-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||     

HOME   ଜିଲ୍ଲା

ଜମୁନାପୁର ଠାରେ କ୍ଷେତ୍ର ଦିବସ ...

02-Dec-2023



କର୍ଲାମୁଣ୍ଡା(ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ମିଲେଟ ମିଶନ ଯୋଜନା କାର୍ଯ୍ୟକାରୀ ସଂସ୍ଥା ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ଓ ଓଡିଶା ମିଲେଟ୍ସ ମିଶନ ପ୍ରକଳ୍ପ ପକ୍ଷରୁ  ବୋରପଦର ପଞ୍ଚାୟତ ଯମୁନାପୁର ଅରଚାର୍ଟ ଠାରେ  ଶନିବାର କ୍ଷେତ୍ର ଦିବସ ପାଳନ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ କର୍ଲାମୁଣ୍ଡା ସହକାରୀ କୃଷି ଅଧିକାରୀ କୁମାର ଚିରଞ୍ଜିବୀ,ସମ୍ମାନିତ ଅତିଥି ଭାବେ ଗ୍ରାମ କୃଷିକର୍ମୀ  ଲୋକନାଥ ନାଗ ,  ମାଣ୍ଡିଆ ଚାଷୀ ପୂର୍ଣ୍ଣ ଚନ୍ଦ୍ର ମାଝୀ,ମିଲେଟ୍ସ ମିଶନ ପ୍ରକଳ୍ପର କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟ କ୍ରମ ସଂଯୋଜକ ଜଗଦୀଶ ପ୍ରସାଦ ରଣା,ଅତିରିକ୍ତ ବ୍ଲକ କାର୍ଯ୍ୟକ୍ରମ ସଂଯୋଜକ ପ୍ରଦୀପ କୁମାର ସାହୁ ପ୍ରମୁଖ ଯୋଗ ଦେଇ କ୍ଷୁଦ୍ର ଶସ୍ୟ ର ଚାହିଦା ଓ ତାକୁ ଖାଦ୍ୟ ରୂପେ ଗ୍ରହଣ କରିବା,ଅମଳ ବୃଦ୍ଧି, ଚାଷର ବିଭିନ୍ନ ପଦ୍ଧତି, ମଣ୍ଡି ର ବ୍ୟବସ୍ଥା ସହିତ ସରକାରୀ ସ୍ତରରେ ଏଥିପାଇଁ ଥିବା ସୁବିଧା ସୁଯୋଗ ଉପରେ ଆଲୋଚନା କରିଥିଲେ।ପରେ ପରେ ନିକଟସ୍ଥ ମାଣ୍ଡିଆ ଚାଷ କୁ ଚାଷୀ ମାନଙ୍କ ଦ୍ଵାରା ପରିଦର୍ଶନ କରାଯାଇଥିଲା।ମିଲେଟ୍ସ ମିଶନ ପ୍ରକଳ୍ପ ର ସିଆରପି ଭାନୁମତି ପଧାନ, କମଳ ସୁନା,ଜୀବର୍ଦ୍ଧନ ସାହୁ,ଧୁରାବନ ବାଗ, ବାଲ୍ମୀକି ଛତ୍ରୀଆ,ହିସାବ ରକ୍ଷକ ସନାତନ କରୁଆଁ , ସତ୍ୟସାଇ ପଧାନ ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ରେ ବ୍ଲକ ର ବିଭିନ୍ନ ଗାଁରୁ  ଶତାଧିକ  ମାଣ୍ଡିଆ ଚାଷୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026
  ଜିଲ୍ଲା  
ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   05-May-2026

You Might Also Like