-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ରାଜ୍ୟ

ଶିକ୍ଷକ ନିରଞ୍ଜନ ବିଶ୍ୱାଳ ସେବା କାର୍ଯ୍ୟ ପାଇଁ ସମ୍ବର୍ଦ୍ଧିତ

02-Dec-2023



ବଲାଙ୍ଗୀର, ( ପ୍ରେରଣା ଖବର ) : ମାନବ ସେବା ହିଁ ମାଧବ ସେବା। ପ୍ରକୃତରେ ବିପଦ କିମ୍ବା ଅସହାୟ ଅବସ୍ଥାରେ ଥିବା ବ୍ୟକ୍ତିଙ୍କୁ ସହାୟତା କରିବା ହିଁ ସମାଜ ସେବାର ପ୍ରମାଣ ଦେଇଥାଏ। ଏହି ମାନବିକତାର ପରିଚୟ ସୃଷ୍ଟି କରିଛନ୍ତି ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ  ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, କଞ୍ଚଣା ରେ କାର୍ଯ୍ୟରତ ବିଜ୍ଞାନ ଶିକ୍ଷକ ନିରଞ୍ଜନ ବିଶ୍ୱାଳ। ଶିକ୍ଷାଦାନ କରିବା ସହିତ ରେଡ୍ କ୍ରସ୍ କାର୍ଯ୍ୟକ୍ରମ , ସ୍କାଉଟ୍ ମାଷ୍ଟର, ହେଲଥ ଏବଂ ୱେଲନେସ୍ ଆମ୍ବାସାଡାର ଦାୟିତ୍ଵ ବହନ କରନ୍ତି। ସେ ରାଜ୍ୟ ସରକାରଙ୍କ ୫ଟି କାର୍ଯ୍ୟକ୍ରମରେ ବିଦ୍ୟାଳୟ ସ୍ତରରେ ନୋଡାଲ ଅଫିସର ଅଟନ୍ତି ।  ବଲାଙ୍ଗୀର ଜିଲ୍ଲାର ଭୀମ ଭୋଇ ମେଡିକାଲ ପରିସର ମଧ୍ୟରେ ସହଯୋଗ ଫାଉଣ୍ଡେସନ ଦ୍ଵାରା ରବିବାର ଦିନ ୪୦୦ ରୁ ଉର୍ଦ୍ଧ୍ବ ବ୍ୟକ୍ତି ମାନଙ୍କୁ ଆହାର ଯୋଜନାରେ ନିଜକୁ ସାମିଲ୍ କରି ସମସ୍ତଙ୍କର ପ୍ରଶଂସାର ପାତ୍ର ହୋଇପାରିଛନ୍ତି। ସେବାକୁ ବ୍ରତ କରିଥିବା ଯୋଗୁଁ  ବଲାଙ୍ଗୀର ଜିଲ୍ଲାର କ୍ରୀଡା ଅଧିକାରୀ ପରାଶର ବାଗଙ୍କ  ଦ୍ଵାରା ସହଯୋଗ ଫାଉଣ୍ଡେସନ ତରଫରୁ ନିରଞ୍ଜନ ବିଶ୍ୱାଳକୁ ସମ୍ମାନୀତ କରାଯାଇଛି । କଟକ ଜିଲ୍ଲାର ନିଆଳି ବ୍ଲକର ସେଳଦା ଗ୍ରାମ ତାଙ୍କର ଜନ୍ମସ୍ଥାନ ଅଟେ। ପିତା ନିତ୍ୟାନନ୍ଦ ବିଶ୍ଵାଳ ଜଣେ ଉତ୍ତମ କୃଷକ ଅଟନ୍ତି ଏବଂ ମାତା ଉର୍ମିଳା ବିଶ୍ଵାଳ ଜଣେ ଭଲ ଗୃହିଣୀ ତଥା ଧର୍ମପରାୟଣ ବ୍ୟକ୍ତି ଅଟନ୍ତି । ତାଙ୍କର ଧର୍ମପତ୍ନୀ ସୁମିତ୍ରା ସାମଲ ଜଣେ ସରକାରୀ ବିଦ୍ୟାଳୟରେ ଶିକ୍ଷୟତ୍ରୀ ଅଟନ୍ତି। ଯେ ସଦାସର୍ବଦା ସେବମୂଳକ କାର୍ଯ୍ୟ କରିବା ପାଇଁ ଉତ୍ସାହିତ କରିଥାନ୍ତି।  ମାନବୋପକର କାର୍ଯ୍ୟକ୍ରମରେ ଆନନ୍ଦ ଅନୁଭବ କରନ୍ତି ବୋଲି ଶ୍ରୀବିଶ୍ୱାଳ ମତବ୍ୟକ୍ତ କରିଛନ୍ତି। ଶିକ୍ଷକ ତଥା ସମାଜସେବୀ ନିରଞ୍ଜନ ବିଶ୍ଵାଳ ଏହିଭଳି ଆଗକୁ ଆହୁରି ସମାଜସେବା ମୂଳକ କାର୍ଯ୍ୟକ୍ରମ କରିବାର ଲକ୍ଷ୍ୟ ରଖିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like