-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ରାଜ୍ୟ

ତୁରେକେଲା କଲେଜରେ ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ

04-Dec-2023



ତୁରେକେଲା (ପୁର୍ଣ୍ଣ ଶଶୀ ଶେଖର ରାଓ) : ଆଜି ବଲାଙ୍ଗିର ଜିଲ୍ଲା ତୁରେକେଲା ରେ ଥିବା ରାଜୀବ ଗାନ୍ଧୀ ପଞ୍ଚାୟତ ସମିତି ମହାବିଦ୍ୟାଳୟ ଠାରେ ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆମ ଓଡ଼ିଶା ନବୀନ ଓଡ଼ିଶା ର ଷଷ୍ଠ ଦିବସ ହୋଇଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ହାଜି ଅହମ୍ମଦ ଆୟୁବ ଖାଁ ଯୋଗ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ କଣ୍ଟାବାଞ୍ଜି ରେଞ୍ଜର ଶ୍ରଦ୍ଧାକର ବଡମାଳୀ ଏବଂ ସମାଜସେବୀ ଉନ୍ନି କିଶନ ନାୟାର ମଞ୍ଚାସୀନ ଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ଅଶ୍ବିନୀ କୁମାର ମେହେରଙ୍କ ସଭାପତିତ୍ବରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆଜି ଭଲିବଲ, ବ୍ୟାଡମିଣ୍ଟନ, ଲମ୍ବ ଡ଼ିଆଁ ଖେଳରେ ଉଭୟ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ପୂର୍ବରୁ ଅନୁଷ୍ଠିତ ହୋଇସାରିଥିବା କ୍ୟାରେମ ପ୍ରତିଯୋଗିତା, ୧୦୦ ମିଟର ୨୦୦ ମିଟର ୪୦୦ ମିଟର ୮୦୦ ମିଟର ଦୌଡ, ଗୋଳା ଫିଙ୍ଗା, ଡିସକସ ଥ୍ରୋ, ଜ୍ୟାଭଲିନ ଥ୍ରୋ

ଆଦି ଖେଳରେ ବିଜୟୀ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ଦ୍ବାରା ପୁରସ୍କୃତ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟାପକ ମୃତ୍ୟୁଞ୍ଜୟ ପାଣିଗ୍ରାହୀ ସଭା ପରିଚାଳନା କରିଥିଲେ।ଅଧ୍ୟାପକ ପ୍ରଶାନ୍ତ ମେହେର, ଶ୍ରୀମତୀ ଶ୍ରାବଣୀ ବାରିକ, ରୁଦ୍ରମଣୀ ମେହେର, ଯୁଗଳ ପଟେଲ, ଘନଶ୍ୟାମ ମେହେର, ବେଣୁପାଣୀ କୁମ୍ଭାର, ସଞ୍ଜୟ ପାଣିଗ୍ରାହୀ, ସନ୍ତୋଷ ଛତ୍ରିଆ ପ୍ରମୁଖ ସକ୍ରିୟ ଭାବେ ସହଯୋଗ କରିଥିଲେ। ଖେଳାଳୀ ମାନଙ୍କୁ ତଦାରଖ କରିବା ପାଇଁ ଶିକ୍ଷକ ପ୍ରବୀର କୁମାର ସାହୁ, କୃଷ୍ଣଚନ୍ଦ୍ର ବାରିକ,  କ୍ଷୀରଚନ ନାଏକ ଦାୟିତ୍ଵ ତୁଲାଇଥିଲେ।ପରି ଶେଷରେ ନୋଡାଲ ଅଫିସର୍  ମାନସ କୁମାର ନାଗ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like