-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||     

HOME   ଜିଲ୍ଲା

ଶ୍ରୀ ଜଗନ୍ନାଥ ଲୀଳା ମହୋତ୍ସବ ରଥର ଶୁଭାରମ୍ଭ କଲେ ବିଧାୟକ ମହୀଧର

01-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଦର ଗାଁ ଶ୍ରୀ ଜଗନ୍ନାଥ ମନ୍ଦିର ଠାରୁ ଆଜି ସକାଳ ୧୦ ଘଣ୍ଟା ସମୟରେ ଶ୍ରୀ ଜଗନ୍ନାଥ ଲୀଳା ମହୋତ୍ସବ ରଥ କୁ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣା ସବୁଜ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଥିଲେ  l  ଘଣ୍ଟ ଘଣ୍ଟି ଶଙ୍ଖ ଧ୍ଵନି ସହ ମହିଳାମାନଙ୍କ ହୁଳହୁଳି ଓ ଜୟ ଜଗନ୍ନାଥ ଡାକ ସହ ଏକ

ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ରଥlରୁଢ଼ ତିନିଠାକୁର ଙ୍କ ପୂଜାର୍ଚନା ପରେ ପବିତ୍ର ରଥଯାତ୍ରାର ଶୁଭାରମ୍ଭ ବିଧାୟକ ଶ୍ରୀ ରଣାଙ୍କ କରକମଳରେ ହୋଇଛି l  ଗୌରୀ ଗୋପାଳ ସେବାଶ୍ରମ ଟ୍ରଷ୍ଟ, ବୌଦ୍ଧ ଦ୍ୱାରା ଆସନ୍ତା ୨୧ ତାରିଖ ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ଛଅ ଦିନ ଧରି ବୌଦ୍ଧ ଶ୍ରୀଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଲୀଳା ମହୋତ୍ସବ ର ଆୟୋଜନ କରାଯାଇଛି  l  ମହୋତ୍ସବ ରେ ମହାପ୍ରଭୁ ଚତୁର୍ଦ୍ଧା ମୂରତିଙ୍କ ଦୁର୍ଲଭ ୩୨ ବେଶ ଦର୍ଶନ କରିବାର ସୁଯୋଗ ମିଳିବ l  ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମହିମା ଓ ଲୀଳା ଖେଳା ସମ୍ପର୍କରେ ଲୋକଙ୍କ ମଧ୍ୟରେ ଜଗନ୍ନାଥ ଭାବ ଜାଗ୍ରତ ପାଇଁ ଏହି ରଥ ଜିଲ୍ଲାର ସମସ୍ତ ଜଗନ୍ନାଥ ମନ୍ଦିର ପରିଭ୍ରମଣ କରିବାକୁଥିବା ବେଳେ ଆଜି କଣ୍ଟାମାଳ ଶ୍ରୀ ଜଗନ୍ନାଥ ମନ୍ଦିରରୁ ଏହାର ଶୁଭାରମ୍ଭ ହୋଇଛି l  ମନ୍ଦିର ପୂଜକ ଆନନ୍ଦ ମିଶ୍ର ପୂଜା ଦାୟିତ୍ୱ ତୁଲାଇ ଥିବା ବେଳେ ରଘୁନାଥ ମହାପାତ୍ର ସହଯୋଗ କରିଥିଲେ  l  ଅନ୍ୟମାନଙ୍କ ମଧ୍ୟରେ ଗୌରୀ ଗୋପାଳ ସେବାଶ୍ରମ ଟ୍ରଷ୍ଟ ସଭାପତି ଆଦିତ୍ୟ ପରିଡା, ଟୁନୁରାମ ଆଗ୍ରୱାଲ, ରାମେଶ୍ୱର ଅଗ୍ରୱାଲ, ଲଷ୍ମୀଧର ବେହେରା,

ପ୍ରମୋଦ କୁମାର ପ୍ରଧାନ,ପ୍ରେମରାଜ ରଣା ପ୍ରମୁଖ ଉପସ୍ଥିତ ଥିବାବେଳେ କଣ୍ଟାମାଳ ଜଗନ୍ନାଥ ମନ୍ଦିର କମିଟି ର ଲକ୍ଷ୍ମଣ ସାହୁ, ଗୌରହରି ବାଘ କୈଳାଶ ଛତ୍ରିଆ ସମେତ ଅନ୍ୟ ସଦସ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ  l  ଏହି ଅବସରରେ 21ରୁ 26ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେହ ଶ୍ରୀଜଗନ୍ନାଥ କଥାମୃତ ଓ ଶ୍ରୀକ୍ଷେତ୍ର ଆନନ୍ଦ ବଜାର ବ୍ୟବସ୍ଥା ହୋଇଥିବା ଆୟୋଜକ ସଚ୍ଚିଦାନନ୍ଦ ପ୍ରଧାନ ପ୍ରକାଶ କରିଛନ୍ତି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026

You Might Also Like