-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ଶିଶୁ ମନ୍ଦିରରେ କନ୍ୟା ଶିବିର ଓ ମାତୃ କର୍ମଶାଳା

04-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ):  ବୌଦ୍ଧ ଜିଲ୍ଲା କଣ୍ଟାମାଳ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଶିଶୁ ବାଟିକା ବିଭାଗ ତରଫରୁ କନ୍ୟା ଶିବିର ଓ ମାତୃ କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି | ଏହି କର୍ମଶାଳାରେ ମୁଖ୍ୟଅତିଥି ଭାବରେ ପ୍ରଜାପିତା ଇଶ୍ୱରୀୟ ମହାବିଦ୍ୟାଳୟର ସଂଚାଳିକା ସଂଜୁଲତା ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଘାଟନ କରିଥିଲେ | ମୁଖ୍ୟବକ୍ତା ଭାବରେ କଣ୍ଟାମାଳ ସଂକୁଳ ପ୍ରମୁଖ ତଥା ଅବସରପ୍ରାପ୍ତ ଅଧ୍ୟାପକ ସନ୍ତୋଷ କୁମାର ବିଶି ଯୋଗଦେଇ ମାଁମାନେ ହିଁ ଶିଶୁମାନଙ୍କର ପ୍ରଥମ ଗୁରୁ , ତେଣୁ ସମସ୍ତ ମାଆ ନିଜ ଶିଶୁପ୍ରତି ଯତ୍ନବାନ ହେବା ଆବଶ୍ୟକତା ଉପରେ ମାଆମାନଙ୍କୁ କହିଥିଲେ। ସେହିପରି ସମ୍ମାନିତ ଅତିଥି ଭାବରେ ପୂର୍ବତନ ସଂକୁଳ ପ୍ରମୁଖ ଅବଧୂତ ସାହୁ ଯୋଗ ଦେଇଥିଲେ | ପ୍ରଧାନ ଆଚାର୍ଯ୍ୟ ଭଗବାନ ମନହିରା ସ୍ବାଗତ ଭାଷଣ ଦେଇଥିଲେ | ଶିଶୁ ବାଟିକା ବିଭାଗର କନ୍ୟା ଶିବିର ଓ ମାତୃ କର୍ମଶାଳାରେ ଶିଶୁ ବାଟିକା ପ୍ରମୁଖ ସାବିତ୍ରୀ ସାହୁ ମାତୃକର୍ମଶାଳାର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ | ଗୁରୂମା ପଦ୍ମା ବସ୍ତିଆ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଗୁରୁଜୀ ସୁଶାନ୍ତ ସାହୁ ମଞ୍ଚ ପରିଚାଳନା କରିଥିଲେ | ଉକ୍ତ କାର୍ଯ୍ୟକ୍ରମରେ ୫୨ଜଣ ମାଆ ଅଂଶଗ୍ରହଣ କରିଥିବା ବେଳେ ଶିଶୁ ମନ୍ଦିରର ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ | ବିଭିନ୍ନ ପ୍ରକାର ଖେଳ, ଭାଷା ବିକାଶ ପୁସ୍ତିକାର ପ୍ରୟୋଗ, ହସ୍ତକର୍ମ, ବିଜ୍ଞାନ ପ୍ରୟୋଗ କର୍ମଶାଳା ଆଦି କ୍ରିୟାକଳାପରେ ମାଆମାନେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ| କନ୍ୟା ଶିବିରରେ ପ୍ରଜାପିତା ବିଦ୍ୟାଳୟର ବ୍ରହ୍ମକୁମାରୀ ସଞ୍ଜୁଲତା ଭଉଣୀମାନଙ୍କର ସଂସ୍କାର, ଆତ୍ମସୁରକ୍ଷା, ସମୟାନୁବର୍ତ୍ତୀତା, କର୍ତ୍ତବ୍ୟନିଷ୍ଠା ପ୍ରତି ସଚେତନ ମୂଳକ ବାର୍ତ୍ତା ପ୍ରଦାନ କରିଥିଲେ | ଗୁରୁମା ସୁଚିତ୍ରା କୁମାରୀ ସାହୁ ଓ ବାସନ୍ତୀ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଶିଶୁ ଭାଇଭଉଣୀମାନଙ୍କ ମଧ୍ୟରେ ରଙ୍ଗୋଲି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା | କୃତି ଶିଶୁମାନଙ୍କୁ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା।ସମ୍ପାଦକ ଶେଷଦେବ ବଗର୍ତ୍ତି ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା