-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||     

HOME   ରାଜ୍ୟ

ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ବିଶ୍ଵ ମୃତ୍ତିକା ଦିବସ

05-Dec-2023



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା ): ସ୍ଥାନୀୟ ଆଞ୍ଚଳିକ କୃଷି ଗବେଷଣା କେନ୍ଦ୍ର, ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ବିଶ୍ଵ ମୃତ୍ତିକା ଦିବସ ମହାସମାରୋହରେ ପାଳନ ହୋଇଯାଇଛି । ଏହି ସଭାରେ ମୁଖ୍ୟ ଅତିଥି ରୂପେ ମାନ୍ୟବର ବିଧାୟକ ନର୍ଲା ଶ୍ରୀ ଭୁପିନ୍ଦର ସିଂ ଯୋଗଦେଇ ଥିଲେ । ସଭା ପ୍ରାରମ୍ଭରେ ଦୀପ ପ୍ରଜ୍ଜ୍ଵଳନ ପରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ବିଶ୍ଵେଶର ସାହୁ ଏହି ଦିବସର ମହତ୍ତ୍ଵ ତଥା କୃଷି ବିଭାଗ ତରଫରୁ କାର୍ଯ୍ୟକାରୀ  ହେଉଥିବା ବିଭିନ୍ନ ମୃତ୍ତିକା ସ୍ୱାସ୍ଥ୍ୟ ସମ୍ପର୍କିତ ଯୋଜନା ଉପରେ ଆଲୋକପାତ କରିଥିଲେ । ସଭାରେ  ବିଧାୟକ ଭବାନୀପାଟଣାଙ୍କର ପ୍ରତିନିଧି ମନୋଜ ସାହୁ , ଭବାନୀପାଟଣା ବ୍ଲକ ଆତ୍ମା ଅଧ୍ୟକ୍ଷ , ଉଦ୍ୟାନ ଉପ ନିର୍ଦେଶକ କିଶୋର  ମହାଲିଂ,କୃଷି ବିଜ୍ଞାନ କେନ୍ଦ୍ରର ତଥା ଆଞ୍ଚଳିକ ଗବେଷଣା କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକଗଣ ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ । କୃଷି ବିଭାଗ ତରଫରୁ ଅନୁଷ୍ଠିତ ପୋଷ୍ଟର ପ୍ରତିଯୋଗିତା ରେ ସଫଳ ହୋଇଥିବା

ଗଣନାଥପୁର ଉନ୍ନୀତ ସରକାରୀ ହାଇସ୍କୁଲ ର ୬ ଜଣ କୃତୀ ଛାତ୍ରଛାତ୍ରୀମାନଙ୍କୁ ସଭାରେ ଟ୍ରଫି ଓ ମାନ୍ୟପତ୍ର ପ୍ରଦାନ କରାଯାଇଥିଲା । ଆଞ୍ଚଳିକ କୃଷି ଗବେଷଣା କେନ୍ଦ୍ର ପରିସରରେ ଇଫକୋ , କରମଣ୍ଡଳ ଓ ପାରାଦୀପ ଫସଫେଟ ଲିମିଟେଡ ସାରା କମ୍ପାନୀ ତରଫରୁ ଷ୍ଟଲ ର ବ୍ୟବସ୍ଥା କରାଯାଇଥିଲା ।  ଏହି ସଭାରେ ଭବାନୀପାଟଣା ବ୍ଲକ କୃଷି ଅଧିକାରୀ , କୃଷି କର୍ମଚାରୀ ମାନେ ସାହାଯ୍ୟ ସହଯୋଗ ପ୍ରଦାନ କରି ସଭାକୁ ସାଫଲ୍ୟମଣ୍ଡିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026

You Might Also Like