-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||     

HOME   ଜିଲ୍ଲା

ପୁରନ୍ଦର ମିଶ୍ର ଛତିଶଗଡ଼ ବିଧାନସଭାକୁ ନିର୍ବାଚିତ, ନୂଆ ବିଧାନସଭା ରେ ଏକମାତ୍ର ଓଡ଼ିଆ ହେବେ

03-Dec-2023



ରାୟପୁର/ଭୁବନେଶ୍ବର(ପ୍ରେରଣା ଖବର ବ୍ୟୁରୋ): ଛତିଶଗଡ଼ ରାଜ୍ୟର ବୃହତ ଓଡ଼ିଆ ସମାଜର ସଭାପତି ଏବଂ ଭାରତୀୟ ଜନତା ପାର୍ଟି ର ପାର୍ଥୀ ପୁରନ୍ଦର ମିଶ୍ର, ରାୟପୁର ନଗର ଉତ୍ତର ଆସନ ରୁ ବିଜୟ ଲାଭ କରିଛନ୍ତି। ଶ୍ରୀ ମିଶ୍ର ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସ ର ପାର୍ଥୀ କୂଳଦୀପ ସିଂହ ଜୁନେଜା ଙ୍କୁ ୨୩ହଜାର ୫୪ ଖଣ୍ଡ ଭୋଟରେ ପରାସ୍ତ କରିଥିବା ଜଣାଯାଇଛି। ଶ୍ରୀ ମିଶ୍ର ୫୪ହଜାର ୨୭୯ ଖଣ୍ଡ  ଭୋଟ ପାଇଥିବା ବେଳେ  ଶ୍ରୀ ଜୁନେଜା ୩୧ହଜାର୨୨୫ଖଣ୍ଡ ଭୋଟ ପାଇଛନ୍ତି।ଛତିଶଗଡ଼ ର ନବନିର୍ବାଚିତ ବିଧାନ ସଭା ରେ ଶ୍ରୀ ମିଶ୍ର ଏକମାତ୍ର ଓଡ଼ିଆ ବିଧାୟକ ହେବେ। ପୁରନ୍ଦର ମିଶ୍ର ଏବେ ୱାଲର୍ଡ ଓଡ଼ିଆ ସୋସାଇଟି ର ଛତିଶଗଡ଼ ଶାଖା ର ମୁଖ୍ୟ ପୃଷ୍ଠପୋଷକ ଆସନରେ ଅଧିଷ୍ଠିତ ଅଛନ୍ତି।  ରାୟପୁର ର ଗାୟତ୍ରୀ ନଗର ଠାରେ ଶ୍ରୀ ମିଶ୍ର ଙ୍କ ଦ୍ଵାରା ପ୍ରତିଷ୍ଠିତ ଛତିଶଗଡ଼ ପ୍ରଦେଶର ସବୁଠାରୁ ବଡ଼ ଜଗନ୍ନାଥ ମନ୍ଦିର ତାଙ୍କର ନିର୍ବାଚନ ମଣ୍ଡଳୀ  ଅଧୀନରେ ଆସୁଛି।       

