-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

କଣ୍ଟାମାଳ କଲେଜ ରେ ନୂତନ ଓଡିଶା ଉନ୍ନତ ଅଭିଳାଷ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ, ଯୁବଗୋଷ୍ଠୀ ଙ୍କ ମନୋବଳ ସୁଦୃଢ ହେଲେ ବିକଶିତ ଓଡିଶା ଗଠନ ସମ୍ଭବ : ବିଧାୟକ ମହୀଧର

04-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ):ଯୁବଗୋଷ୍ଠୀଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ଗୁଣର ପରିପ୍ରକାଶ ହେବା ସହ ସେମାନଙ୍କ ଆତ୍ମମନୋବଳ ସୁଦୃଢ ହେଲେ ଏକ ବିକଶିତ ଓ ପ୍ରଗତିଶୀଳ ଓଡିଶା ଗଠନ ହୋଇପାରିବ ବୋଲି କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣା ଆଜି ପଂଚାୟତ ମହାବିଦ୍ୟାଳୟ କଣ୍ଟମାଳ ଠାରେ ନୂତନ ଓଡିଶା,ଯୁବ ଓଡିଶା ଓ ନବୀନ ଓଡିଶା ପକ୍ଷରୁ ଆୟୋଜିତ ନୂତନ ଉନ୍ନତ ଅଭିଳାଷl ଓଡିଶା କାର୍ଯ୍ୟକ୍ରମ ର ଉଦ୍ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ନିଜ ବକ୍ତବ୍ୟରେ

କହିଥିଲେ  l ସେ ଆହୁରିମଧ୍ୟ ଯୁବପିଢ଼ି ଙ୍କ ଜୀବନର ପ୍ରଗତି ରେ ତିନୋଟି 'ସି' ର ମୂଲ୍ୟବୋଧ ଓ ଆବଶ୍ୟକତା ସମ୍ପର୍କରେ ଛାତ୍ର ଛାତ୍ରୀ ମାନଙ୍କୁ ମାର୍ଗଦର୍ଶନ କରିଥିଲେ l  କଲେଜ ପରିଚାଳନା କମିଟି ସଭାପତି ଭବାନୀଶଙ୍କର ରାଉତ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୂତନ ଉନ୍ନତ ଅଭିଳାଷl  ଓଡିଶା କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ କଣ୍ଟାମାଳ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସସ୍ମିତା ସେନାପତି, କଣ୍ଟାମାଳ ତହସିଲଦାର ଶ୍ୱେତପଦ୍ମା ଯୋଶୀ, କଲେଜ ଅଧ୍ୟକ୍ଷା ପ୍ରଭାସିନୀ ଖଟୁଆ ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗଦେଇ  ଯୁବ

ସମାଜ କେବଳ ଶିକ୍ଷା ରେ ନିବୃତ ନ ରହି ସେମାନେ ସାମାଜିକ କାର୍ଯ୍ୟକଳାପ, ସଂସ୍କୃତି ଓ ଖେଳକୁଦ ର ଅଭିବୃଦ୍ଧି କଲେ ଅଞ୍ଚଳ ର ଉନ୍ନତି ପ୍ରଗତି ହେବା ସହ ଏକ ବିକଶିତ ରାଷ୍ଟ୍ର ଗଠନ ହେବା ସହ ଯୁବସମାଜ ପାଇଁ ନବୀନ ସରକାର ଙ୍କ ସୁଦୂର ପ୍ରସାରି ଯୋଜନା ସଫଳ ହେବ ବୋଲି କହିଥିଲେ  l  ଅଧ୍ୟାପକ ପୌଲସ୍ତି ପ୍ରଧାନ ଅତିଥି ପରିଚୟ ଓ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ଛାତ୍ରୀ ଝିଲିରାଣୀ ବେହେରା ମଞ୍ଚ ସଂଯୋଜନା କରିଥିଲେ  l  ଆରମ୍ଭରେ ମୁଖ୍ୟଅତିଥି ଓ ସମ୍ମାନୀତ ଅତିଥିମାନେ ପତାକା ଉତ୍ତୋଳନ କରି କାର୍ଯ୍ୟକ୍ରମ କୁ ଉଦଘାଟନ କରିବା ପରେ କଲେଜ ଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଷଣ ହୋଇଥିଲା l  ସେହିପରି 5-ଟି ଯୋଜନାରେ ଏହି ମହାବିଦ୍ୟାଳୟ ରେ ଏକ ଶହେ ଶଯ୍ୟା ବିଶିଷ୍ଟ ଓବିସି ଛାତ୍ରlବାସ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ ପ୍ରଦାନ କରିଥିବା ନେଇ ବିଧାୟକ ଶ୍ରୀ ରଣା ଘୋଷଣା କରିଥିଲେ  l  ଆଜିଠାରୁ ପନ୍ଦର ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତା, ସାଂସ୍କୃତିକ ଓ ସାମାଜିକ ସଚେତନତା କାର୍ଯ୍ୟକ୍ରମ ହେବ ବୋଲି ଅଧ୍ୟକ୍ଷା ଶ୍ରୀମତୀ ଖଟୁଆ ସୂଚନା ଦେଇଥିଲେ ଲ ପରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ରେ ନୃତ୍ୟ ଗୀତ ଅନୁଷ୍ଠିତ ହୋଇଥିଲା  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା