-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ଲୋୟର ଶୁକ୍ତେଲ କାହା ପାଇଁ ଭରସୁଜା ଠାରେ ଏକ ବିତର୍କ ସଭା

03-Dec-2023



ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଭରସୂଜା ପଞ୍ଚାୟତ ପରିସର ମଧ୍ୟରେ ମାହେଶ୍ୱରି ସେବା ସଂଗଠନ ଓ ଛେଲିଆପାଟ ଆନୁକୁଲ୍ୟରେ ଲୋୟର ସୁକ୍ତେଲ କାହାପାଇଁ ଏକ ବିତର୍କ ସଭା ଅନୁଷ୍ଟିତ ହୋଇଯାଇଛି l ଏହି ସଭା ରେ ପାଣି ପଞ୍ଚାୟତ ସଭାପତି ଆକାଶ ମିଶ୍ର , ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗ, ଲୋଅର ସୁକତେଲ ଅବସର ପ୍ରାପ୍ତ ମୁଖ୍ୟ ଯନ୍ତ୍ରୀ ବେଲାର ସିଂହ ଭୋଇ , ସ୍ଥାନୀୟ ସରପଞ୍ଚ  ଓ ଅଞ୍ଚଳ ର ଜନସାଧାରଣ ଙ୍କ ମଧ୍ୟରେ ତର୍କ ସଭା ଅନୁଷ୍ଠିତ ହୋଇଥିଲା l ଏହି ପ୍ରକଳ୍ପ ଭରସୁଜା ରୁ ପ୍ରାୟ 35 କିଲୋମିଟର ହେଲେ ପ୍ରଶାସନ ର ଯାନ୍ତ୍ରିକ ଅନୁଧ୍ୟାନ ହେତୁ ଏହି ଅଞ୍ଚଳ ଏହି ପ୍ରକଳ୍ପ ରୁ ପାଣି  ଜଳସେଚନ ରୁ ବଞ୍ଚିତ ହେବା ସୁନିଚିତ l ଏଣୁ ମଞମଂଚାସୀନ ଅତିଥି ମାନେ ଏହାର କୌଣସି ପ୍ରତି ଉତ୍ତର ଜନସାଧାରଣ ଙ୍କୁ ଦେଇ ନ ଥିବାରୁ ଅଞ୍ଚଳ ରେ କ୍ଷୋଭ ପ୍ରକାଶ ପାଇଛି l ଏହା ବ୍ୟତୀତ ଏହି ଗ୍ରାମଠାରୁ ମାତ୍ର 5/7 କିଲୋମିଟର ଗ୍ରାମ କର୍କଚିଆ , ଝାରମୁଣ୍ଡା , କାନ୍ଦାଜୁରୀ  ଓ ଅନ୍ୟାନ୍ୟ ଗ୍ରାମ ଜଳସେଚିତ ହୋଇପାରେ ହେଲେ ପାଖରେ ଏହି ଭରାସୁଜା ଥିଲେ ହେଁ ପାଣି ଜଳସେଚନ ରୁ ବଞ୍ଚିତ l

ଏହିପରି ଆଗଲପୁର ବ୍ଲକ ର କୌଣସି ପଞ୍ଚାୟତ ଏହି ପ୍ରକଳ୍ପ ରୁ ବଞ୍ଚିତ। ଏହି ପରିପ୍ରେକ୍ଷୀରେ 5/6ଟି ଗ୍ରାମ ପଞ୍ଚାୟତ ର  ଚାଷୀ ସମ୍ପୂର୍ଣ ମରୁଡି ତେଣୁ  ଆଗାମୀ ଦିନରେ ଜାତୀୟ ରାସ୍ତା 26 କୁ ରାସ୍ତାରୋକ ଆନ୍ଦୋଳନ ତୀବ୍ରତର ହେବ ବୋଲି ଲୋକେ ଚେତାବନୀ ଦେଇଛନ୍ତି l ପାଣି ଉପରୁ ତଳକୁ ପ୍ରବାହିତ ହୋଇଥାଏ ଏଣୁ ଯେତେ ଦୂର ସମ୍ଭବ ସେତିକି ଏରିଆରେ ପାଣି ଜଳ ସେଚିତ ହୋଇପାରିବ l ଏହାସହ ଯାନ୍ତ୍ରିକ ତ୍ରୁଟି ର ସମାଧାନ ଲାଗି ଅଞ୍ଚଳ ର ପ୍ରତେକ ଗ୍ରାମ ରୁ ୨/୩ ଜଣ ମିଶି ଏକ ସଭାର ଆୟୋଜନ କରି ବିଭାଗୀୟ ପ୍ରଶାସନ କୁ ଏହି ବାବଦ ରେ ଅବଗତ କଲେ ଏହାର ସମାଧାନ ହେବ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ l ଶେଷରେ ମାହେଶ୍ଵରି ସଂଗଠନ ର ସଭାପତି ପ୍ରମୋଦ ସାହୁ ଧନ୍ୟବାଦ ଅର୍ପଣ କରି ସଭା ସାଂଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା