-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||     

HOME   ଜିଲ୍ଲା

ବୀରମହାରାଜପୁରରେ ଓବିସି ଜନଜାଗରଣ ରଥକୁ ସ୍ବାଗତ    -  ବିଭିନ୍ନ ସ୍ଥାନରେ ପଥପ୍ରାନ୍ତ ସଭା 

05-Dec-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ):  ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ଠାରେ ଓବିସି ଜନଜାଗରଣ ରଥକୁ ଭବ୍ୟ ସ୍ଵାଗତ କରାଯାଇଛି। ପ୍ରଥମେ ପଣ୍ଡିଆପାଲି ସ୍ଥିତ ରାମଚଣ୍ଡୀ ପୀଠରେ ରଥ ପହଞ୍ଚିବା ପରେ ସେଠାରେ ପୂଜାର୍ଚ୍ଚନା କରାଯାଇଥିଲା। ପରେ ରଥପୁରର ମେହେର ସାହି, ଟିଠିପାଲି, କମଳପୁର, ଟାଙ୍ଗରସାହି, କେନ୍ଦୁପାଲି, ବୀରମହାରାଜପୁର ମୁଖ୍ୟ ଛକ, ବାଗବର, ମୁର୍ଷୁଣ୍ଢି ଓ ହିଲୁଙ୍ଗ ଗ୍ରାମ ପରିକ୍ରମା କରିଥିଲା। ଏହି ଅବସରରେ ବିଭିନ୍ନ ସ୍ଥାନରେ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଥିଲା। ରାଜ୍ୟ ସଭାପତି ଶଙ୍କର ପାତ୍ରଙ୍କ ନେତୃତ୍ୱରେ ଜିଲ୍ଲା ସଭାପତି ଦେବାର୍ଚ୍ଚନ ଚାଉଳିଆ, ଜିଲ୍ଲା କାର୍ଯ୍ୟକାରୀ ସଭାପତି ପ୍ରିୟବ୍ରତ ସାହୁ, କୋଷାଧ୍ୟକ୍ଷ ପରଦେଶୀ ବିଶ୍ଵାଳ, ଜିଲ୍ଲା ପରିଷଦ ସଭ୍ୟ ଲବକୁମାର ସାହୁ, ରାଜେନ୍ଦ୍ର ମେହେର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସନ୍ତୋଷ ଭୋଇ, ଆଲୋକ ଦେହୁରୀ, ଭଗବାନ କର୍ଣ୍ଣ, ସୁଧାଂଶୁ କର୍ଣ୍ଣ, ଦିଲ୍ଲୀପ ପଧାନ, ନବଘନ ଗୁଦୁରିଆ, ସଞ୍ଜୟ ଅମାତ, ରଞ୍ଜନ ଅମାତ, ଶରତ ମେଣ୍ଡିଲି, ଉଦ୍ଧବ ବାଘ, ବିକାଶ ମହାକୁର, ସଞ୍ଜୟ ମହାକୁର, ଅଟଳ ମେଣ୍ଡିଲି, ମୋହନ ବସ୍ତିଆ ପ୍ରମୁଖ ଯୋଗ ଦେଇଥିଲେ। ସ୍ଥାନୀୟ ବାରିକ ସମାଜ, କୁଲତା ସମାଜ, ଚଷା ସମାଜ, ମେହେର ସମାଜ, ଡୁମାଳ ସମାଜ ଓ ମାହେଶ୍ୱରୀ ସେନାର ସଦସ୍ୟମାନେ ବିଭିନ୍ନ ସ୍ଥାନରେ ରଥକୁ ସ୍ବାଗତ ଜଣେଇ ଥିଲେ। ରାଜ୍ୟ ଓବିସି ମଞ୍ଚ ପକ୍ଷରୁ ଏହି ବର୍ଗର ସାମ୍ବିଧାନିକ ହକ୍, ଅଧିକାର ଓ ସମାନୁପାତିକ ପ୍ରତିନିଧିତ୍ଵ ପାଇଁ ଏହି ରଥ ସଚେତନତା ସୃଷ୍ଟି କରିଥିଲା। ବିଶେଷ ଭାବେ ଓବିସି ସଶକ୍ତିକରଣ ପାଇଁ ଜାତି ଜନଗଣନା କରିବା, ଏସଇବିସିଙ୍କ ଠାରୁ ଅଲଗା କରି ସ୍ଵତନ୍ତ୍ର ଓବିସି ଆରକ୍ଷଣ ସୁନିଶ୍ଚିତ କରିବା, କ୍ରିମି ଲେୟର ବ୍ୟବସ୍ଥା ତଥା ଶତକଡା ୫୦ ଭାଗ ଆରକ୍ଷଣ ସିଲିଂକୁ ଉଚ୍ଛେଦ କରି ଓବିସିଙ୍କ ପାଇଁ ଶତକଡା ୫୨ ଭାଗ ଆରକ୍ଷଣ ବ୍ୟବସ୍ଥା କରିବା, ଓବିସି ପ୍ରମାଣପତ୍ରକୁ ସ୍ଥାୟୀ କରିବା, ଓବିସିଙ୍କ ପାଇଁ ଉଚ୍ଚଶିକ୍ଷା କ୍ଷେତ୍ରରେ ଆରକ୍ଷଣକୁ ସୁନିଶ୍ଚିତ କରିବା, କୌଳିକ ବୃତ୍ତିକୁ ଆର୍ଥିକ ପ୍ରୋତ୍ସାହନ, କୃଷକଙ୍କୁ ସ୍ଵତନ୍ତ୍ର କୃଷି ପ୍ରୋତ୍ସାହନ ଯୋଗାଇଦେବା ନେଇ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

       
  ଜିଲ୍ଲା  

ବରୀ ରେ ବନ୍ୟା