-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ଦାଦନ ଖଟିବାକୁ ଯାଇଥିବା ପୁର୍ବତନ ବ୍ଲକ୍ ଅଧ୍ୟକ୍ଷା କାନ୍ତି ଙ୍କୁ ଭେଟିଲେ ନାଉରୀ*

04-Dec-2023




     ସମ୍ବଲପୁର -( ସଂଜୀବପାଣିଗ୍ରାହୀ)  - ଦାଦନ ଖଟିବାକୁ ଯାଇଥିବା ଧନକଉଡ଼ା ବ୍ଲକ୍ ର ପୁର୍ବତନ ଅଧ୍ୟକ୍ଷା ଶ୍ରୀମତୀ କାନ୍ତ୍ରି କୁମ୍ଭାର ଙ୍କୁ ନେ଼ଇ ବର୍ତ୍ତମାନ ଅଞ୍ଚଳ ରେ ଚର୍ଚ୍ଚା । ଖବରକାଗଜ ହେଉ କି ବୈଦ୍ୟୁତିକ ଗଣମାଧ୍ୟମ ସବୁଠି ତାଙ୍କର ଦୁର୍ଦ୍ଦିନ ର ଖବର ରେ ରାଜ୍ୟ ସରକାରଙ୍କ ଅପାରଗତା ଓ ମିଥ୍ୟା ବିଜ୍ଞାପନ କୁ ପ୍ରମାଣିତ କରୁଛି । 
      ତଙ୍କ ବିଷୟ ରେ ସବିଶେଷ ବିବରଣୀ ପାଇଲା ପରେ ଆଜି ରେଙ୍ଗାଲି ବିଧାୟକ ଶ୍ରୀଯୁକ୍ତ ନାଉରୀ ନାୟକ ସେଇ ଅଞ୍ଚଳ ର ବିଜେପି କର୍ମୀ ଙ୍କୁ ନେଇ ପହଞ୍ଚିଥିଲେ କାନ୍ତି ଙ୍କ ଭଙ୍ଗା ଘରେ । ବିଧାୟକ ଶ୍ରୀଯୁକ୍ତ ନାଉରୀ ନାୟକ ତାଙ୍କ ଘର କୁ ଯାଇ କାନ୍ତି ଙ୍କ ର ସପରିବାର କୁ ସାକ୍ଷାତ କରିଥିଲେ । ସମସ୍ତ ଆଗତ ବିଗତ ଭବିଷ୍ୟତ ସ୍ଥିତି ସମ୍ପର୍କରେ ପଚାରି ବୁଝିଥିଲେ । କାନ୍ତି ଙ୍କ ର ପରିବାରିକ, ଆର୍ଥିକ, ସାମାଜିକ ପରିସ୍ଥିତି ବିଷୟ ରେ ଆଲୋଚନା କରିଥିଲେ ।
    ସମସ୍ତ ବିଷୟ ରେ ଅବଗତ ହେଲା ପରେ ସେ ତାଙ୍କୁ ଆଉ ବାହାର ରାଜ୍ୟ କୁ ଦାଦନ ଖଟିବାକୁ ନ ଯିବାକୁ ଅନୁରୋଧ କରିଥିଲେ । କାନ୍ତି ଙ୍କ ଝିଅ ୨୦୨୦ ରୁ +୨ ପାସ୍ କରି ପାଠ ପଢ଼ା ଛାଡ଼ି ଦେଇଛନ୍ତି । ତେଣୁ ବିଧାୟକ ଝିଅ କୁ ଉଚ୍ଚ ଶିକ୍ଷ୍ୟା ଲାଭ କରିବା ପାଇଁ ପରାମର୍ଶ ଦେଇଥିଲେ । ଝିଅ ର ପାଠ ପଢା ରେ ସେ ସମସ୍ତ ପ୍ରକାର ର ସହାୟତା ଯୋଗେଇ ଦେବେ ବୋଲି ଆଶ୍ଵାସନା ଦେଇଥିଲା।  ଏହା ସହିତ କାନ୍ତି ଓ ତାଙ୍କ ପୁଅ ପାଇଁ କିଛି ସ୍ଥାୟୀ କର୍ମ ନିୟୋଜନ ର ବ୍ୟବସ୍ଥା କରିବେ ବୋଲି ପ୍ରତିଶୃତି ମଧ୍ଯ ଦେଇଥିଲେ । 
      କାନ୍ତି ଙ୍କ ପରିବାର ପ୍ରତି କେନ୍ଦ୍ର ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଙ୍କ ରହିଥିବା ଚିନ୍ତା ଓ ସେ ଦେଇଥିବା ଆଶ୍ଵାସନା ସମ୍ପର୍କ ରେ ବିଧାୟକ ମହୋଦୟ ତାଙ୍କୁ ଅବଗତ କରାଇଥିଲେ ।
     ଆଜି ର ଏହି ବିଶେଷ କାର୍ଯ୍ୟକ୍ରମ ରେ ବିଜେପି କ୍ଷେତ୍ରୀୟ ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି, ଗୋଶାଲା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ, କଳାମାଟି ସରପଞ୍ଚ ସୁଷମା ସାହୁ, ଧୀରେନ୍ଦ୍ର ନାଗ, ମୂରଲୀଧର ଛୁରିଆ, ବଂଶୀଧର ବେହେରା ପ୍ରମୁଖ ସାମିଲ୍ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା