-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ଜାତୀୟ କ୍ରୀଡାରେ ପଦକ ବିଜେତାଙ୍କୁ ନାଗରିକ ସମ୍ବର୍ଦ୍ଧନା

02-Dec-2023



ବଲାଙ୍ଗିର(ପ୍ରେରଣା ଖବର) ଜାତୀୟ କ୍ରୀଡାରେ ପଦକ ହାସଲ କରିଥିବା ଓଡ଼ିଶା ଲନ୍ ବଲ ଖେଳାଳୀ ମାନଙ୍କୁ ନାଗରିକ ସମ୍ବର୍ଦ୍ଧନା ଜ୍ଞାପନା କରାଯାଇଛି । ପଦକ ହାସଲ କରିଥିବା ଖେଳାଳୀ କୈଳାସ ମାଝୀ, ନରସିଂହ ରଣା, ସୌମ୍ୟରଂଜନ ମହାରଣା, ଲଳିତ କୁମାର ଶର୍ମା, ବିଷ୍ଣୁପ୍ରିୟା ବହିଦାର, ପଦ୍ମାସିନୀ ପଟେଲ, ରାଜେଶ୍ୱରୀ ସେଠ, ରୋଶନୀ ସାହୁଙ୍କୁ ସହରର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ଏହି କାର୍ଯ୍ୟକ୍ରମରେ ପୂର୍ବତନ ସାଂସଦ ତଥା ଷ୍ଟେଟ୍ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂଦେଓ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସହୁ, ସଦର ବ୍ଲକ ଅଧ୍ୟକ୍ଷା ସରିତା ବାଗ, ଜିଲ୍ଲା କ୍ରୀଡା ଅଧିକାରୀ ପରାଶର ବାଗ ଅତିଥି ଭାବରେ ମଂଚାସୀନ ରହି ଖେଳାଳୀ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ରାଜ୍ୟ ଲନ୍ ବଲ ସଂଘର ସଂପାଦକ ସୁମିତ ରଂଜନ ପୁରୋହିତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ନାଗରିକ କମିଟି, ଷ୍ଟେଟ ୟୁନିୟନ ଅଫ୍ ଜର୍ଣ୍ଣାଲିଷ୍ଟ, ଜିଲ୍ଲା ସାମ୍ବାଦିକ ସଂଘ, ଜିଲ୍ଲା ନାଗରିକ କଲ୍ୟାଣ ମହାସଂଘ, ଜିଲ୍ଲା ଲେଖକ ପରିଷଦ, ପୂର୍ବତନ ସୈନିକ ସଂଘ, ବଲାଙ୍ଗୀର ଏକ୍ସନ କମିଟି, ଜିଲ୍ଲା କ୍ରୀଡା ଛାତ୍ରାବାସ, ବିଙ୍ଗ ହ୍ୟୁମେନ୍ ଫାଉଣ୍ଡେସନ, ଜିଲ୍ଲା ପିଇଟି ସଂଘ, ଜିଲ୍ଲା ସନ୍ତରଣ ସଂଘ, ବ୍ରାହ୍ମଣ ମହାସଂଘ, ଜିଲ୍ଲା ଅଶି ଚାଳନା ସଂଘ, ଜେଏସ୍‌ଏମ୍ କଲେଜ ଓ ଜିଲ୍ଲା ରାଇଫଲ ସଂଘର କର୍ମକର୍ତ୍ତା ମାନେ ଉପସ୍ଥିତ ରହି ଖେଳାଳୀ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like