-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||     

HOME   ଜିଲ୍ଲା

ମା ରମାଦେବୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ଅନୁଷ୍ଠିତ

05-Dec-2023



କଟକ (ପ୍ରେରଣା ଖବର ): କଟକ ଥୋରିଆ ସାହି ସ୍ଥିତ ଗୁଣନିଧି ଭବନ ଠାରେ ମା ରମାଦେବୀ ଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ମା ରମାଦେବୀ ଟ୍ରଷ୍ଟ ର ସଭାନେତ୍ରୀ ଅଧ୍ୟାପିକା ସୀତା ସlହୁ ଙ୍କ ଅଧକ୍ଷତl ରେ ଅନୁଷ୍ଠିତ ହୋଇଯାଇଛି।। ସେବା, ତ୍ୟାଗ ଓ ତିତିକ୍ଷା ର ସମାହାର ଥିଲେ ମା ରମାଦେବୀ। ନିଜର ବ୍ୟକ୍ତିଗତ ସ୍ବାର୍ଥ କୁ ଭୁଲି ସମାଜ, ଦେଶ,ଜାତି ଓ ରାଷ୍ଟ୍ର ନିର୍ମାଣରେ ଅନେକ ପ୍ରତିକୂଳ ପରିସ୍ଥିତି   ଥାଇ ମଧ୍ୟ ଯିଏ ନିଜର ଜୀବନ ବ୍ୟାପୀ ସାଧନା ଦ୍ବାରା ସମଗ୍ର ମାନବ ସମାଜ ପାଇଁ ଆଦର୍ଶ ପlଲଟି ଥିଲେ , ଓ ନାରୀକୁ ବ୍ୟକ୍ତି ଭାବେ ପ୍ରତିଷ୍ଠା କରି ନାରୀ ସଶକ୍ତିକରଣ ପାଇଁ ସଂଗ୍ରାମ ଜାରି ରଖିଥିଲେ ସେ ଥିଲେ ମା ରମାଦେବୀ।। ଏହା ଏହି ଉତ୍ସବରେ ଅତିଥି ତଥା ବକ୍ତାମାନେ ପ୍ରକାଶ କରିଥିଲେ।।

      ଏହି ଉତ୍ସବକୁ  ଉଦଘାଟନ କରିଥିଲେ ପ୍ରଫେସର ଡ଼ଃ ଜ୍ଞାନଗୁରୁ ଦାସ।। ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ବରିଷ୍ଠ ଆଇନ୍ ଜିବୀ ଆଲୋକ ନନ୍ଦ।। ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ ଡଃ ସ୍ଵର୍ଣ୍ଣ ଲତା ମିଶ୍ର।। ପ୍ରଫେସର ଡ଼ଃ ପ୍ରହଲ୍ଲାଦ ଜେନା ସମ୍ମାନିତ ଅତିଥି ଭାବେ ଓ ବରିଷ୍ଠ ଆଇନ୍ ଜୀବି ମହେନ୍ଦ୍ର କୁମାର ମହାପାତ୍ର ସମ୍ମାନିତ ବକ୍ତା ଭାବେ ଯୋଗଦେଇଥିଲେ।। ଟ୍ରଷ୍ଟ ର ଉପସଭାନେତ୍ରି ନମିତl  ପଣ୍ଡା ସ୍ବାଗତ ଭାଷଣ ଦେଇଥିଲେ।। ଡ଼ଃ ପ୍ରଭା ପଣ୍ଡା, କୋଷାଧ୍ୟକ୍ଷ ରାଜାରାଣୀ ଦାସ, ସୁଦୀପ୍ତl ଦlଶ,  ଲେଖିକା ମୀରା ବେଉରା, ସନ୍ଧ୍ୟା  ମହାପାତ୍ର ପ୍ରମୁଖ ଯୋଗ ଦେଇ ଉକ୍ତ ଉତ୍ସବରେ ବକ୍ତ ବ୍ୟ  ରଖିଥିଲେ।। ସମ୍ପlଦିକl  ଅନ୍ନପୂର୍ଣ୍ଣା ସାହୁ  ଅତିଥି ପରିଚୟ ଦେଇଥିଲେ ।। ପ୍ରlରମ୍ଭ ରେ ମା ରମାଦେବୀ ଶିଶୁ ମନ୍ଦିରର ପିଲାମାନେ ସଙ୍ଗୀତ ପରିବେଷଣ କରିଥିଲେ।। ଛାତ୍ରୀ ଅନନ୍ୟା ମହାନ୍ତି ଓ ଦିସlରlଣି ଓଝା  ବତ୍କୃତl ପ୍ରଦାନ କରିଥିଲେ।। ସମାଜ ସେବୀ କୃଷ୍ଣ ଚନ୍ଦ୍ର ସାମନ୍ତରାୟ ଧନ୍ୟବାଦ୍ ଅର୍ପଣ କରିଥିଲେ।।୧୯୮୫ ମସିହାରେ ମା ରମାଦେବୀ ଙ୍କ ସଂଗ୍ରହାଳୟ ପ୍ରତିଷ୍ଠା ପାଇଁ ଟ୍ରଷ୍ଟ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ସରକାରୀ ସ୍ଥରରେ କୌଣସି ପଦକ୍ଷେପ ନିଆଯାଇନାହିଁ।। ଏଥି ପାଇଁ ସଦସ୍ୟମାନେ କ୍ଷୋଭ ପ୍ରକାଶ କରିଛନ୍ତି।। ବହୁ ବିଶିଷ୍ଟ ବ୍ୟକ୍ତି ଏହି ଅବସରରେ ଯୋଗ ଦେଇଥିଲେ
     
   


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

       
  ଜିଲ୍ଲା  

ବରୀ ରେ ବନ୍ୟା