-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||     

HOME   ଜିଲ୍ଲା

ବୀରମହାରାଜପୁରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର, ୩୦ ୟୁନିଟ ରକ୍ତ ସଂଗ୍ରହ

05-Dec-2023



ବୀରମହାରାଜପୁର,  (ବିନୋଦ ପାଣ୍ଡେ ): ବୀରମହାରାଜପୁର  ବସଷ୍ଟାଣ୍ଡ ନିକଟସ୍ଥ ଦୁର୍ଗା ମଣ୍ଡପ ଠାରେ ଦ ସ୍କରପିଆନ କ୍ଳବ ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ  ଓ ମାଗଣା ଚକ୍ଷୁ ପରୀକ୍ଷା ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, କଳାପଥର ସମିତି ସଭ୍ୟ ଅରବିନ୍ଦ ବାରିକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉକ୍ତ ଶିବିରକୁ ଶୁଭାରମ୍ଭ କରିଥିଲେ। ଏଥିରେ ୩୦ ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ବେଳେ ୧୫ ଜଣ ବ୍ୟକ୍ତି ନିଜ ନାମ ପଞ୍ଜିକରଣ କରି ମାଗଣା  ଚକ୍ଷୁ ପରୀକ୍ଷା କରାଇଥିଲେ। ରକ୍ତ ପ୍ରତଟି ଜୀବନ ପାଇଁ ମୂଲ୍ୟବାନ ଅଟେ  ଓ  ରକ୍ତ ଦାନ ମହା ପୂର୍ଣ୍ଣ ଏହି ଉର୍ଦ୍ଧେଶ ନେଇ ‌ରକ୍ତ ଦାତା ମାନେ ଉତ୍ସାହିତ ସହ ସ୍ବେଛାକୃତ ଭାବେ ରକ୍ତ ଦାନ କରିଥିଲେ। ଯୁବ ସମାଜସେବୀ ମନୋଜ କୁମାର ରଥଙ୍କ ନେତୃତ୍ବରେ ଉକ୍ତ ଶିବିର ଆୟୋଜନ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଲକ୍ଷ୍ମଣ ସାହୁ,ଗୁଲେଖ ଦଣ୍ଡସେନା,ସନ୍ତୋଷ ମଲ୍ଲିକ ପ୍ରମୁଖ  ଉପସ୍ଥିତ ରହି ସହଯୋଗ କରିଥିଲେ। କ୍ଳବ ସଦସ୍ୟ ସନ୍ତୋଷ ବେହେରା ରକ୍ତଦାନ ଶିବିରକୁ ପରିଚାଳନା କରିଥିଲେ ।  ସମସ୍ତ ରକ୍ତଦାତାଙ୍କୁ ଆୟୋଜକ କ୍ଲବ ପକ୍ଷରୁ କୃତଜ୍ଞତା ଓ ଧନ୍ୟବାଦ ଦେଇଥିଲେ। ଡ଼. ପ୍ରଣବ କୁମାର ମହାପାତ୍ର ସମସ୍ତ ରକ୍ତ ଦାତାଙ୍କୁ ପରୀକ୍ଷା କରି ରକ୍ତ ସଂଗ୍ରହ କରିଥିଲେ। ସୋନପୁର ବ୍ଳଡ ବ୍ୟାଙ୍କ କର୍ମଚାରୀ ଜଗତ ଧରୁଆନ,ଟିଟୁ ଭୋଇ ଓ ଯୁଧିଷ୍ଠିର ନାଏକ ରକ୍ତ ସଂଗ୍ରହ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026

You Might Also Like