-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||     

HOME   ଜିଲ୍ଲା

ଜଟେସିଂହାରେ ବ୍ଳକ ସ୍ତରୀୟ ରେଡକ୍ରସ ଶିବିର

02-Dec-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଜଟେସିଂହା ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ବ୍ଳକ ସ୍ତରୀୟ ରେଡକ୍ରସ ସଚେତନତା ଶିବିର ପାଳିତ ହୋଇଯାଇଛି।‌ ଉକ୍ତ ଶିବିରକୁ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତ୍ରୀପୁରୀ ରଥ ରେଡକ୍ରସ ପତାକା ଉତ୍ତୋଳନ କରି ଶିବିରକୁ ଉଦଘାଟନ କରିଥିଲେ। ଏଥିରେ ବ୍ଳକ ଶିକ୍ଷା ଅଧିକାରୀ ଶାନ୍ତାନୁ କୁମ୍ଭକାର ଓ ଜେ ଆର ସି ସଚେତନତା ରାଲିକୁ ପତାକା ପ୍ରଦର୍ଶନ କରି ସଚେତନତା ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ। ଶିବିରାର୍ଥୀ ଛାତ୍ରଛାତ୍ରୀ ଓ ଶିକ୍ଷକ ମାନଙ୍କ ସହ ସ୍କୁଲ ପରିସରରୁ ଏକ ଶୋଭାଯାତ୍ରା ବାହାରି ଗ୍ରାମ ପରିକ୍ରମା କରାଯାଇଥିଲା।‌ ପରେ ଏକ ସଚେତନତା ସଭା ଆୟୋଜିତ ହୋଇଥିଲା। ସ୍ଥାନୀୟ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀ ରଥଙ୍କ ସଭାପତି ଅନୁଷ୍ଠିତ   ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ କୁମ୍ଭକାର , ଜେ ଆର ସି ଓ ରବିଚନ୍ଦ୍ର ପଶାୟତ ଯୋଗଦେଇ ଥିଲେ। ସାଧନ କର୍ମୀ ଚନ୍ଦ୍ର ମଣି ବାଘ ସଭା ସଂଯୋଜନା କରିଥିବା ବେଳେ ବି ସି ସି ବୈକୁଣ୍ଠ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରତିଭା ବିଶି ପ୍ରଥମ ସ୍ଥାନ , ଶିବାନୀ ମେହେର ଦ୍ବିତୀୟ ସ୍ଥାନ, ଅର୍ଚ୍ଚନା ପଧାନ ତୃତୀୟ ସ୍ଥାନ ଅଧିକାର କରିଥିଲେ। ବ୍ଳକର ୨୭ ଗୋଟି ବିଦ୍ୟାଳୟରୁ ୨୭ ଜଣ ଶିକ୍ଷକଙ୍କ ସହ ୪୮ ଜଣ ଛାତ୍ରଛାତ୍ରୀ ଯୋଗଦେଇ ଥିଲେ। ସ୍ଥାନୀୟ ବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026

You Might Also Like