-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

କଟନି ଛଟନି ୪ ରୁ ୫ କେ.ଜି: କରଙ୍ଗାମାଲ ପେକ୍ସ

04-Dec-2023



ବୋଡ଼େନ(ଡୋଲେସ୍ବର ଵାଗ): ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ କରଙ୍ଗାମାଲ ଧାନ ମଣ୍ଡିରେ ଚାଷୀର ଧାନର ମାନ ନିର୍ଦ୍ଧାରଣ କରିବାରେ ବଡ଼ ଘୋଟାଲା ଚାଲିଛି ।ଚାଷୀ ଚାହୁଁଛି ଅଲଗା, ସରକାର କହୁଛି ଅଲଗା ଆଉ ମିଲର୍ସ ଓ ପେକ୍ସ୍ କର୍ମଚାରୀ କରୁଛି ଅଲଗା ।ଚାଷୀ ତା ଜମିରେ ଚାଷ କରିବାକୁ ବିହନ କିଣେ,ଅଧିକ ଦର ଦେଇ ଖତ ସାର କିଣି ଥାଏ, ହଲ ଲଙ୍ଗଳ କିଣିବା ସହିତ ଶ୍ରମିକ ଲଗାଇ ଥାଏ ।ଏସବୁ କରିବା ପାଇଁ ଅନେକ ଅର୍ଥ ଖର୍ଚ୍ଚ କରେ ଦୀର୍ଘ ୬ ମାସ ଝାଳ ବୁହାଇ ।ଆଉ ଏତେ ଦିନର ପରିଶ୍ରମକୁ ସେ ଯେତେବେଳେ ମଣ୍ଡିକୁ ବିକ୍ରି କରିବାକୁ  ନିଏ  ସେତେବେଳେ ମିଳର୍ଶର କଟନି ଛଟନି ତାକୁ ବେଶୀ କଷ୍ଟ ଦିଏ।ଏହି ଘଟଣା ଘଟୁଛି ପ୍ରାୟ ମଣ୍ଡି ମାନଙ୍କରେ ।ଆଜି କରଙ୍ଗାମାଲ ମଣ୍ଡିରେ ମଧ୍ୟ ତାହା ଦେଖା ଦେଇଛି ।ଚାଷୀଙ୍କ ଧାନକୁ କିଛି ବାହାନା କରି କ୍ଵିଣ୍ଟାଲ ପିଛା ୪ ରୁ ୫ କେ ଜି ଧାନ କାଟି ଦିଆ ଯାଇଛି ।ସତରେ ସମସ୍ତ ଚାଷୀଙ୍କ ଧାନ ଖରାପ ଅଛି କି । ଚାଷୀର ଦରମା ନ ଥାଏ ବୋଲି ତାର ପ୍ରତ୍ୟେକ ଅସୁବିଧା ସମୟରେ କମ ଦାମରେ ଧାନ ବଦଳରେ ବେପାରୀ ପାଖରୁ ଆଗତୁରା ଟଙ୍କା ଆଣେ ଏବଂ କ୍ଷତି ସହ୍ୟ କରେ ପୁଣି ବଳକା ଧାନକୁ ମଣ୍ଡିକୁ ଆଣିଲେ ଏଇଠି କଟନି ଛଟନିର ଶିକାର ହେବାକୁ ପଡୁଛି ।ସରକାର ଏଥି ପ୍ରତି ଦୃଷ୍ଟି ଦେଇ ପ୍ରତ୍ୟେକ ମଣ୍ଡିରେ ସରକାରଙ୍କ ନୋଡାଲ ଅଫିସର ନିଯୁକ୍ତି କରି ଚାଷୀକୁ ନ୍ୟାୟ ପ୍ରଦାନ କରନ୍ତୁ ।ପୁଣି ନିର୍ବାଚିତ ଲୋକ ପ୍ରତିନିଧି ତଥା ଦଳୀୟ କର୍ମୀମାନେ ମଧ୍ୟ ଏଥି ପ୍ରତି ନଜର ରଖି ଚାଷୀକୁ ଉପଯୁକ୍ତ ନ୍ୟାୟ ଯୋଗାଇବାରେ ସହାୟକ ହୁଅନ୍ତୁ ବୋଲି ସାଧାରଣରେ ଆଲୋଚନା ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା