-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ରେଙ୍ଗଟାସିଲ ଫାଇନାଲ ଫୁଟବଲ ମ୍ୟାଚରେ ଯୋଗଦେଲେ ବିଧାୟକ

05-Dec-2023



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଳକ ଧୁବଲପଡା ପଞ୍ଚାୟତ ରେଙ୍ଗଟାସିଲ ଗାଁ ରେ ଚାଲିଥିବା ୮ ତମ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଫାଇନାଲ ମ୍ୟାଚ ହୋଇଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଯୋଗ ଦେଇ କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ସମ୍ମାନୀତ ଅତିଥି ଭାବେ ଜିଲ୍ଲା ପରିଷଦ ବାଲିକା ମାଝୀ, ଜୋନ୍ ସଭାପତି ପ୍ରେମା ବରିହା, ହାଇସ୍କୁଲ ଶିକ୍ଷକ ଶରତ ନନ୍ଦ ଯୋଗଦାନ କରି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ। ଉକ୍ତ ଫୁଟବଲ ମ୍ୟାଚ ସାତ ଦିନ ଧରି ଚାଲିଥିବା ବେଳେ ଏଥିରେ ୧୬ ଗୋଟି ଦଳ ଅଂଶଗ୍ରହଣ

କରିଥିଲେ ଏବଂ ସମସ୍ତ ଙ୍କୁ ପରାସ୍ତ କରି ରେଙ୍ଗଟାସିଲ ଓ ରୁଗଡିମୁଣ୍ଡା ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ ରେଙ୍ଗଟାସିଲ ଦଳ ବିଜୟୀ ହୋଇଥିଲା। ଜଳନ୍ଧର ସାହୁ, ଦୀପକ ସାହୁ, ସୁରେଶ ପାଣ୍ଡେ ଖେଳ ପରିଚାଳନା କରୁଥିଲେ। ଟିମ୍ ମୂଖ୍ୟ ଜଗନ୍ନାଥ ବରିହା,ତପି କୁମରା, ରଘୁନାଥ ମଲ୍ଳିକ, ଉପେନ୍ଦ୍ର ମଲ୍ଳିକ, ଗୋପାଳ ବାଗ, ଘନଶ୍ୟାମ ମଲ୍ଳିକ, ସରୋଜ ଷଡ଼ଙ୍ଗୀ ପ୍ରତିଯୋଗିତା ର ଆୟୋଜନ କରିଥିଲେ। ଶେଷରେ ମୁଖ୍ୟ ଅତିଥି ବିଧାୟକ ସରୋଜ କୁମାର ମେହେରଙ୍କ ଠାରୁ ବିଜୟୀ ଦଳ ଓ ଉପ ବିଜେତା ଦଳ ପୁରସ୍କାର ନେଇଥିବା ବେଳେ ମେନ୍ ଅପ୍ ଦ ମ୍ୟାଚ୍ ଜଗତ ଧରୁଆ, ମେନ୍ ଅପ୍ ଦ ସିରିଜ ପ୍ରଶାନ୍ତ ମଲ୍ଳିକ ପାଇଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

           
  ଜିଲ୍ଲା  

ବରୀ ରେ ବନ୍ୟା