ନମୁନା ନେଇଛନ୍ତି। ଦୋଷ ମାନିବାକୁ ଅରୁଣ ବୋଥ୍ରା ସାର୍‌ ମୋତେ ୫ ଲକ୍ଷ ଯାଚିଛନ୍ତି। ତୋତେ ୧୮ ବର୍ଷ, ଆମେ ୧୭ ଦେଖେଇବୁ, ତୁ ରାଜି ହେଇଯା ବୋଲି ବୋଥ୍ରା କହିଛନ୍ତି।” ମୁଁ ନିର୍ଦ୍ଦୋଷ, ମୁଁ କିଛି ଜାଣିନି ବୋଲି କହିଛନ୍ତି ସରୋଜ ସେଠୀ। ମୋର ବା ପରିବାରର କିଛି ହେଲେ ଅରୁଣ ବୋଥ୍ରା ଦାୟୀ ରହିବେ କହିଛନ୍ତି ସରୋଜ।ସରୋଜଙ୍କ ଅଭିଯୋଗ ନେଇ ଅରୁଣ ବୋଥ୍ରାଙ୍କ ପ୍ରତିକ୍ରିୟା ମିଳିପାରିନି। ୪ ମାସ ତଳେ ୫ ବର୍ଷର ଝିଅ ପରୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏଥିରେ ମନ୍ତ୍ରୀ ଅରୁଣ ସାହୁ ଓ ତାଙ୍କ ସହଯୋଗୀ ବାବୁଲିର ହାତ ଥିବା ‘ପରୀ’ର ବାପା-ମାଆ ଅଭିଯୋଗ କରିଛନ୍ତି। ପୁଲିସ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ‘ପରୀ’ର ବାପା-ମାଆଙ୍କୁ ନାନା ହଇରାଣ କରୁଥିଲା। ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରୁନଥିଲା। ଅନ୍ୟପକ୍ଷରେ ପରୀଙ୍କ ମାଆଙ୍କୁ ପୁଲିସ ମାଡ଼ ମାରୁଥିବା ଅଭିଯୋଗ ହୋଇଥିଲା। ଏନେଇ ପରୀଙ୍କ ମାଆ ଅଭିଯୋଗ କରିଥିଲେ। ପୁଲିସ ପ୍ରଶାସନଠାରୁ ନିରାଶ ହେବା ପରେ ‘ପରୀ’ର ବାପା-ମାଆ ଭୁବନେଶ୍ୱର ଚାଲି ଆସିଥିଲେ। ସେମାନେ ବିଧାନସଭା ସମ୍ମୁଖରେ ଆତ୍ମାହୁତି ଧମକ ଦେଇଥିଲେ। ତମ୍ୱି ତୋଫାନ୍‌ ପରେ ରାଜ୍ୟ ସରକାର ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏବେ ଏହି ମାମଲାର ଏସ୍‌ଆଇଟି ତଦନ୍ତ ଚାଲିଛି।

"/>

-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||     

HOME   ରାଜ୍ୟ

ପରୀ ହତ୍ୟାରେ ନୂଆ ମୋଡ଼, ଦୋଷ ମୁଣ୍ଡେଇବାକୁ ୫ ଲକ୍ଷ ଯାଚିଥିଲେ ଅରୁଣ ବୋଥ୍ରା!

