-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||     

HOME   ଜିଲ୍ଲା

ବିଶ୍ୱ ଦିବ୍ୟାଙ୍ଗ ଦିବସ ଉପଲକ୍ଷେ ଦିବ୍ୟାଙ୍ଗ ଟି-20 କ୍ରିକେଟ ପ୍ରତିଯୋଗିତା

02-Dec-2023



(ପ୍ରଦିପ କୁମାର ସାହୁ )
କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ସ୍ଥିତ ଦୁର୍ଗା ମାଧବ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ଏମରାମପୁର ବନାମ ବରଗଡ଼ ଦଳ ମଧ୍ୟରେ ଦିବ୍ୟାଙ୍ଗ ଟି-20 କ୍ରିକେଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା | ଦିବ୍ୟାଙ୍ଗ କ୍ରିକେଟ ଏହି ଅଞ୍ଚଳ ପାଇଁ ପ୍ରଥମ ହୋଇଥିବା ଯୋଗୁଁ ମ୍ୟାଚ ଦେଖିବା ପାଇଁ ଉତ୍କଣ୍ଠା ସହ ଶତାଧିକ ଦର୍ଶକ ଙ୍କ ଭିଡ ପରିଲକ୍ଷିତ ହୋଇଥିଲା | ଦିବ୍ୟାଙ୍ଗ ମାନେ ଅପାର କଳା କୌଶଳ ର ଅଧିକାରୀ ସେମାନେ  ସାଧାରଣ ଲୋକ ଙ୍କ ଠାରୁ କୌଣସି କ୍ଷେତ୍ର ରେ କମ ନୁହନ୍ତି ବୋଲି ଷ୍ଟେଟ ବ୍ୟାଙ୍କ ମ୍ୟାନେଜର  ମାନ ଭଂଜନ ସ୍ୱାଇଁ, ସେଲକୋ ଫୋଉଂଡେସନ ର କୃଷ୍ଣଚନ୍ଦ୍ର ବେହେରା, ଫରେଷ୍ଟ ରେଞ୍ଜର ଅସିତ ଦାସ, ବରିଷ୍ଠ ଆଇନଜିବି ହିତେନ୍ଦ୍ର ମହାନ୍ତି ଓ ଜିଲ୍ଲା ର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ବିବେକ ସେନା ର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ପ୍ରତିଷ୍ଠାତା ଡ଼. ଶିବରାମ ନାୟକ  ଅତିଥି ରୂପେ ଯୋଗଦେଇ ବକ୍ତବ୍ୟ ରଖିଥିଲେ | ବରଗଡ ରାଜିଙ୍ଗ ଷ୍ଟାର ଓ ଏମରାମପୁର ମଧ୍ୟରେ ଅନୁଷ୍ଠିତ ମ୍ୟାଚ ବରଗଡ ନିର୍ଧାରିତ ଓ଼ଭର ରେ 4 ଉ ଇକେଟ ବିନିମୟ ରେ 115 ରନ ସଂଗ୍ରହ କରିଥିବା ବଦଳରେ ରେ ଏମରାମପୁର ଦଳ ମାତ୍ର 112 ରନ ରେ ସୀମିତ ରହିଯାଇଥିଲେ ଓ ବରଗଡ଼ ଟିମ ବିଜୟ ହାସଲ କରିଥିଲେ | ଭୀମଭୋଇ ଦିବ୍ୟାଙ୍ଗ କଲ୍ୟାଣ ପ୍ରତିଷ୍ଠାନ ଏମରାମପୁର ତରଫରୁ ଆୟୋଜିତ ଉକ୍ତ କ୍ରିକେଟ ମ୍ୟା ଚ ରେ ସଂସ୍ଥା ର ମୁଖ୍ୟ ସୁଶାନ୍ତ ସାହୁ ଓ ଟୁନି ପଣ୍ଡା ଉପସ୍ଥିତି ରହି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିବା ବେଳେ ଆମ୍ପିୟାର ମଣ୍ଟୁ ଦୁବେ ଓ ସାଇ ପ୍ରସାଦ ମହାରଣା, ସୁଶାନ୍ତ ମିଶ୍ର, ମଧୁସୂଦନ ମହାଳିଙ୍ଗ, ସୁଶ୍ରୀ ସୁଭଦର୍ଶିନୀ ସାହୁ, ପ୍ରଦୀପ ପଣ୍ଡା, ମିନେଶ କୁମାର ସାହୁ ଓ ମନୋଜ ବେହେରା ପ୍ରମୁଖ ଖେଳକୁ ସୁଚାରୁରୂପେ ପରିଚାଳନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026
  ଜିଲ୍ଲା  
ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   05-May-2026

You Might Also Like