-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||     

HOME   ଜିଲ୍ଲା

ଡାବୁଗାଁ ରେ ଆୟପ୍ପା ସ୍ଵାମୀ ଙ୍କ ଆମ୍ବଲମ ପୂଜା ଓ ଦୀପ ଯାତ୍ରା

05-Dec-2023



ନବରଙ୍ଗପୁର(ମିହିର ଶଙ୍କର ପାତ୍ର),ଡାବୁଗାଁ ଆୟପ୍ପା ଗୁରୁ ସ୍ଵାମୀ ପ୍ରକାଶଚନ୍ଦ୍ର ପଣ୍ଡାଙ୍କ ବାସଭବନରେ ଆୟପ୍ପା ସ୍ଵାମୀ ମାନଙ୍କ ଦ୍ଵାରା ଆମ୍ବଲମ ପୂଜା ଓ ଦୀପଯାତ୍ରା ମହା ସମାରୋହରେ  ପାଳିତ ହୋଇଯାଇଛି l ଏହି ଅବସରରେ ଠାକୁରଙ୍କ ସାଜ୍ଜସଜ୍ଜା ମଣ୍ଡପ ବେଶ୍ ଚିତାକର୍ଷକ ହୋଇ ଥିବା ବେଳେ ଆଲୋକ ମାଳାରେ ବହୁତ ସୁନ୍ଦର ହୋଇ ଉଠିଥିଲା l

 ଏହି ଅବସରରେ ଉମରକୋଟ ରୁ ଆୟପ୍ପା ସ୍ଵାମୀମାନେ ଷାଠିଏ ଜଣ, ଡାବୁଗାଁର ଆୟପ୍ପା ସ୍ଵାମୀ ୧୭  ଜଣ, ପାପଡାହାଣ୍ଡିର ଆୟପ୍ପା ସ୍ଵାମୀ ୧୦ ଜଣ ଏପରି ମୋଟ ୮୭ ଜଣ ଆୟପ୍ପା ସ୍ଵାମୀ ମାନେ ଭଜନର  ତାଳେ ତାଳେ ଖାଲି ପାଦରେ ଆୟପ୍ପା ସ୍ଵାମୀଙ୍କ ସ୍ଲୋଗାନ ଦେଇ ମା ଠାକୁରାଣୀ ମନ୍ଦିର କୁ ଯାଇ ପୂଜାର୍ଚ୍ଚନା କରାଇ ଦୀପ ଜଳାଇ, ବାଣ ଫୁଟାଇ ନିଜ ନିଜ ହାତରେ ଦୀପ ଧରି ମଣ୍ଡପ ନିକଟକୁ ଆସିଥିଲେ, ମଣ୍ଡପର ଫାଟକ ପାଖରେ ସ୍ଵାମୀ ମାନଙ୍କ ପଦ ଧୌତ କରି ଗାମୁଛାରେ ପୋଛି ମଣ୍ଡପ ପାଖକୁ ଛାଡିଥିଲେ l

ମଣ୍ଡପରେ ପୂଜାର୍ଚ୍ଚନା ସହ ଭଜନ ସମାରୋହ ରେ ସମସ୍ତ ଆୟପ୍ପା ସ୍ଵାମୀ ମାନେ ମନ ଆନନ୍ଦରେ ନାଚି ଉଠିଥିଲେ l ଉକ୍ତ ସ୍ଥାନ ଭକ୍ତିମୟ ପରିବେଶ ସୃଷ୍ଟି କରି ଉପସ୍ଥିତ ପୁରୁଷ ଓ ମହିଳା ମାନଙ୍କୁ ଭକ୍ତି ରେ ମଜ୍ଜାଇ ଦେଇଥିଲେ l ବିଶେଷ ଆକର୍ଷଣ ଥିଲା ଉମରକୋଟ ଆୟାପା ସ୍ଵାମୀ ମାନଙ୍କ ଉକ୍ତ ଆମ୍ବଲମ ପୂଜା ଓ ଦୀପ ଯାତ୍ରାରେ ସ୍ଵାମୀ ଗୌତମ ସେଠୀଙ୍କ ଦଶ ବର୍ଷର ଝିଅ ପାୟଲ  ଆୟାପ୍ପା ସଙ୍ଗୀତରେ ବେଶ୍ ସୁନ୍ଦର ନାଚ ନାଚି ସମସ୍ତ ଆୟାପ୍ପା ସ୍ଵାମୀ ମାନଙ୍କୁ ଆନନ୍ଦିତ କରାଇଥିଲେ l ସମସ୍ତ ଶ୍ରଦ୍ଧାଳୁ ଭକ୍ତ ପୁରୁଷ ଓ ମହିଳା ମାନଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା l କାର୍ଯ୍ୟକ୍ରମ ରାତ୍ର ୧୦ ଘଣ୍ଟା ୩୦ ମିନିଟ ରେ ଶେଷ ହୋଇ ଥିଲା, ପରେ ସ୍ଵାମୀ ମାନେ ପ୍ରସାଦ ସେବନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026

You Might Also Like