-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ଲୋଇସିଂହା ମହାବିଦ୍ୟାଳୟ ରେ କଲଚରାଲ ଏକଟିଭିଟିଜ କମ୍ପିଟିସନ କାର୍ଯ୍ୟକ୍ରମ ର ଶୁଭାରମ୍ଭ

02-Dec-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ମହାବିଦ୍ୟାଳୟ ରେ କଲଚରାଲ ଏକଟିଭିଟିଜ କମ୍ପିଟିସନ କାର୍ଯ୍ୟକ୍ରମ ର ଶୁଭାରମ୍ଭ ହୋଇଯାଇଛି l ଆଜି ସକାଳ ସମୟରେ କଲେଜ ରୁ ବସଟାଣ୍ଡ ପର୍ଯ୍ୟନ୍ତ ଛାତ୍ରଛତ୍ରୀଙ୍କ ଦ୍ୱାରା ଏକ ରେଲି କରାଯାଇଥିଲା l ଆଜିର କାର୍ଯ୍ୟକ୍ରମ ର ଶୁଭାରମ୍ଭ ବେଳେ ମୁଖ୍ୟଅତିଥି ଭାବେ ଲୋଇସିଂହା ବିଧାୟକ ଡ଼ ମୁକେଶ ମହାଲିଙ୍ଗ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ମହାବିଦ୍ୟାଳୟ ର ଗଭର୍ଣ୍ଣିଙ୍ଗ ବଡ଼ି ପ୍ରେସିଡେଣ୍ଟ ସୁଶ୍ରୀ ପୁଷ୍ପାଞ୍ଜଳି ମିଶ୍ର, ମହାବିଦ୍ୟାଳୟ ର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ସାହୁ, କଲଚରାଲ ନୋଡାଲ ଅଫିସର ସନ୍ତୋଷ ଦାସ, ସ୍ପୋର୍ଟ ନୋଡାଲ ଅଫିସର ବିବେକା ମିଶ୍ର ଉପସ୍ଥିତ ଥିଲେ l ଏଭାରେଜ ବୟସ ହେଉଛି 26 ରୁ 29 ବର୍ଷ, ଏହା ହେଉଛି ଯୁବକ ମାନଙ୍କ ବୟସ l ଯୁବକ ମାନଙ୍କ ପାଇଁ ଲେବର ୱାର୍କ ଫୋର୍ସ ଇନ ଇଣ୍ଡିଆ, ଯୁବକ ମାନଙ୍କ ପାଇଁ ନୂଆ ଭାରତ, ନୂଆ ଓଡିଶା ଯୁବ ପ୍ରତିଭା ଯେଉଁଟା କି ଜଣେ ଭଲ ଡିବେଟ କହିପାରୁଛି, ଜଣେ ଭଲ ଗୀତ ଗାଈପାରୁଛି ତ କିଏ ଆଇଟି ଟେକ୍ନୋଲୋଜି ମାଧ୍ୟମରେ ନିଜର ଟେଲେଣ୍ଟ ଦେଖାଉଛି l ପଢା ହେଉ, ସ୍ପୋର୍ଟ୍ସ ହେଉ ବା ସାଂସ୍କୃତିକ କାର୍ଯ୍ୟକ୍ରମ ହେଉ ନିଜର ଆନ୍ତରିକ ପ୍ରତିଭା କୁ ସାମ୍ନା କୁ ଆଣିବା ଦରକାର l ଭାରତ 100 ବର୍ଷ ପାଇଁ ଗୋଟେ ନୁଆଁ ଭାରତ ପାଇଁ ଗୋଲ ଫିକ୍ସଡ଼ କରବା କେ ପଡବା l ବର୍ତ୍ତମାନ ସରକାରୀ ଚାକିରୀ କମ ବାହାରୁଛି ଏଣୁ ଆତ୍ମ ନିର୍ଭରଶୀଳ ହେବା ସହ ନିଜର ଅନ୍ତର୍ନିହିତ ଗୁଣ କେ ପାଠ ପଢ଼ାମା ବୋଲି ବିଧାୟକ ଡ଼. ମୁକେଶ ମହାଲିଙ୍ଗ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କୁ କହିଥିଲେ l ଏହାପରେ +2 ଓ +3 ର ଓଡ଼ିଆ ରଚନା କମ୍ପିଟିସନ ଆରମ୍ଭ ହୋଇଥିଲା l ଦୀର୍ଘ 15 ଦିନ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଚାଲୁ ରହିବ ବୋଲି ଅଧ୍ୟକ୍ଷ ଶ୍ରୀ ଗୋବିନ୍ଦଚନ୍ଦ୍ର ସାହୁ ପ୍ରକାଶ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like