ଆଜି ଅପରାହ୍ଣ ରେ ଶ୍ରୀ ମିଶ୍ର ଙ୍କର ଜିତିବା ଖବର ମିଳିବା ପରେ ଛତିଶଗଡ଼ ର  କୋଣ ଅନୁକୋଣରେ ବସବାସ କରୁଥିବା ପ୍ରବାସୀ ଓଡ଼ିଆ ,ଶ୍ରୀ ଜଗନ୍ନାଥଙ୍କର ଭକ୍ତ ମହଲ  ଏବଂ ବିଶ୍ଵଭରି  ୱାଲର୍ଡ ଓଡ଼ିଆ ସୋସାଇଟି ର ସଦସ୍ୟ ମାନଙ୍କ ମଧ୍ୟରେ ଆନଂଦ ଓ ଉଲ୍ଲାସ ର ଲହରୀ ଖେଳିଯାଇଥିବା ଲକ୍ଷ କରାଯାଇଛି।ଆଜି ସନ୍ଧ୍ୟାରେ ଶ୍ରୀ ମିଶ୍ର ଙ୍କୁ ଗାୟତ୍ରୀ ନଗର ସ୍ଥିତ ଜଗନ୍ନାଥ ମନ୍ଦିରଠାରେ ସହସ୍ରାଧିକ ଓଡ଼ିଆ ଓ ଅଣଓଡ଼ିଆ ଜନସାଧାରଣ ଙ୍କର ଉପସ୍ଥିତି ରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଯାଇ ଥିବାର ଖବର ମିଳିଛି।ବର୍ତ୍ତମାନ ଓଡ଼ିଶା ,ଦେଶର ବିଭିନ୍ନ ସ୍ଥାନ ଏବଂ ବିଦେଶରୁ ପ୍ରବାସୀ ଓଡ଼ିଆ ନେତୃବର୍ଗ ତଥା ଶ୍ରୀ ମିଶ୍ର ଙ୍କର ସମର୍ଥକ ଓ ଶୁଭେଚ୍ଛୁ ମାନଙ୍କ ପକ୍ଷରୁ ତାଙ୍କ ନିକଟକୁ ହାର୍ଦ୍ଧିକ ଅଭିନନ୍ଦନ ଓ ଶୁଭେଚ୍ଛା ବାର୍ତ୍ତା ର ସୁଅ ଛୁଟି ଥିବା ପ୍ରାପ୍ତ ସୂଚନା ରୁ ପ୍ରକାଶ।ଶ୍ରୀ ମିଶ୍ରଙ୍କୁ ତାଙ୍କର ବିପୁଳ ବିଜୟ ପାଇଁ ହାର୍ଦ୍ଧିକ ଅଭିନନ୍ଦନ ଜଣାଇ ୱାଲର୍ଡ ଓଡ଼ିଶା ସୋସାଇଟି ର ଅଧ୍ୟକ୍ଷ କିଶୋର ଦ୍ବିବେଦୀ ଏକ ବାର୍ତ୍ତାରେ 

ଛତିଶଗଡ଼ର  ନୂତନ ବିଧାନସଭା ରେ ପୁରନ୍ଦର ମିଶ୍ର ଓଡ଼ିଆ ମାନଙ୍କର ପ୍ରକୃତ ପ୍ରତିନିଧି ହେବେ ଓ ସେମାନଙ୍କ ର   ଆଶାଆକାଂକ୍ଷା କୁ ପୂରଣ କରିବାରେ ନିଶ୍ଚିତ ଭାବେ ସକ୍ଷମ ହେବେ ବୋଲି ଭରସା ପ୍ରକାଶ କରିଛନ୍ତି। ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ନିକଟରେ ଶ୍ରୀ ମିଶ୍ର ଛତିଶଗଡ଼ ରେ ବସବାସ କରୁଥିବା ଓଡ଼ିଆ ମାନଙ୍କ ର ଛାମୁଆଁ ସଂଗଠନ ବୃହତ ଓଡ଼ିଆ ସମାଜ ର ସଭାପତି ରୂପେ ସର୍ଵସମ୍ମତି କ୍ରମେ ନିର୍ବାଚିତ ହୋଇଥିଲେ। ଏହି ବୃହତ ସମାଜ ଅଧୀନରେ ପ୍ରଦେଶର ୩୫ଲକ୍ଷ ଓଡ଼ିଆ ଆଦିବାସୀଙ୍କୁ ପ୍ରତିନିଧିତ୍ୱ କରୁଥିବା ୨୪ଟି ଜାତିଭିତ୍ତିକ ସମାଜ ଅନ୍ତର୍ଭୁକ୍ତ ହୋଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026

You Might Also Like

                       
  ଜିଲ୍ଲା  

ବରୀ ରେ ବନ୍ୟା