-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||     

HOME   ଜିଲ୍ଲା

ଡିସେମ୍ବର ୯ ରୁ ଚନ୍ଦନଭାଟିରେ ଦ୍ୱିତୀୟ ବେଣୁଧର ମେମୋରିଆଲ ଫୁଟବଲଟୁର୍ଣ୍ଣାମେଣ୍ଟ

06-Dec-2023



ବଲାଙ୍ଗୀର(ଚିତ୍ରସେନ ବେହେରା)- ବଲାଙ୍ଗୀର ଜିଲ୍ଲା ସଦରବ୍ଲକ ଚନ୍ଦନଭାଟି ଠାରେ ଆସନ୍ତା ଡିସେମ୍ବର ୯ ଓ ୧୦ ଦୁଇଦିନ ଧରି ଦ୍ୱିତୀୟ ବେଣୁଧର ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବାକୁ ଯାଉଛି । ଏଥିପାଇଁ ଆଜି ଆୟୋଜକ କମିଟି ପକ୍ଷରୁ ସ୍ଥାନୀୟ ସାମ୍ବାଦିକ ଭବନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ବିଳନୀରେ ସୂଚନା ଦିଆଯାଇଛି । ଏଥିରେ ବଲାଙ୍ଗୀର,ବରଗଡ,କଳାହାଣ୍ଡି, ସୋନପୁର ଓ ସମ୍ବଲପୁର ଜିଲ୍ଲାର ୮ଟି ଦଳ ଯଥା-ଚନ୍ଦନଭାଟି, ନକଟାସର, ଏ.ଏ.ଅମାମୁଣ୍ଡା, ଏନ.ଏଫ.ସି ସୋନପୁର, କଦଳୀପାଲି, ୟୁଥ କ୍ଲବ ବଲାଙ୍ଗୀର, ବଡମାଳ କଳାହାଣ୍ଡି ଓ ବିଏମସି ସ୍ପୋଟିଂ ସମ୍ବଲପୁର ଭାବନେବେ ।ଏହି ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ଉତ୍ସବରେ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ,ବରଗଡର ପୂର୍ବତନ ସାଂସଦ ପ୍ରଭାସ ସିଂ, ରାଜ୍ୟସରକାରଙ୍କ କ୍ରୀଡା ଓ ୫ଟି ସଚିବ ଆର.ଭିନିଲକ୍ରୀଷ୍ଣା ଓ ଚନ୍ଦନଭାଟି ସରପଞ୍ଚ ପଙ୍କଜୀନି ସାହୁ ଯୋଗ ଦେବେ । ସେହିପରି ଉଦଯାପନୀ ତଥା ପୁରସ୍କାର ବିତରଣୀ ଉତ୍ସବରେ ବଲାଙ୍ଗୀର ଜିଲ୍ଲାପରିଷଦ ସଭାପତି ଦେବକୀ ସାହୁ, ରାଜ୍ୟ ଗୃହନିର୍ମାଣ ନୀଗମର ଅଧ୍ୟକ୍ଷ ତଥା ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂଦେଓ,ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ, ଜିଲ୍ଲାପାଳ ଚଞ୍ଚଳ ରାଣା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହା ସହିତ ବିଭିନ୍ନ ମ୍ୟାଚରେ ଯୋଗଦେବାକୁ ସଦର ବ୍ଲକଅଧ୍ୟକ୍ଷା ସରିତା ବାଗ,ସୁଶ୍ରୀ ଗ୍ରୂପର ପ୍ରତିଷ୍ଠାତା ଡ.ଶ୍ରୀକର ମିଶ୍ର, ପୂର୍ବତନ ରଣଜୀ କ୍ରୀକେଟ ଖେଳାଳୀ ସୂର୍ଯ୍ୟନାରାୟଣ ମିଶ୍ର, ଜିଲ୍ଲା କ୍ରୀଡାସଂସଦର ସଂପାଦକ ହରିନାରାୟଣ ପୂଝାରୀ, କାଉନସିଲର ପ୍ରଦୀପ ମିଶ୍ର, ବଲାଙ୍ଗୀର ଡିଏଫଓ ନୀତିଶ କୁମାର ଓ ପୂର୍ବତନ ରଣଜୀ ଖେଳାଳୀ ସଂଜୟ କୁମାର ବେହେରା ପ୍ରମୁଖ ଯୋଗଦେବେ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି । ଏହି ସାମ୍ବାଦିକ ସମ୍ବିଳନୀରେ ଟୁର୍ଣ୍ଣାମେଣ୍ଟର ସଂଯୋଜକ ସୁକାନ୍ତ ପାଣିଗ୍ରାହୀ, କମିଟିର ସଭାପତି କପିଳେଶ୍ୱର ପାଣିଗ୍ରାହୀ, ସଂପାଦକ ପ୍ରଭୁଦତ୍ତ ପ୍ରଧାନ, କୋଷାଧ୍ୟକ୍ଷ ଅଶୋକ ଦଳାଇ, ଉପଦେଷ୍ଟା ଲକ୍ଷ୍ମଣ କୁମାର ମେହେର ପ୍ରମୁଖ ମଞ୍ଚାସୀନ ଥିଲେ । ଅନ୍ୟମାନଙ୍କ ମଧ୍ୟରେ  କାର୍ଯ୍ୟକାରୀ କମିଟିର ନୂଆଖାଉ ବେହେରା,ଅରକ୍ଷିତ ଦଳାଇ, କମଲ ଚୌଧୁରୀ, ସତ୍ୟ ମେହେର, ଶାନ୍ତାନୁ ପୁରୋହିତ, ଶରତ ଦଳାଇ, ଲକ୍ଷ୍ମଣ ଖମାରୀ, ଟୁନା ପାଣିଗ୍ରାହୀ,ଦେବଦତ୍ତ ପ୍ରଧାନ,ଶ୍ରବଣ ଖମାରୀ ଓ ଅମ୍ବରୀଶ ପ୍ରଧାନ ପ୍ରମୁଖ ଉପସ୍ଥିତ ରହିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026

You Might Also Like