-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||     

HOME   ଜିଲ୍ଲା

ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ପାଇଁ ବ୍ରାହ୍ମଣମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୁମିକା ରହିଛି

07-Dec-2023



ବୌଦ୍ଧ(ଦୁର୍ଯ୍ଯୋଧନ ବିଶି )-

ବନ୍ଧାପଥର ଗ୍ରାମ ବାବା ସିଦ୍ଧେଶ୍ୱର ମହାଦେବ ମନ୍ଦିର ପରିସରରେ ସିଦ୍ଧେଶ୍ୱର ଆଞ୍ଚଳିକ ବ୍ରାହ୍ମଣ ସମାଜ ପକ୍ଷରୁ ବାର୍ଷିକ ଅନୁଷ୍ଠିତ ହୋଇଯାଇଛି l

ଏହି କାର୍ଯ୍ୟକ୍ରମରେ ରାଜ୍ୟ ଓ ଜିଲ୍ଲାର ବିଭିନ୍ନ ସ୍ଥାନରୁ ବ୍ରାହ୍ମଣମାନେ ଯୋଗଦାନ କରିଥିଲେ l ଏହି ଅବସରରେ ଉପଦେଷ୍ଟା ଗଣେଶ ତ୍ରିପାଠୀ ବ୍ରଜ୍ୱମୋହନ ମିଶ୍ର, ଶ୍ରୀଧର ପୁଜାହାରୀ, ଲୋକନାଥ ପୁରୋହିତ, କିଶୋର ରଥ, ଉମେଶ ଦାଶଙ୍କ ନେତୃତ୍ୱରେ ଜଳାଭିଷେକ, ରୁଦ୍ରାଭିଷେକ, ବିଷ୍ଣୁସହସ୍ର ନାମ, ହନୁମାନ ଚାଳିଶା ପାଠ, ଭଜନ, କୀର୍ତ୍ତନ ଆୟୋଜନ ହୋଇଯାଇଛି l ମୁଖ୍ୟ କର୍ତ୍ତାଭାବେ ଜ୍ଞାନରଞ୍ଜନ ଯୋଶୀ, ଜ୍ୟୋତ୍ସ୍ନାରାଣୀ ଯୋଶୀ, ନୃସିଂହ ଚରଣ ହୋତା, ଲିଲିରାଣୀ ଦାଶ ଦାୟିତ୍ୱ ତୁଲାଇଥିବାବେଳେ ପୂଜକଭାବେ ପଣ୍ଡିତ ରଞ୍ଜିତ ହୋତା ଓ

ସଂଜୀବ ପାଣିଗ୍ରାହୀ ଠାକୁରଙ୍କ ନୀତିକାନ୍ତି କରିଥିଲେ l ବାର୍ଷିକ ଉତ୍ସବରେ ଅନୁଷ୍ଠିତ ସଭାରେ ଜିଲ୍ଲା ସଭାପତି ଗୁରୁପ୍ରସାଦ ଦାଶ, ସମ୍ପାଦକ ଦେବାଶିଷ ପୁରୋହିତ, ନୃସିଂହନାଥ ବ୍ରାହ୍ମଣ ସମାଜର ସଭାପତି ସୁବଳ ପଣ୍ଡା, ପ୍ରେମାନନ୍ଦ ଦେବତା, ଠାକୁର ପଣ୍ଡା, ପଦ୍ମପୁରର ପୂର୍ଣ୍ଣଚନ୍ଦ୍ର ଷଡ଼ଙ୍ଗୀ, ଦେବରାଜ ପଣ୍ଡା ଯୋଗଦେଇ ବ୍ରାହ୍ମଣ ସମାଜର ବିକାଶ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ l ସମସ୍ତ ବ୍ରାହ୍ମଣ ଦେବତାଙ୍କ ପାଦ ଧୌତକରି ଉପ ଢୌକନ ପ୍ରଦାନ କରାଯାଇଥିଲା l ସମସ୍ତ କାର୍ଯ୍ୟକ୍ରମକୁ ସମ୍ପାଦକ କୁନା ରଥ, ସୁବ୍ରତ ପଣ୍ଡା, ପିଣ୍ଟୁ ପାଣିଗ୍ରାହୀ, ଅଶୋକ ପୁଜାହାରୀ ସତ୍ୟେଶ ଶତପଥି, ସତ୍ୟପ୍ରକାଶ ହୋତା, ସ୍ଵପ୍ନେଶ୍ଵର ପାଣିଗ୍ରାହୀ, ସୁଧାଂଶୁ ପାଢ଼ୀ, ରବୀନ୍ଦ୍ର ପଣ୍ଡା, ନରେନ୍ଦ୍ର ହୋତା, ସୁଦାମ ପାଣିଗ୍ରାହୀ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026

You Might Also Like