-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||     

HOME   ଜିଲ୍ଲା

ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟ କୁଶଙ୍ଗ ପରିସରରେଯୁବ ଓଡିଶା ନବୀନ ଓଡିଶା ତଥା ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ

01-Dec-2023



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର ): ବଲାଙ୍ଗିର ଜିଲ୍ଲାର ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟ କୁଶଙ୍ଗ ପରିସରରେ ନୂଆଁ - ଓ, ଯୁବ ଓଡିଶା ନବୀନ ଓଡିଶା ତଥା ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମଟି ଅଧ୍ୟକ୍ଷ ବିଜୟ କୁମାର କଲେଟଙ୍କ ସଭାପତିତ୍ବ ରେ ଉଦଘାଟନ ହୋଇ ଯାଇଛି l ଏଠାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଗୀତାଞ୍ଜଳି ପଟେଲ ଯୋଗ ଦେଇଥିବା ବେଳେ ନୋଡାଲ ଅଫିସର ଡ. ଅଜିତ କୁମାର ଭୋଇ,  

 

ଡ. ଲକ୍ଷ୍ମଣ ମେହେର, ଅଧ୍ୟାପକ ଶମ୍ଭୁ ପ୍ରସାଦ ସାହୁ ମଞ୍ଚାସିନ ଥିଲେ l ଏଇ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ନାଚ, ଗୀତ ଏବଂ କମେଡି ପ୍ରଦର୍ଶିତ ହୋଇଥିଲା l ଆଗାମି ଦିନଗୁଡିକରେ ଆହୁରି ବିଭିନ୍ନ କାର୍ଯ୍ୟକ୍ରମଗୁଡିକ ଅନୁଷ୍ଠିତ ହେବା ସହିତ ଏହା ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ l ଏଥିରେ ଅଧ୍ୟାପକ ଅନନ୍ତ କୁମାର ଆର୍ଯ୍ୟ, ଅଧ୍ୟାପିକା ବିଜ୍ଞଶ୍ରୀ ଗୁରୁ, ବାରିଧି ତନୟା ତ୍ରିପାଠୀଙ୍କ ସହ କଲେଜର ଅନ୍ୟାନ୍ୟ କର୍ମଚାରୀ ଚକ୍ରଧର ପଟେଲ, ରମାକାନ୍ତ ରାଉତ, ପଞ୍ଚାନନ ପଟେଲ, ଚକ୍ରପାଣି ପଟେଲ, ପବିତ୍ର ବାଗ, ଗୌରାଙ୍ଗ ପଟେଲ, ବୈଷ୍ଣବ ତ୍ରିପାଠୀ, ବିପିନ ପୋଡ଼ ପ୍ରମୁଖ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ l କାର୍ଯ୍ୟକ୍ରମଟି ମହାଉଲ୍ଲାସର ସହିତ ପ୍ରଦର୍ଶିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026

You Might Also Like