-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ତଥା ହାଇକୋର୍ଟ ବ୍ୟାଞ୍ଚ ସ୍ଥାପନ ଦାବି ନେଇ ଆଗାମୀ ଦିନରେ ଲଢ଼େଇ କରିବା ପାଇଁ  ଓକିଲ ସଂଘର ନିଷ୍ପତ୍ତି, ନୂତନ ମହିଳା ଓକିଲ ପ୍ରକୋଷ୍ଠ ଉଦ୍‌ଘାଟିତ 

17-Dec-2020



ବଲାଙ୍ଗୀର, (ପ୍ରେରଣା ଖବର)- ବଲାଙ୍ଗୀର ଜିଲ୍ଲାରେ ପାନୀୟ ଜଳ ସମସ୍ୟା, ରାସ୍ତା ଘାଟ ଓ ଅନ୍ୟାନ୍ୟ ସାଂଘାତିକ ସମସ୍ୟା ରହିଛି । ତେବେ ବଲାଙ୍ଗୀର ଓକିଲ ସଂଘ କେବଳ କୋର୍ଟ
ରୁମ୍  ଭିତରେ ନିଜର କାର୍ଯ୍ୟକୁ ସୀମିତ ନରଖି ଆଗାମୀ ଦିନରେ ବଲାଙ୍ଗୀରର ବୁଦ୍ଧିଜୀବୀ, ସାମାଜିକ ସଂଘଠନ ଓ ଦଳମତ ନିର୍ବିଶେଷରେ ସମସ୍ତଙ୍କୁ ଏକତ୍ରିତ କରି ବଲାଙ୍ଗୀରର ଅଧିକାର ପାଇଁ ଲଢ଼େଇ କରିବ ବୋଲି ନିଷ୍ପତ୍ତି ନେଇଛି । ଆଜି ଏହି କ୍ରମରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ନବନିର୍ବାଚିତ ସଭାପତି ପ୍ରବୀଣ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଏକ ସାମ୍ବଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗୀରର ବିଭିନ୍ନ ସମସ୍ୟା ଓ ତାର ସମାଧାନ ଦିଗରେ ଓକିଲ ସଂଘ ସବୁବେଳେ ଆଗକୁ ଆସିଛି ଓ ଆଗାମୀ ଦନରେ ନିଜର ନ୍ୟାର୍ଯ୍ୟ ଦାବି ପୂରଣ ପାଇଁ ସମସ୍ତଙ୍କ ସହଯୋଗରେ ରାଜରାସ୍ତାକୁ ଓହ୍ଲାଇବ ବୋଲି ଜିଲ୍ଲା ଓକିଲ ସଂଘର ସଭାପତି ଶ୍ରୀ ମିଶ୍ର ପ୍ରକାଶ କରିଛନ୍ତି । ସଂଘର ସଂପାଦକ ବାସୁଦେବ ରଥ ନିଜ ବକ୍ତବ୍ୟରେ ଓକିଲ ମାନଙ୍କ ଅଧିକାର ପାଇଁ ଆମେ ସବୁବେଳେ କାମ କରି ଆସିବୁ ଏବଂ ଏଥିପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି କହିଥିଲା । ଏହି ଅବସରରେ ସିଭିଲ କୋର୍ଟ ପରିସରରେ ମହିଳା ଓକିଲ ମାନଙ୍କ ପାଇଁ ଏକ ନୂତନ ପ୍ରକୋଷ୍ଠ ଉଦ୍‌ଘାଟିତ ହୋଇଥିଲା । ଏହି ସାମ୍ବାଦିକ ସମ୍ମିଳନୀରେ କୋର୍ଟ ର ସମସ୍ତ ମହିଳା ଓକିଲ ଉପସ୍ଥିତ ରହି ଜିଲ୍ଲା ଓକିଲ ସଂଘର ଏହି ପଦକ୍ଷେପକୁ ପ୍ରଶଂସା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026

You Might Also Like