-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||     

HOME   ଜିଲ୍ଲା

ବିଶ୍ବ ଦିବ୍ୟାଙ୍ଗ ଦିବସ ଅବସରରେ ବିରଞ୍ଚି ଦାଶ ସମ୍ବର୍ଦ୍ଧିତ

03-Dec-2023



କଣ୍ଟାବାଞ୍ଜି, ( ପ୍ରେରଣା ଖବର ), ତା.୦୩/୧୨ ଓଡ଼ିଶାର ଅଗ୍ରଣୀ ଅନୁଷ୍ଠାନ ଆଶ୍ରୟ ନୟାଗଡ଼ ର ୩୯ତମ ବାର୍ଷିକ ଉତ୍ସବ ଭୂବନେଶ୍ୱରସ୍ଥିତ ଜୟଦେବ ଭବନରେ ଆୟୋଜିତ ହୋଇଥିଲା।ଉକ୍ତ ଉତ୍ସବରେ ଅନୁଷ୍ଠାନର ପ୍ରତିଷ୍ଠାତା ଶ୍ରୀ ଲୋକନାଥ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପଦ୍ମଶ୍ରୀ ତୁଳସୀ ମୁଣ୍ଡା, ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପଟ୍ଟନାୟକ, ପଦ୍ମଶ୍ରୀ ଅନ୍ତର୍ଯ୍ୟାମୀ ମିଶ୍ର,ବରିଷ୍ଠ ଶିଶୁ ସାହିତ୍ୟିକ ଦାଶ ବେନହୁର, ସମାଜସେବୀ ଅଚ୍ୟୁତାନନ୍ଦ ଦାସ,ଶରତ କୁମାରୀ ମିଶ୍ର ଓ ବନ୍ଦନା ପଣ୍ଡା ଉପସ୍ଥିତ ଥିଲେ।

ଏହି ବର୍ଣାଢ୍ୟ ଉତ୍ସବରେ ବିଭିନ୍ନ ସମୟରେ ସମାଜସେବା, ରକ୍ତଦାନ ଓ ରକ୍ତ ଶିବିରର ଆୟୋଜନ, ଦୁର୍ଘଟଣଗ୍ରସ୍ଥ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଶିକ୍ଷକ, ଜୁନିୟର ରେଡକ୍ରସ ପରାମର୍ଶଦାତା ତଥା ରକ୍ଷକ ଶ୍ରୀ ବିରଞ୍ଚି ନାରାୟଣ ଦାଶଙ୍କୁ ଆଶ୍ରୟ ସମ୍ମାନ ପ୍ରଦାନ ପୂର୍ବକ ପ୍ରମାଣପତ୍ର ଓ ସ୍ମୃତିଫଳକ ପ୍ରଦାନ କରାଯାଇଥିଲା।ଠିକ ସେହିପରି ଯାଯପୁର ଜିଲ୍ଲା ଅନ୍ତର୍ଗତ ଛତିଆ ଠାରେ ସମ୍ଭବ ଚାରିଟେବଲ ଟ୍ରଷ୍ଟର ଚତୁର୍ଥ ବାର୍ଷିକ ଉତ୍ସବ ଓ ବିଶ୍ବ ଦିବ୍ୟାଙ୍ଗ ଦିବସପାଳିତ ହୋଇଥିଲା।ଟ୍ରଷ୍ଟର ସମ୍ପାଦିକା ସୁଶ୍ରୀ ପ୍ରମିଳା ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ଡାକ୍ତର ରାମଚନ୍ଦାନୀ,ସମ୍ମାନିତ ଅତିଥି ଭାବରେ ଭୂବନେଶ୍ୱର ରୋଟାରୀ କ୍ଳବର ସଭାପତି ଶ୍ରୀ ରୁଦ୍ର ପ୍ରସାଦ ମହାପାତ୍ର, ସମାଜସେବୀ ମଧୁମିତା ରାଏ ଚୌଧୁରୀ ଯୋଗ ଦେଇଥିଲେ।ସମାଜସେବା ପାଇଁ ଶ୍ରୀ ବିରଞ୍ଚି ନାରାୟଣ ଦାଶଙ୍କୁ ମାନପତ୍ର ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।ଶ୍ରୀ ଦାଶଙ୍କୁ ଉଭୟ ଅନୁଷ୍ଠାନରୁ ସମ୍ବର୍ଦ୍ଧନା ମିଳିଥିବାରୁ ବୁଦ୍ଧିଜୀବୀ ମହଲରେ ଆନନ୍ଦର ଲହରୀ ଖେଳିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026

You Might Also Like

                       
  ଜିଲ୍ଲା  

ବରୀ ରେ ବନ୍ୟା