-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||     

HOME   ଜିଲ୍ଲା

କେବେ ପଡ଼ିବ ସରକାରୀ ବାବୁଙ୍କ ଦୃଷ୍ଟି ।

07-Dec-2023



ନୂଆପଡା-(ଡୋଲେଶ୍ୱର ବାଗଙ୍କ)
ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅଧିନସ୍ଥ ଶାଲେଭଟା ଗ୍ରାମରେ ରାସ୍ତାରେ ପାଣି ଜମିରହୁଛି।
ଗାଁ କଲ୍ୟାଣ ସମିତି ଗଢ଼ି ତୋଲିବାର ଉଦ୍ଧେଶ୍ୟକୁ ନା ବୁଝୁଛି କମିଟି ନା ବୁଝିପାରୁଛି ସରକାରୀ କଳ।ଗାଁର ସ୍ବାସ୍ଥ୍ୟ ,ପରିମଳ,ଅପପୁଷ୍ଟି ଭଳି କାର୍ଯ୍ୟରେ ସୁଧାର ଆଣିବା ହେଉଛି ଗାଁ କଲ୍ୟାଣ ସମିତିର କାର୍ଯ୍ୟ କିନ୍ତୁ ସବୁଯାକ ଫେଲ୍ ମାରିଛି ସିନାପାଲି ବ୍ଲକ ସାଲେଭଟା ଗ୍ରାମରେ ।ପ୍ରତ୍ୟେକ       ରାଜସ୍ବ ଗ୍ରାମରେ ଗାଁ କଲ୍ୟାଣ ସମିତି ଗଠନ କରାଯାଇଛି କେବଳ ଗାଁର ସ୍ବାସ୍ଥ୍ୟ ,ପରିମଳ ,ଅପପୁଷ୍ଟି ,ଶିଶୁ ଓ ମାତୃ ମୃତ୍ୟୁହାର ହ୍ରାସ ଦିଗରେ ସଚେତନତା ମଧ୍ୟ କରାଯାଇଛି କିନ୍ତୁ ଲକ୍ଷ୍ୟଠାରୁ ଦୂରେଇ ଯାଉଥିବା ପରିଲକ୍ଷିତ ହୁଏ ସାଲେଭଟା ଗ୍ରାମର ଏହି ଦୃଶ୍ୟକୁ ଦେଖି ।ଏଠାକାର ଏହି ଦୃଶ୍ୟକୁ ଦେଖିଲେ ଲାଗୁଛି ରାସ୍ତା ନିର୍ମାଣ ବିଭାଗ,ସରକାରୀ କଳର ତଦାରଖ କରୁଥିବା ଅଫିସର ଓ ଗାଁ କଲ୍ୟାଣ ସମିତି କେତେ ପଛରେ ।ଯେତେବେଳେ କୌଣସି ସ୍ବଚ୍ଛତା ଦିବସ ସମାଜରେ ବଡ଼ବଡ଼ ଲୋକ କ୍ୟାମେରା ସାମ୍ନାକୁ ଆସନ୍ତି ,ତାଙ୍କର ଫଟୋ ବିଭିନ୍ନ ଖବର କାଗଜ ପୃଷ୍ଠାରେ ବାହାରିଥାଏ ତାପରେ ସ୍ବଚ୍ଛତା ଶୀର୍ଷକୁ ଚାଲିଯାଏ ଓ ପୁନର୍ବାର ୩୬୪ ଦିନ ପରେ ଆଉଥରେ କ୍ୟାମେରା ଓ ଫଟୋ ପଛରେ ସମସ୍ତେ ମାତିଯାଆନ୍ତି ।କାହାରି ନଜର ରହେନି ସ୍ବଚ୍ଛତା ହେଲା ନା ନାହି ବୋଲି ।ମନର ସ୍ବଚ୍ଛତା,କାର୍ଯ୍ୟର ସ୍ବଚ୍ଛତା ଓ ପରିବେଶର ସ୍ବଚ୍ଛତା ପ୍ରତି ସମସ୍ତେ ଦୃଷ୍ଟି ଦେବା ଜରୁରୀ ବୋଲି ଏହି ସାଲେଭଟା ର ଡ୍ରେନ,ରାସ୍ତା ଓ ରାସ୍ତାରେ ଜମି ରହିଥିବା ପାଣି ସମସ୍ତଙ୍କୁ ଇଙ୍ଗିତ କରି କହୁଛି ।ଏଥି ପାଇଁ ସ୍ଥାନୀୟ ବ୍ଲକ ପ୍ରଶାସନ ଦୃଷ୍ଟି ଦେଇ ସମସ୍ୟାର ସମାଧାନ କରିବାକୁ ଜନସାଧାରଣ ଆଲୋଚନା କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026

You Might Also Like