17-Dec-2020



ଭୁବନେଶ୍ୱର(ପ୍ରେରଣା ଖବର ): ନୟାଗଡ଼ ‘ପରୀ’ ହତ୍ୟା ମାମଲାରେ ଏସ୍‌ଆଇଟି ତଦନ୍ତ ଚାଲିଛି। ଏହାର ପ୍ରାଥମିକ ରିପୋର୍ଟ ଗତକାଲି ଓଡ଼ିଶା ହାଇକୋର୍ଟରେ ଦାଖଲ ହୋଇଛି। ରିପୋର୍ଟରେ ‘ପରୀ’କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଉଲ୍ଲେଖ ଥିବା ବିଶେଷ ସୂତ୍ରରୁ ଜଣାପଡ଼ିଥିଲା। ଏହି ରିପୋର୍ଟ ପ୍ରଘଟ ହେବାର ଦିନକରେ SIT ମୁଖ୍ୟ ଆଇଜି ଅରୁଣ ବୋଥ୍ରାଙ୍କ ନାଁରେ ଆସିଛି ସଂଗୀନ ଅଭିଯୋଗ। ସଂଗୀନ ଅଭିଯୋଗ ଆଣିଛନ୍ତି ଯଦୁପୁର ଗାଁର ସରୋଜ ସେଠୀ। ଦୋଷ ମୁଣ୍ଡେଇବାକୁ ଅରୁଣ ବୋଥ୍ରା ତାଙ୍କୁ ୫ ଲକ୍ଷ ଯାଚିଥିବା ସେ ଆଜି କହିଛନ୍ତି। ସେ କହିଛନ୍ତି-“ନିଖୋଜ ହେବାର ପୂର୍ବଦିନ ପରୀ ଆମ ଘରକୁ ଆସିଥିବାରୁ ମୋତେ ସନ୍ଦେହ କରୁଛନ୍ତି। ସେଥିପାଇଁ ମୋ ରକ୍ତ, ଲାଳ ଓ ପ୍ୟାଣ୍ଟସାର୍ଟ ନମୁନା ନେଇଛନ୍ତି। ଦୋଷ ମାନିବାକୁ ଅରୁଣ ବୋଥ୍ରା ସାର୍‌ ମୋତେ ୫ ଲକ୍ଷ ଯାଚିଛନ୍ତି। ତୋତେ ୧୮ ବର୍ଷ, ଆମେ ୧୭ ଦେଖେଇବୁ, ତୁ ରାଜି ହେଇଯା ବୋଲି ବୋଥ୍ରା କହିଛନ୍ତି।” ମୁଁ ନିର୍ଦ୍ଦୋଷ, ମୁଁ କିଛି ଜାଣିନି ବୋଲି କହିଛନ୍ତି ସରୋଜ ସେଠୀ। ମୋର ବା ପରିବାରର କିଛି ହେଲେ ଅରୁଣ ବୋଥ୍ରା ଦାୟୀ ରହିବେ କହିଛନ୍ତି ସରୋଜ।ସରୋଜଙ୍କ ଅଭିଯୋଗ ନେଇ ଅରୁଣ ବୋଥ୍ରାଙ୍କ ପ୍ରତିକ୍ରିୟା ମିଳିପାରିନି। ୪ ମାସ ତଳେ ୫ ବର୍ଷର ଝିଅ ପରୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏଥିରେ ମନ୍ତ୍ରୀ ଅରୁଣ ସାହୁ ଓ ତାଙ୍କ ସହଯୋଗୀ ବାବୁଲିର ହାତ ଥିବା ‘ପରୀ’ର ବାପା-ମାଆ ଅଭିଯୋଗ କରିଛନ୍ତି। ପୁଲିସ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ‘ପରୀ’ର ବାପା-ମାଆଙ୍କୁ ନାନା ହଇରାଣ କରୁଥିଲା। ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରୁନଥିଲା। ଅନ୍ୟପକ୍ଷରେ ପରୀଙ୍କ ମାଆଙ୍କୁ ପୁଲିସ ମାଡ଼ ମାରୁଥିବା ଅଭିଯୋଗ ହୋଇଥିଲା। ଏନେଇ ପରୀଙ୍କ ମାଆ ଅଭିଯୋଗ କରିଥିଲେ। ପୁଲିସ ପ୍ରଶାସନଠାରୁ ନିରାଶ ହେବା ପରେ ‘ପରୀ’ର ବାପା-ମାଆ ଭୁବନେଶ୍ୱର ଚାଲି ଆସିଥିଲେ। ସେମାନେ ବିଧାନସଭା ସମ୍ମୁଖରେ ଆତ୍ମାହୁତି ଧମକ ଦେଇଥିଲେ। ତମ୍ୱି ତୋଫାନ୍‌ ପରେ ରାଜ୍ୟ ସରକାର ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏବେ ଏହି ମାମଲାର ଏସ୍‌ଆଇଟି ତଦନ୍ତ ଚାଲିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026

You Might Also Like