-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||     

HOME   ଜିଲ୍ଲା

ରୁପ୍ରାରୋଡ ରେ ଶ୍ରୀ ଦାଦି ରାଣୀ ସତୀ ମଙ୍ଗଲ ପାଠ,

06-Dec-2023



ରୁପ୍ରାରୋଡ ୦୬/୧୨(ସଞ୍ଜିବ ଦାସ)  କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଳକ ରୁପ୍ରାରୋଡ ଗ୍ରାମ  ର   ଦେବସର  ମାତା  ମନ୍ଦିର ପରିସରରେ  ଆଜି ବୁଧବାର  ଅପରାହ୍ନରେ  ଶ୍ରୀ ରାଣୀ ସତୀ ଦାଦି  ମଙ୍ଗଲ ପାଠ ଅନୁଷ୍ଠିତ ହୋଇଯାଇଛି  । କୌଶଲ୍ୟା  ଦେବୀ ମୂଲଚନ୍ଦ ଅଗ୍ରବାଲ ଙ୍କ ତତ୍ତ୍ଵାବଧାନ ରେ ଅନୁଷ୍ଠିତ  ଏହି  ରାଣୀ  ସତୀ  ଦାଦି  ମଙ୍ଗଲ  ପାଠ ରେ ରାୟପୁର  ର ଗଙ୍ଗା  ଅଗ୍ରବାଲ ଓ ତାଙ୍କ  ସହଯୋଗୀ ପାଠ  ବାଚକ  ରୂପେ  ସହଯୋଗ କରିଥିଲେ  । ପୂଜକ  ଚନ୍ଦ୍ରମଣି  ପାଣ୍ଡେ ଓ ତାଙ୍କ ସହଯୋଗୀ ପୂଜା କାର୍ଯ୍ୟ ତୁଲାଇଥିଲେ  ।ନର୍ଲା, ରୁପ୍ରାରୋଡ, କେସିଙ୍ଗା, ଜୁନାଗଡ, ଧର୍ମଗଡ, ଭବାନୀପାଟଣା, କଣ୍ଟାବାଞ୍ଜି, ରାୟପୁର, ବଲାଙ୍ଗୀର, ରାୟଗଡା,  ରିଷିଡା, ରାମପୁର,  ଟିଟିଲାଗଡ ,ଟାଟା  ଓ ରୁପ୍ରାରୋଡ  ପାଖ ଅଞ୍ଚଳର ଶତାଧିକ ରାଣୀ  ସତୀ  ଦାଦି ମହିଳା   ପ୍ରେମୀଙ୍କ ସମାଗମ  ଦେଖିବାକୁ ମିଳିଥିଲା  ।ଭଜନ କୀର୍ତ୍ତନ  ରେ ସମଗ୍ର ଅଂଚଳରେ ଆଧ୍ୟାତ୍ମିକ ପରିବେଶ  ସ୍ରୂଷ୍ଟି  ହୋଇଥିଲା।  ବିଜୟ ଅଗ୍ରବାଲ, ଅଶୋକ  କମାନୀ,ସୁବାଷ ଅଗ୍ରବାଲ , ଶ୍ୟାମସୁନ୍ଦର ଶର୍ମା, ରିନେଶ ଅଗ୍ରବାଲ, ନୀରଜ  ଶର୍ମା, ଗୋବିନ୍ଦ  ରାମ  ଅଗ୍ରବାଲ, ରତନ ଲାଲ ଅଗ୍ରବାଲ, ରମେଶ ଅଗ୍ରବାଲ, ତରୁଣ ଅଗ୍ରବାଲ  ପ୍ରମୁଖ  ଉପସ୍ଥିତ ରହି ସହଯୋଗ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026

You Might Also Like