-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||     

HOME   ଜିଲ୍ଲା

ବିଚ ରାସ୍ତାରେ ଦିନବେଳା ଡକାୟତି: ୫ଲକ୍ଷ ଟଙ୍କା ମୂଲ୍ୟର ସୁନା ଓ ରୂପା ଗହଣା ଲୁଟ

03-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ) : ଘଣ୍ଟାପଡା ଥାନା ଅନ୍ତର୍ଗତ ଦେଢ଼େଣମାଳ ଗ୍ରାମ ନିକଟ ପୁତ୍ତ ବିଭାଗ ରାସ୍ତାରେ ଦିବାଲୋକରେ ଡକାୟତି l ସୂଚନାଯୋଗ୍ୟ ଯେ ଆମ୍ବଗାଁ ପଞ୍ଚାୟତ ଅନ୍ତର୍ଗତ କୁରୁକୁପା ଗ୍ରାମର ଅଳକାନାଥ ମହାପାତ୍ର ବିଭିନ୍ନ ସାପ୍ତାହିକ ହାଟକୁ ଯାଇ ସୁନାରୂପା ଗହଣା ବେପାର କରି ପରିବାର ପ୍ରତିପୋଷଣ କରନ୍ତି l ଅନ୍ୟଦିନ ଭଳି ଶୁକ୍ରବାର ଉମା ସପ୍ତାହିକ ବଜାରକୁ ଯାଇ ଫେରିବା ସମୟରେ ଦେଢ଼େଣମାଳ ଗ୍ରାମ ନିକଟ ସିଙ୍ଗଭଙ୍ଗା ନାଳ ନିକଟରେ ସାଢେ ୧୧ଟା ସମୟରେ ତିନିଜଣ ଅଚିହ୍ନା ବ୍ୟକ୍ତି ଠେଙ୍ଗା ଦ୍ୱାରା ମୁହଁକୁ ଆକ୍ରମଣ କରିଥିଲେ l ଫଳରେ କପାଳ ଓ ନାକରେ ମାଡ଼ ହେବା ଯୋଗୁଁ ବାଇକରୁ ତଲେ ପଡି ଯାଇଥିଲେ l ଏହାପରେ ଦୁର୍ବୃତ୍ତମାନେ ଗହଣାଗଣ୍ଠିନେଇ ପଳାଇ ଯାଇଥିଲେ l ସର୍ଗିପଡା ଓ ତଳବେଡା ଗ୍ରାମର କିଛି ବ୍ୟକ୍ତି ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ l ଡକାୟତି ଘଟଣାରେ ପ୍ରାୟ ୫ଲକ୍ଷ ଟଙ୍କା ମୂଲ୍ୟର ସୁନା ଓ ରୂପା ଗହଣା ଲୁଟ ହୋଇଥିବା ନେଇ ଘଣ୍ଟାପଡା ଥାନାରେ ଅଭିଯୋଗ ହୋଇଛି l ପୁଲିସ ଅଭିଯୋଗକାରୀଙ୍କୁ ଚିକିତ୍ସା ଯୋଗାଇବା ସହିତ ତଦନ୍ତ ଚଳାଇଥିବା ଥାନାଧିକାରୀ ବଳଭଦ୍ର ଗଣ୍ଡା ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026

You Might Also Like