-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ମଦ ବିକ୍ରେତାଙ୍କୁ କାଠ ଫାଳିଆରେ ଆକ୍ରମଣ, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

04-Dec-2023



ଖପ୍ରାଖୋଲ, (ବେଦବର ଛତ୍ରିଆ) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ସ୍ଥିତ ଠିପି ବନ୍ଦ ବିଦେଶୀ ମଦ ଦୋକାନରେ ରବିବାର ଅପରାହ୍ନ ସମୟରେ ମଦ ବିକ୍ରେତା ଙ୍କୁ ତିନିଜଣ ଯୁବକ କାଠ ଫାଳିଆରେ ଆକ୍ରମଣ କରିଥିବା ଜଣାପଡିଛି l ସୂଚନା ଅନୁସାରେ ରବିବାର ଅପରାହ୍ନ ୪ଟା ବେଳେ କିଛି ଯୁବକ ମଦ କିଣିବାକୁ ଆସିଥିଲେ ମଦ କିଣି ସାରିଲା ପରେ ପାଖରେ ଥିବା କୌଣସି ସ୍ଥାନରେ ମଦ ପିଇ ପୁଣି ମଦ କିଣିବାକୁ ଆସି ବିନା ଟଙ୍କାରେ ମଦ ମାଗିଥିଲେ ପରେ ଅଳ୍ପ ଦାମ ଦେଇ ମଦ ନେବାକୁ ଚେଷ୍ଟା କରିଥିଲେ ଦୋକାନ କାଉଣ୍ଟର ରେ ଥିବା ଗୋପାଲ ପ୍ରସାଦ ପୁରା ଟଙ୍କା ମାଗିବାରୁ କାଠ ଫାଳିଆରେ ତାକୁ ଆକ୍ରମଣ କରି ଲହୁ ଲୁହାଣ କରିଦେଇଥିଲେ l ଏସବୁ ଦେଖି ଦୋକାନର ମେନେଜର ନିଜ କର୍ମଚାରୀକୁ ବଞ୍ଚେଇବାକୁ ଆସିଥିବା ସମୟରେ ତାଙ୍କୁ ମଧ୍ୟ ଆକ୍ରମଣ କରି ଲହୁଲୁହାଣ କରିଦେଇଥିଲେ l ଏସବୁ ଦୃଶ୍ୟ ଦୋକାନରେ ଲାଗିଥିବା ସିସିଟିଭି କ୍ୟାମେରାରେ ରେକର୍ଡ ହୋଇଥିବା ଜଣାପଡିଛି l ଏନେଇ ମଦ ଦୋକାନ ମ୍ୟାନେଜର ଧୀରେନ୍ଦ୍ର ଖପ୍ରାଖୋଲ ଥାନାକୁ ଫୋନ କରି ଘଟଣା ବିଷୟରେ ଜଣେଇ ଥିଲେ l ଘଟଣା ବିଷୟରେ ଖବର ପାଇ ଖପ୍ରାଖୋଲ ପୋଲିସ ସଙ୍ଗେ ସଙ୍ଗେ ଘଟଣା ସ୍ଥଳରେ ପହଞ୍ଚି ତିନି ଜଣ ଯୁବକଙ୍କୁ କାବୁ କରିବାରେ ସକ୍ଷମ ହୋଇଥିଲା l ଗୁରୁତର ଆହତ ହୋଇଥିବା ଗୋପାଲ ପ୍ରସାଦ କୁ ଖପ୍ରାଖୋଲ ଡାକ୍ତରଖାନା ରେ ପ୍ରାଥମିକ ଚିକତ୍ସା ପରେ ପାଟଣାଗଡ଼ ଡାକ୍ତରଖାନା କୁ ଓ ପରେ ବୁର୍ଲା ସ୍ଥିତ ଘରୋଇ ଡାକ୍ତରଖାନା (ବିକାଶ ବିନାୟକ ଡାକ୍ତରଖାନା )କୁ ସ୍ଥାନାନ୍ତର କରାଯାଇଥିବା ବେଳେ ଗୁରୁତରବ୍ୟକ୍ତି ଜଣକ ୧୨ ଘଣ୍ଟାରୁ ଅଧିକ ସମୟ ଚେତାଶୂନ୍ୟ ହୋଇ ରହିବା ପରେ ଆଜି ତାର ଅସ୍ତ୍ରୋପଚାର ଚାଲିଥିବା ସମୟରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି l ଏନେଇ ଖପ୍ରାଖୋଲ ଥାନା କେସ ନଂ-୧୦/୨୦୨୩ ରେ ଗୋଟିଏ ମାମଲା ଋଜୁ ହୋଇ ତିନି ଜଣ ଅଭିଯୁକ୍ତ ଯୋଗେନ୍ଦ୍ର ବରିହା(୩୦), ଲକ୍ଷ୍ମଣ ଦାସ(୩୧), ବିଶ୍ୱନାଥ ନିଆଲ(୨୯) କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଘଟଣାର ଅଧିକ ତଦନ୍ତ କରୁଥିବା ଖପ୍ରାଖୋଲ ଥାନାଧିକାରୀ ରମାକାନ୍ତ ସାହୁ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା