-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||     

HOME   ଜିଲ୍ଲା

ରାଜ୍ୟ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ, ଜିଲ୍ଳାର ନୂତନ ଭୋଟର ପଞ୍ଜିକରଣ ଉପରେ ସମୀକ୍ଷା - ସମୟ ଅବଧି ମଧ୍ୟରେ ଶତ ପ୍ରତିଶତ ଲକ୍ଷ୍ୟ ହାସଲ ନିମନ୍ତେ ଗୁରୁତ୍ୱାରୋପ

03-Dec-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ରାଜ୍ୟ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ମିହିର ପ୍ରସାଦ ମହାନ୍ତି ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ ରେ ଆସି ଜିଲ୍ଲାର ଭୋଟର ତାଲିକାରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ର ସମୀକ୍ଷା କରିଛନ୍ତି l ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ମିନି ସଭା କକ୍ଷ ରେ ଜିଲ୍ଲାପାଳ ଶ୍ରୀ ବିମଳେନ୍ଦୁ ରାୟ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀ ମହାନ୍ତି ଜିଲ୍ଲାର ନିର୍ବାଚନ ସମ୍ୱନ୍ଧୀୟ   ନୂତନ ଭୋଟର  ପଞ୍ଜିକରଣ କାର୍ଯ୍ୟକ୍ରମର ସ୍ଥିତି ଓ ଅଗ୍ରଗତି ର ସମୀକ୍ଷା କରିଛନ୍ତି l  ଏହି ସମୀକ୍ଷା ବୈଠକରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଜିଲ୍ଲାର ନୂତନ ଭୋଟର ପଞ୍ଜିକରଣ ର ସ୍ଥିତି,ଅଗ୍ରଗତି  ସହ ମୃତ ଓ ସ୍ଥାନାନ୍ତର ଭୋଟର ଙ୍କୁ ତାଲିକାରୁ ବାଦ କରିବା ଉପରେ ବିଶେଷ ଆଲୋଚନା କରି ଜିଲ୍ଲାର ନୂତନ ଭୋଟର ପଞ୍ଜିକରଣ କୁ ଧାର୍ଯ୍ୟ ସମୟ ମଧ୍ୟରେ ଶତ ପ୍ରତିଶତ ସମ୍ପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଛନ୍ତି l  ସମୀକ୍ଷା ବୈଠକରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀ ବିମଳେନ୍ଦୁ ରାୟ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟ ନାରାୟଣ ଦାଶ, ଉପଜିଲ୍ଲାପାଳ ସୋନପୁର ଡ଼ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଉପଜିଲ୍ଲାପାଳ ବୀରମହାରାଜପୁର ଶ୍ରୀ ଲଲାଟେନ୍ଦୁ ସି , ଡେପୁଟି କଲେକ୍ଟର ନିର୍ବାଚନ ବିଭାଗ ଶ୍ରୀମତୀ ଯଶସ୍ୱିନୀ ପୋଥାଲ,ସମସ୍ତ ବିଡ଼ିଓ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026

You Might Also Like

                       
  ଜିଲ୍ଲା  

ବରୀ ରେ ବନ୍ୟା