-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||     

HOME   ଜିଲ୍ଲା

ବିଜୁ ଜନତାଦଳ ରେ ଯୋଗଦାନ କଲେ ୬୦ ଜଣ

05-Dec-2023



ପାଟଣାଗଡ଼: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ସ୍ବଛ୍ଛ ନିର୍ମଳ ଭାବେ ଅନୁପ୍ରାଣିତ ହୋଇ ଆଜି ପାଟଣାଗଡ଼ ନିର୍ବାଚନ ମଣ୍ଡଳୀର ବେଲପଡା ବ୍ଳକ ବିଜେଡି କାର୍ଯ୍ୟାଳୟ ଠାରେ ଷାଠିଏ ଜଣ ଯୋଗଦାନ କରିଥିବା ଜଣାପଡିଛି। ସୂଚନା ଅନୁସାରେ ବେଲପଡା ବ୍ଳକ ବାଗଦୋର ପଞ୍ଚାୟତ ସରପଞ୍ଚ ପ୍ରଦୀପ କୁମାର ବେହେରାଙ୍କ ନେତୃତ୍ବରେ ଆଜି ବନମାଲ ଗାଁ ର ଗୁଣନିଧି ବିଶ୍ବାଳ, ବିଦ୍ୟାଧର ବିଶ୍ବାଳ,ଯୁଗିନ୍ଦ୍ର ପ୍ରଧାନ,ଲିଙ୍ଗ ବିଶ୍ବାଳ,ମିଟୁ ସାହୁ, ଉପେନ୍ଦ୍ର ପରୁଆ, ଜଳନ୍ଧର ପରୁଆ,

ବିଶ୍ଵାମିତ୍ର ବିଶ୍ବାଳ, ଲଛମନ ସା, ଗୋଳାପ ବରିହା, ଶଶୀ ପ୍ରଧାନ ସମେତ ଅନ୍ୟମାନେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଉପସ୍ଥିତିରେ ବିଜେଡି ଦଳର ସଦସ୍ୟ ହୋଇଛନ୍ତି ।ସଦସ୍ୟତା ଗ୍ରହଣ କରିଥିବା ବ୍ୟକ୍ତିମାନେ ନିଜ ବକ୍ତବ୍ୟରେ କହିଛନ୍ତି ଯେ ବିଜେଡି ବିଧାୟକ ସରୋଜ କୁମାର ମେହେର ହେବା ପରେ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀର ଯେଉଁଭଳି ଭାବେ ଉନ୍ନତି ଓ ବିକାଶ ବଢ଼ିଚାଲିଛି ଓ ବାଗଦୋର ପଞ୍ଚାୟତ

ରେ ମଧ୍ୟ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଚାଲିଛି ସେଥିପାଇଁ ଆଜି ସଦସ୍ୟତା ଗ୍ରହଣ କରିଅଛୁ ଏବଂ ଆଗାମୀ ୨୦୨୪ ନିର୍ବାଚନ ରେ ବାଗଦୋର ପଞ୍ଚାୟତ ରେ ବିଜୁ ଜନତାଦଳକୁ ବହୁ ସଂଖ୍ୟା ରେ ବିଜୟୀ କରିବା ପାଇଁ ସଙ୍କଳ୍ପ ନେଇଛନ୍ତି। ଉକ୍ତ ମିଶ୍ରଣ ପର୍ବରେ ବିଧାୟକ ଙ୍କ ପ୍ରତିନିଧି କୁମୁଦ ମହାଖୁଡ (ବାପି),ମୁନା ମେହେର,ଶୋଭାକର ବେହେରା, ବୁବୁନୁ ପଟ୍ଟନାୟକ, ଗୌରାଙ୍ଗ ମାହାର,ପ୍ରଶ୍ନ ପାଳ ପ୍ରମୁଖ ଉପସ୍ଥିତ ରହି ନୂତନ ସଦସ୍ୟ ମାନଙ୍କୁ ସ୍ବାଗତ ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026

You Might Also Like