-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ଦୁର୍ଘଟଣା ଆହତସ୍କୁଲ୍ ଶିଶୁଙ୍କୁ ଚିକିତ୍ସା କରାଇଲେ ବାବୁଲି ଦାଦା

03-Dec-2023



ନର୍ଲା( ସଞ୍ଜିବ ଦାସ )
କଳାହାଣ୍ଡି ଜିଲ୍ଲା ନର୍ଲା ସ୍ଥିତ ମାଉଣ୍ଟେନ୍ କିଡ୍ସ ପବ୍ଲିକ ସ୍କୁଲର ଛାତ୍ରଛାତ୍ରୀ ଓ ଶିକ୍ଷକ କର୍ମଚାରୀ ମାନେ ଗତକାଲି ସ୍ଥାନୀୟ ଦହଲ ଗ୍ରାମକୁ ପିକ୍ନିକ କରିବା ପାଇଁ ଯାଇଥିଲେ, ଫେରିବା ସମୟରେ ସ୍କୁଲ ଗାଡ଼ି ଚାଳକ ଙ୍କ ଖିପ୍ରଗତି ଓ ବେପରୁଆ ଚାଳନା ଯୋଗୁଁ ମାଣ୍ଡେଲ୍ ହାଇସ୍କୁଲ ପାଖ ଏକ ଜାଗାରେ ଦୁର୍ଘଟଣା ଘଟିଥିଲା ମାଣ୍ଡେଲ ଗ୍ରାମର ସ୍ଥାନୀୟ ସମାଜସେବୀ ଦିଲ୍ଲୀପ ନାଏକ  ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟିଥିବା ଗାଡିରୁ ରକ୍ତ ଯୁଡୁବୁଡୁ କ୍ଷତ ବିକ୍ଷତ ଛାତ୍ରଛାତ୍ରୀ ଙ୍କୁ ଉଦ୍ଧାର କରି ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତି କରି ଚିକିତ୍ସା କରାଇଥିଲେ, ଏବଂ ପ୍ରାଥମିକ ଚିକିତ୍ସା ପରେ ସଙ୍କଟାପନ୍ନ ଛାତ୍ର ଛାତ୍ରୀ ଙ୍କୁ ରେଫର୍ କରାଯାଇଥିଲା

ଏଭଳି ସମ୍ବେଦନସିଲ,ଘଟଣାରେ ସ୍କୁଲ୍  କର୍ତୁପକ୍ଷ ଚିକିତ୍ସା ରେ କୌଣସି ପ୍ରକାର ସହଯୋଗ କରି ନ ଥିବାରୁ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି ଏପରି ସ୍ଥଲେ,ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟ ରେ ତୁରନ୍ତ ବାବୁଲି ଦାଦା  ଚିତ୍ତରଞ୍ଜନ ମଣ୍ଡଳ ପହଞ୍ଚି ଚିକିତ୍ସା ର ବ୍ୟବସ୍ଥା କରାଇ ବିଳମ୍ବିତ ରାତ୍ର ସମୟ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଓ ଅଭିଭାବକ ଙ୍କ ସାଙ୍ଗରେ  ରହି ଆଶ୍ଵସନା ପ୍ରଦାନ କରିଥିଲେ ,ଜୁନାଗଡ଼ ବିଧାୟକ ମଧ୍ୟ୍ୟ ଫୋନ ଯୋଗେ ସମସ୍ତଙ୍କ କଥା ବୁଝି ଥିଲେ , ଅପର ପକ୍ଷରେ ନାର୍ଲାରେ ଚିକିତ୍ସିତ ଦୀପକ୍ ସାହୁ ଙ୍କ ପୁଅ କୁ ମଧ୍ୟ ଦିଲୀପ ନାଏକ ମଧ୍ୟ ରାତ୍ରି ପର୍ଯ୍ୟନ୍ତ ଜଗି ସହଯୋଗ କରିଥିଲେ ଏଣୁ ନର୍ଲା ଅଞ୍ଚଳର ସମସ୍ତ ଛାତ୍ରଛାତ୍ରୀ ଙ୍କ ଅଭିଭାବକ ବୁଦ୍ଧିଜୀବୀ ଙ୍କ ସମେତ ବିଭିନ୍ନ ମହଲରେ ବାବୁଲି ଦାଦା ଙ୍କୁ କୃତଜ୍ଞତା ଜଣାଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like