-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ପୋଲିସ ପକ୍ଷରୁ ୬୧ତମ ବାର୍ଷିକ ହୋମ୍‌ଗାର୍ଡ ଦିବସ ପାଳିତ

06-Dec-2023



ବଲାଙ୍ଗିର ମନୋହରପୁର ସ୍ଥିତ ରିଜର୍ଭ ପୋଲିସ୍‌ ପ୍ୟାରେଡ୍‌ ଗ୍ରାଉଣ୍ଡଠାରେ ବଲାଙ୍ଗିର ହୋମ୍‌ଗାର୍ଡ ଅର୍‌ଗାନାଇଜେସନ୍‌ ତଥା ଜିଲ୍ଲା ପୋଲିସ ପକ୍ଷରୁ ୬୧ତମ ବାର୍ଷିକ ହୋମ୍‌ଗାର୍ଡ ଡେ’-୨୦୨୩ ପାଳିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଅଭିବାଦନ ଗ୍ରହଣ କରିବା ସହ ହୋମ୍‌ଗାର୍ଡ ଦିବସ ପାଳନର ଉଦ୍ଦେଶ୍ୟ ଓ ଲକ୍ଷ୍ୟ ସମ୍ପର୍କରେ ଉଦ୍‌ବୋଧନ ପ୍ରଦାନ କରିଛନ୍ତି । ବାତ୍ୟା ‘ମିଗ୍‌ଜୋମ୍‌’ ପ୍ରଭାବରେ ଝିପିଝିପି ବର୍ଷା ଲାଗି ରହିଥିବା ସତ୍ୱେ ବଲାଙ୍ଗିର ହୋମ୍‌ଗାର୍ଡ ତଥା ପୋଲିସ ବିଭାଗ ପକ୍ଷରୁ ଭବ୍ୟ ପ୍ୟାରେଡ୍‌ ପ୍ରଦର୍ଶନ ହୋଇଥିବା ବେଳେ ଏହି କାର୍ଯ୍ୟକ୍ରମରେ ହୋମ୍‌ଗାର୍ଡ ଡିଏସ୍‌ପି ସଦାନନ୍ଦ ପୂଜାରୀଙ୍କ ସହ ବହୁ ପୋଲିସ ଅଧିକାରୀ ତଥା କର୍ମଚାରୀମାନେ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026

You Might Also Like