-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ଲୋଇସିଂହା ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ

04-Dec-2023



ଲୋଇସିଂହା, (ବିନୋଦ କୁମାର ଦୀପ) ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ବଲାଙ୍ଗୀର ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋଇସିଂହା ବ୍ଲକ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ ମୁଖ୍ୟଅତିଥି ଉକ୍ତ ଶିବିରକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ବିଡ଼ିଓ ଯୁଧିଷ୍ଠିର ମେହେର , ଜିଲ୍ଲା ସାମାଜିକ ସୁରକ୍ଷ୍l ଅଧିକାରୀ ମଦନ ହୋତା  ଯୋଗ ଦେଇଥିଲେ l ଲୋଇସିଂହା ବ୍ଲକ ର 20 ଗୋଟି ପଞ୍ଚାୟତର ସରପଞ୍ଚ ମାନେ ଶିବିରକୁ ଆସି ହିତାଧିକାରୀ ମାନଙ୍କୁ ସହଯୋଗ କରୁଥିବା ଦେଖିବାକୁ ମିଳିଥିଲା l

ବିଭିନ୍ନ ବର୍ଗର ହିତାଧିକାରୀ ମାନଙ୍କ ପାଇଁ ଯଥା ଅସ୍ଥିଶଲ୍ୟ, ମାନସିକ ଅନଗ୍ରସର, ଶ୍ରବଣ ବାଧିତ, ଦୃଷ୍ଟି ବାଧିତ ହିତାଧିକାରୀ ମାନଙ୍କ ନିମନ୍ତେ ଜିଲ୍ଲା ମୁଖ୍ୟାଳୟ ଚିକିତ୍ସାଳୟରୁ ଆସିଥିବା ଡାକ୍ତର ଭିନ୍ନ ଭିନ୍ନ ପ୍ରକୋଷ୍ଠରେ ପରୀକ୍ଷଣ କରିଥିଲେ l ଏଥିରେ ସମୁଦାୟ 180ଜଣ ହିତାଧିକାରୀ ପଞ୍ଜିକୃତ କରିଥିବା ବେଳେ 07ଜଣ ହିତାଧିକାରୀଙ୍କୁ ବିଡ଼ିଓ ଏବଂ ବ୍ଲକ ଅଧ୍ୟକ୍ଷ ପରିଚୟପତ୍ର ବଣ୍ଟନ କରିଥିଲେ l ସେହିପରି ଭାବେ 31 ଜଣ ହିତାଧିକାରୀଙ୍କୁ ଉପକରଣ ପାଇବା ନିମନ୍ତେ ଚୟନ କରାଯାଇଥିବା ବେଳେ  ଅବଶିଷ୍ଟ 80 ଜଣ ହିତାଧିକାରୀଙ୍କର ପତ୍ରକୁ ବଲାଙ୍ଗୀର କୁ ପୁନଶ୍ଚ ପରୀକ୍ଷା ନିମନ୍ତେ ପ୍ରେରଣ କରାଯାଇଥିଲା l ତେବେ ଭିନ୍ନକ୍ଷମମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଲକ୍ଷରେ ଉକ୍ତ ଶିବିର ଆୟୋଜନ ହୋଇଥିବା ଏବଂ ଲୋଇସିଂହା ବ୍ଲକ ପ୍ରଶାସନ ସର୍ବଦା ଭିନ୍ନକ୍ଷମ ମାନଙ୍କ ପାଇଁ କାର୍ଯ୍ୟକରିବ ବୋଲି ଲୋଇସିଂହା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯୁଧିଷ୍ଠିର ମେହେର କହିଛନ୍ତି l ଉକ୍ତ ଶିବିରକୁ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଶା ପଧାନ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା