-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||     

HOME   ଜିଲ୍ଲା

ବିଶ୍ୱ ଏଡସ ଦିବସ ପାଳନ

02-Dec-2023



କର୍ଲାମୁଣ୍ଡା(ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ହରଗୌରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ବିଶ୍ୱ ଏଡସ ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ଛାତ୍ରୀ ଛାତ୍ର ମାନଙ୍କୁ ନେଇ ସଚେତନତା ସୃଷ୍ଟି ଉଦେଶ୍ୟ ରେ ଏକ ଶୋଭାଯାତ୍ରା ବାହାରିଥିଲା।ପରେ ପରେ ଛାତ୍ରୀ ଛାତ୍ର ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। କଲେଜ ର ଅଧ୍ୟକ୍ଷ ସୁବୋଧ କୁମାର ଶତପଥୀ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଡାକ୍ତର ଶିଖିଧ୍ୱଜ ପଟେଲ ଙ୍କ ଦ୍ଵାରା ବିଜୟୀ ଛାତ୍ରୀ ଛାତ୍ର ମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା ।କାର୍ଯ୍ୟକ୍ରମ  ଟି ଯୁବ ରେଡ଼କ୍ରସ  ସଂଯୋଜକ ବିରେନ୍ଦ୍ର କୁମାର ସାହୁ ଙ୍କ ନେତୃତ୍ୱରେ ହୋଇଥିବା ବେଳେ ଅଧ୍ୟାପିକା ସୁଶ୍ରୀ ଜ୍ୟୋତି ମାଳା ରାଉତ, ଖେଳ ଶିକ୍ଷକ ରାଜକିଶୋର ରଣା ,ଧ୍ରୁବ ଚରଣ ସାହୁ, ଚୁଡାମଣି ସାହୁ,ଶିବାଜୀ ବାରିକ,ଶାନ୍ତନୁ ସାହୁ,କାନହୁ ଭୋଇ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026

You Might Also Like