-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||     

HOME   ଜିଲ୍ଲା

କେନ୍ଦ୍ରାପଡ଼ା: କୋରୋନା କାଳରେ ମହାଘୋଟାଲା। ଅଙ୍ଗନବାଡ଼ି ଛାତ୍ରଛାତ୍ରୀଙ୍କ ପାଖରେ ଚାଉଳ ପହଞ୍ଚିବା ପୂର୍ବରୁ ହେଉଛି ବାଟମାରଣା।

17-Dec-2020



 କେନ୍ଦ୍ରପଡା, (ପ୍ରେରଣା ଖବର) - ଚାଉଳ ପହଂଚିବା ପୂର୍ବରୁ ହେଉଛି ବାଟମାରଣା lକେନ୍ଦ୍ରାପଡ଼ା ଜିଲ୍ଲାରେ ଏଭଳି ଅଭିଯୋଗ ଆଣିଛି କଂଗ୍ରେସ ଓବିସି ସେଲ। ୩-୫ବର୍ଷ ବୟସ ଶିଶୁ ତଥା ଅଙ୍ଗନବାଡି ଛାତ୍ରଛାତ୍ରୀଙ୍କୁ ପୁଷ୍ଟିକର ଚାଉଳ ମିଳିବା ବଦଳରେ ଅପମିଶ୍ରିତ ଚାଉଳ ଦିଆଯାଉଥିବା ଅଭିଯୋଗ ହୋଇଛି। ଗତ ନଭେମ୍ବର ୧ରୁ ୧୦ତାରିଖ ମଧ୍ୟରେ ଲକ୍ଷ୍ମୀନାରାୟଣପୁର ସ୍ଥିତ ଗୋଦାମ ଘରୁ ଅଙ୍ଗନବାଡ଼ି ଛାତ୍ରଛାତ୍ରୀଙ୍କ ପାଇଁ ଚାଉଳ ଉଠାଣ ହୋଇଥିବା ବେଳେ ଜିଲ୍ଲାର ଉପାନ୍ତ ଅଞ୍ଚଳରେ ଏହି ଚାଉଳ ପହଞ୍ଚି ପାରିନଥିବା ଅଭିଯୋଗ ହୋଇଛି। ସେପଟେ ଘଟଣାର ତଦନ୍ତ ହେବ ବୋଲି କହିଛନ୍ତି କେନ୍ଦ୍ରାପଡ଼ା ଉପଜିଲ୍ଲାପାଳ।

କେନ୍ଦ୍ରାପଡ଼ା ଜିଲ୍ଲାରେ ୨୧୪୭ଟି ଅଙ୍ଗନବାଡି ଓ ମିନି ଅଙ୍ଗନବାଡି ଥିଲାବେଳେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କୁ ଦୈନିକ ୮୦ଗ୍ରାମ FAQ (Fair Average Quality) ଚାଉଳର ରନ୍ଧାଖାଦ୍ୟ ଯୋଗାଇଯିବାର ବ୍ୟବସ୍ଥା ରହିଛି। ତେବେ କୋରୋନା କଟକଣା ଯୋଗୁଁ ଛାତ୍ରଛାତ୍ରୀ ମାନଙ୍କୁ ଶୁଖିଲା ଖାଦ୍ୟ ସ୍ୱରୂପ ସେମାନଙ୍କ ଘରେ ଦୈନିକ ୮୦ଗ୍ରାମର ଚାଉଳ,୧୦୦ ଗ୍ରାମର ଡାଲି, ୧୦୦ ଗ୍ରାମର ତେଲ, ୫୦ଗ୍ରାମର ପରିବା ଯୋଗାଇ ଦିଆ ଯିବା କଥା ଓ ୨୫ଟି କାର୍ଯ୍ୟ ଦିବସରେ ୨୦ଟି ଅଣ୍ଡା ସହ ପ୍ରତ୍ୟେକ ଅଙ୍ଗନବାଡ଼ି ଛାତ୍ରଛାତ୍ରୀଙ୍କୁ  ଯୋଗାଇ ଦେବା କଥା ଜିଲ୍ଲାରେ ମୋଟ ୩୯ ହଜାର ୧୪୦ ଜଣ ଅଙ୍ଗନବାଡି ଛାତ୍ରଛାତ୍ରୀ ରହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026

You Might Also Like