-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଘ୍ ନାଇଁ ଦେଖ୍ଲେ ବିଲେଇ ଦେଖ"....    (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ନାଗରିକ କମିଟି ପକ୍ଷରୁ ସାଧାରଣ ସଭା ଓ ସ୍ମରଣିକା ଉନ୍ମୋଚନ ଉତ୍ସବ ଅନୁଷ୍ଠିତ

02-Dec-2023



ବଲାଙ୍ଗୀର(ପ୍ରେରଣା ଖବର ): ଆଜି ବଲାଙ୍ଗିର ନାଗରିକ କମିଟି ପକ୍ଷରୁ ସାଧାରଣ ସଭା ଓ ସ୍ମରଣିକା ଉନ୍ମୋଚନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ସ୍ଥାନୀୟ ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ କମିଟିର ସଭାପତି ଇଂ.ବେଲାର ସିଂ ଭୋଇଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ୍ ଶ୍ରୀକାନ୍ତ ଚାଟାର୍ଜୀ ଯୋଗ ଦେଇ ତ୍ୟାଗ,ପରିଶ୍ରମ, ବଳରେ ସାଧାରଣ ମଣିଷ ଅସାଧାରଣ ପ୍ରତିଭା ର ଅଧିକାରୀ ହୋଇ ପାରେ ବୋଲି କହିଥିଲେ l
 

ବରେଣ୍ୟ ଅତିଥି ଭାବରେ ପ୍ରଫେସର ମଧୁସୂଦନ ପତି 
ନାଗରିକ କମିଟି ବହୁତ କିଛି କରିପାରିବ, କେବଳ ନିଜର ପାରଦର୍ଶିତା ଓ ଦକ୍ଷତା ଉପରେ ବିଶ୍ବାସ ରଖିବାକୁ ପଡିବ ବୋଲି କହିଥିଲେ l ଅନ୍ୟତମ ଅତିଥି ଭାବେ ପଦ୍ମଶ୍ରୀ ବିଦ୍ୟା ବାଚସ୍ପତି ଶ୍ରୀନିବାସ ଉଦ୍ ଗାତା ଯୋଗ ଦେଇ ନିଜର ଅଭିଭାଷଣ ପ୍ରଦାନ କରିଥିଲେ l କମିଟି ର ସମ୍ପାଦକ ମନୋରଞ୍ଜନ ସାହୁ ଅତିଥି ପରିଚୟ ପ୍ରଦାନ ସହ ସଭାକୁ ସଂଯୋଜନା କରିଥିଲେ l ପ୍ରାରମ୍ଭରେ ଗୋପଭୂଷଣ ନାଥ ସ୍ଵାଗତ ଭାଷଣ ଦେଇଥିଲେ l ଏହି ଅବସରରେ ନାଗରିକ କମିଟି ପକ୍ଷରୁ ଏକ ସ୍ମରଣିକା ସୌରଭ ଉନ୍ମୋଚିତ ହୋଇଥିଲା l ପୁସ୍ତକ ସମ୍ପର୍କରେ ସାମ୍ବାଦିକ ରଘୁ ନନ୍ଦନ ସିଂହ ସମୀକ୍ଷା କରିଥିଲେ l ସ୍ମରଣିକା କମିଟି ମୁଖ୍ୟ ପ୍ରମେୟ ଦୈନିକ ଖବର କାଗଜ ର କେବିକେ ସଂସ୍କରଣ ମୁଖ୍ୟ ଅଖିଳ ଚନ୍ଦ୍ର ହୋତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ସମାଜର ବିଭିନ୍ନ୍ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପଦ୍ମଶ୍ରୀ ବିଦ୍ୟା ବାଚସ୍ପତି

ଶ୍ରୀନିବାସ ଉଦ୍ ଗାତା, ଖତୁ ଭରାସାଗର ଓ ରମେଶ ପୋଢ଼ ଙ୍କୁ ଉପାୟନ ଓ ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା l ନନ୍ଦିନୀ ସାହୁ ମାନପତ୍ର ପାଠ କରିଥିଲେ l
ଶେଷରେ ଆଇନଜୀବୀ ଜୟରାମ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l ଏହି ବୈଠକ ରେ ସହରର ବହୁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
ବାଘ୍ ନାଇଁ ଦେଖ୍ଲେ ବିଲେଇ ଦେଖ"....   05-May-2026
  ଜିଲ୍ଲା  
କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   05-May-2026
  ଜିଲ୍ଲା  
ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   05-May-2026
  ଜିଲ୍ଲା  
କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ   05-May-2026
  ରାଜ୍ୟ  
ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   05-May-2026
  ଜିଲ୍ଲା  
ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026

You Might Also Like