-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||     

HOME   ଜିଲ୍ଲା

ଆଗଲପୁର : ସମନ୍ୱିତ ଯୁବ ବିିକାଶ କାର୍ଯ୍ୟକ୍ରମ ଉଦ୍‌ଯାପିତ

01-Dec-2023



ସାଲେଭଟ/ ବଲାଙ୍ଗିର ଜିଲ୍ଲା ଆଗଲପୁର +୩ ବିଜ୍ଞାନ ମହାବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଯାପିତ  ହୋଇଛି । ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜନ ରେ ଆମଓଡିଶା ନବୀନ ଓଡିଶା କ଼ାର୍ଯ୍ୟକ୍ରମ ମାଧ୍ୟମରେ ନୁଆଁ ଓଡିଶା ଗଠନରେ ଯୁବକ ଯୁବତୀ ମାନଙ୍କ ସଂପୃକ୍ତି ସହ ବିଭିନ୍ନ ପ୍ରତିଯୋଗିତା ମାଧ୍ୟମରେ ପାରଦର୍ଶିତା ପ୍ରଦର୍ଶନ କରିଛନ୍ତି । +୩ ମହାବିଦ୍ୟାଳୟର ଅଧ୍ୟକ୍ଷ ସନତ ଦଳାଇଙ୍କ ସଭାପତିତ୍ୱରେ ଉଦ୍ଘ୍ଧାଟନୀ ସଭା ଅନୁଷ୍ଠିତ ହୋଇଥିଲ।। ଏଥିରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗୀର ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ମୁଖ୍ୟବକ୍ତା ବୁଦୁଲା ଗ୍ରା.ପ ସରପଂଚ ରିନା ପଧାନ, ସାଲେଭଟା ଅଞ୍ଚଳର ବରିଷ୍ଠ ସାମ୍ବାଦିକ  ବିରାଜନନ୍ଦ ପାଢି, ଦୈନିକ ସମାଜ ଆଗଲପୁର ପ୍ରତିନିଧି ଡାକ୍ତର ପୁଟେଲ ସମ୍ମାନୀତ ଅତିଥି ଭାବରେ ଯୋଗଦାନ କରିଥିଲେ । କ୍ରିଡା ପ୍ରତିଯୋଗୀଙ୍କୁ ଉତ୍ସାହିତ କରିବା ସହ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ  କରିଥିଲେ । ଆଜିର ଶିଶୁ କାଲିର ନାଗରିକ, ନୁତନ ନବୀନ  ଓଡିଶା ପ୍ରଗତିରେ ଯୁବ ବର୍ଗର ଗୁରୁତ୍ୱପୁର୍ଣ୍ଣ ଭୁମିକା ରହିଛି । ଯୁବକ ଯୁବତୀ ମାନେ ସାମ୍ପ୍ରତିକ ସମାଜ ଗଠନର ବିକାଶ ଧାରାରେ ସାମିଲ ହେବା ନିହାତି ଆବଶ୍ୟକ ବୋଲି ଉପସ୍ଥିତ ଅତିଥି ମାନେ ମତ ରଖିଥିଲେ । ଏହାର ନୋଡାଲ ଅଫିସର ବିରେନ୍ଦ୍ର କୁମାର ବାଗଙ୍କ ତ୍ୱାବଦାରେ ମହାବିଦ୍ୟାଳୟର ଖେଳଶିକ୍ଷକ ଚିନ୍ତାମଣୀ ପଧାନ ଓ ଚିତରଞ୍ଜନ ସାହୁ ଖେଳ ପରିଚାଳନା କରିଥିଲେ । ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ବୃନ୍ଦ ଉପସ୍ଥିତ ରହି ସହଯୋଗ କରିଥିଲେ । ଏହି ପ୍ରତିଯୋଗୀତାରେ ୩ଶହରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ।  

 


News Comment




Photo in News

Advertisment
Lastest News
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026

You Might Also Like