-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||     

HOME   ଜିଲ୍ଲା

ନାଗରିକ ବିକାଶ ସଂଗଠନ ପକ୍ଷ ରୁ ଏକ ସାମ୍ବାଦିକ ସମ୍ମିଳନୀ

07-Dec-2023



କଳାହାଣ୍ଡି(ତ୍ରିନାଥ ବେଶ୍ରା): କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଅଧିନସ୍ଥ ନାରଙ୍ଗୀ ଖଳା ଠାରେ ନାଗରିକ ବିକାସ ସଂଗଠନ ପକ୍ଷରୁ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ଜିଲ୍ଲାରେ ରବି ଫସଲ ଚାଷ କରିବାକୁ ଚାହୁଁଥିବା ଚାଷୀ ମାନଙ୍କ ପାଇଁ ଉଚିତ ସମୟ ପୂର୍ବରୁ ମାଗଣା ବିହନର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ଏଥିସହିତ ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ପର୍ୟ୍ୟାପ୍ତ ପରିମାଣର ବିହନ ଚାଷୀ ମାନଙ୍କୁ ଯୋଗାଇ ଦେଲେ ଠିକ୍ ସମୟରେ ଚାଷ କାର୍ଯ୍ୟ ହୋଇପାରିବ ବୋଲି ସଙ୍ଗଠନ ପରିଚାଳକ ବିଭାଗୀୟ ଅଧିକାରୀଙ୍କୁ ଅନୁରୋଧ କରିଛନ୍ତି।
ଜୁଲାଇ ମାସରୁ, ନାଗରିକ ବିକାଶ ସଙ୍ଗଠନ ତରଫରୁ ଅକ୍ଟୋବର ୧୫ ତାରିଖ ସୁଦ୍ଧା ସମସ୍ତ ଆଗ୍ରହୀ ଚାଷୀ ମାନଙ୍କୁ ରବି ଫସଲ ପାଇଁ ବିହନ ଯୋଗାଇ ଦେବା ନିମନ୍ତେ ବ୍ଲକ ଓ ଜିଲ୍ଲା କର୍ତ୍ତୃପକ୍ଷଙ୍କ ସହ ନିୟମିତ ଭାବେ ପରାମର୍ଶ କରିଆସୁଛି। କୃଷକମାନଙ୍କର ଏକ ବିସ୍ତୃତ ତାଲିକା ଯାହାକି ବ୍ଲକ ଏବଂ ଜିଲ୍ଲା କୃଷି ଅଧିକାରୀଙ୍କୁ ଦିଆଯାଇଛି। କିନ୍ତୁ ଦୁର୍ଭାଗ୍ୟବଶତଃ ଅନେକ ଚାଷୀ ଏପର୍ଯ୍ୟନ୍ତ ବିହନ ପାଇନାହାନ୍ତି, ଯାହା ଦ୍ୱାରା ସେମାନଙ୍କର ଚାଷ ବୃତ୍ତି ପାଇଁ ଏକ ଆହ୍ୱାନ ସୃଷ୍ଟି କରିଛି।ନାଗରିକ ବିକାଶ ସଙ୍ଗଠନର କର୍ମକର୍ତ୍ତl କଲ୍ୟାଣୀ ଦାସ, ଉପେନ୍ଦ୍ର ଶୁନାନୀ, ଅର୍ଜୁନ ଭାଇ, ମଧୁସୁଦନ ନାୟକ, ବାବୁଲାଲ ତାଣ୍ଡି,, ଜଗନ୍ନାଥ ଶଗଡ଼ିଆ, ପର୍ଶୁ ରାମ ନାୟକ, ସୁଦର୍ଶନ ନାୟକ, ତ୍ରିନାଥ ବେଶ୍ରା, ଯୁଗେଶ୍ୱର୍ ନାୟକ, ଉପସ୍ଥିତ ରହି ଏହି କାର୍ଯ୍ଯକ୍ରମକୁ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026

You Might Also Like