠି ଶ୍ରୀ ଶ୍ରୀ ବ୍ରଜ ବିହାରୀ ନାଟ୍ୟ ସଂସଦ ତରଫରୁ ଆସନ୍ତା ୨୦ରୁ୨୪ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ହେବାକୁ ଯାଉଥିବା ଗୋକୁଳାଷ୍ଟମୀ ଯାତ୍ରା ମହୋତ୍ସବରେ କଂସ ଦରବାର ପାଇଁ ଶୁକ୍ରବାର କଂସ ବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଯାତ୍ରା କମିଟି ସଭାପତି ଆନନ୍ଦ କୁମାର ହୋତାଙ୍କ ନେତୃତ୍ୱରେ ଯାତ୍ରା କମିଟି ସଦସ୍ୟ ଓ ଗ୍ରାମବାସୀ ପ୍ରାରମ୍ଭରେ ମା ପୂର୍ଣ୍ଣବାସି ଓ ଶ୍ରୀଶ୍ରୀ ବ୍ରଜ ବିହାରୀ ପ୍ରଭୁଙ୍କ ପୂଜାର୍ଚ୍ଚନା କରି ଗୋପେଶ୍ୱର ମନ୍ଦିର ସମ୍ଭୁଖରୁ ଏକ ବିରାଟ ଢୋଲ,ନିଶାନ ବାଦ୍ୟର ତାଳେ ତାଳେ ଶୋଭାଯାତ୍ରାରେ ଅନ୍ତର୍ଡ଼ା ଗ୍ରାମକୁ ପହଞ୍ଚିଥିଲେ । ସ୍ଥାନୀୟ ଗ୍ରାମ୍ୟ ମଣ୍ଡପ ଠାରେ ଆୟୋଜିତ ବର୍ଣ୍ଣାଢ଼୍ୟ ଉତ୍ସବରେ ବ୍ରାହ୍ମଣ ମାନଙ୍କ ଦ୍ଵାରା ଶ୍ଳୋକ ପଠନ କରାଯାଇଥିଲା।ପରେ ଗ୍ରାମବାସୀଙ୍କ ତରଫରୁ ପ୍ରମୋଦ କୁମାର ଦାଶ କଂସ ଭୂମିକାରେ ଅଭିନୟ କରୁଥିବା ଦୁର୍ଦ୍ଦାନ୍ତ ଖଳନାୟକ ତଥା ଅଭିନେତା ଗୋପାଳ ପଣ୍ଡାଙ୍କୁ ଉପଡ଼ୋକନ ଦେଇ ବରଣ କରିଥିଲେ ।ସେହିପରି ଯାତ୍ରା ଉଦୋକ୍ତା ତଥା ବର୍ଷୀୟାନ ୯୨ବର୍ଷୀୟା କଳାକାର ଗଣେଶରାମ ଦାଶ ମନ୍ତ୍ରୀ ସୁନିଲ ଡାଙ୍ଗଙ୍କୁ ଉପଢ଼ୌକନ ପ୍ରଦାନ କରିଥିଲେ।ସୂଚନା ଯୋଗ୍ୟ ଯେ ୧୪୨ବର୍ଷ ଧରି ବ୍ରଜ ବିହାରୀ ନାଟ୍ୟ ସଂସଦ ପକ୍ଷରୁ ଅନୁଷ୍ଟିତ ଏହି ଯାତ୍ରାର ମହୁଲଟିକ୍ରା ପଡ଼ିଆ ମଥୁରା ନଗରୀରେ କଂସର ରାଜୁତି,ଫୁଲମୁଠି ଗୋପପୁରରେ କୃଷ୍ଣ ବଳରାମଙ୍କ ଲୀଳା ଅନୁଷ୍ଟିତ ହେବ । କଂସ ବରଣ ପରେ ମହାରାଜଙ୍କ ତରଫରୁ ଅତିଥି ସତ୍କାର କରି ବନ୍ଧୁ ପଣ ନିର୍ବାହ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଯାତ୍ରା ପ୍ରସନ୍ନ ରଥ,ଯୁଧିଷ୍ଟିର ଦାଶ,ରାଜ କୁମାର ମିଶ୍ର,ବୃନ୍ଦାବନ ଦାଶ,ମହେଶ୍ୱର ସାହୁ,କିର୍ତନ୍ୟ ସାହୁ,ଶଶିଭୂଷଣ ମିଶ୍ର,ଚୈତନ୍ୟ ଦାଶ,ଭୀମସେନ ସାହୁ,ନୀଳାମ୍ବର ସାହୁ,ସୁଧୀର ପଣ୍ଡା,ଭୁବନ ମହାକୁର,ରଞ୍ଜନ ନାଏକ,ଶେଖର ଶର୍ମା,ଅପୁ ଦାଶ,ସଞ୍ଜୀବ ମେହେର, ବାବୁଳୁ ବରିହା,ସୁଶାନ୍ତ ମିଶ୍ର ପ୍ରମୁଖଙ୍କ ସମେତ ଗ୍ରାମବାସୀ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like