-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||     

HOME   ଜିଲ୍ଲା

ବାବୁଜୀ ଙ୍କ ଜୟନ୍ତୀ ଉତ୍ସବ ଉପଲକ୍ଷେ ରାଜ୍ୟସ୍ତରୀୟ କବିତା ପାଠ ଉତ୍ସବ

07-Dec-2023



କଟକ(ପ୍ରେରଣା ଖବର):କଟକ ଶ୍ରୀରାମଚନ୍ଦ୍ର ଭବନ ଠାରେ ମହାନ୍ ସ୍ୱାଧୀନତା ସଂଗ୍ରାମୀ ତଥା ଲୋକସେବକ ମଣ୍ଡଳର ପୂର୍ବତନ ସଭାପତି, ନିର୍ଭୀକ ସାମ୍ୱାଦିକ , ନିଶ୍ୱlର୍ଥପର ସମାଜସେବୀ ସାହିତ୍ୟିକ କବି ପଦ୍ମଭୂଷଣ ଡ଼ଃ ରାଧାନାଥ ରଥ ଙ୍କ  ଜୟନ୍ତୀ ଉତ୍ସବ ପାଳନ ଉପଲକ୍ଷେରାଧାନାଥ ଫlଉଡେସନ  ପକ୍ଷରୁ ଏକ କବିତା ପାଠ ଉତ୍ସବ ଅନୁଷ୍ଠିତ ହୋଯାଇଅଛି। ଏହି ଅବସରରେ ସାହିତ୍ୟିକl

ଅଧ୍ୟାପିକା ଡ଼ଃ ପ୍ରଭାବତୀ ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗଦେଇ ବାବୁଜୀ ଙ୍କ ନିଶ୍ୱlର୍ଥପର ସମାଜ ସେବା ସଂପର୍କରେ ଆଲଚନା କରି କବିତା ପାଠ ଉତ୍ସବକୁ ଉଦ୍ଘାଟନ କରିଥିଲେ। ସାହିତ୍ୟିକl ମୀରା ବେଉରାଙ୍କ ଅଧ୍ୟକ୍ଷତାରେ ଉକ୍ତ କବିତା ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା। କବି ବାସନ୍ତୀ ପ୍ରଧାନ, ରାଜୀବ ଷଡ଼ଙ୍ଗୀ, ସଞ୍ଜୟ ପରିଜା, ଶୁଭଶ୍ରୀ ସିଂହ, ସଫଳl ଦାସ, ସନ୍ଧ୍ୟା ଶତପଥୀ, ସୁନ୍ନି ଦାସ, ସଚ୍ଚିଦାନନ୍ଦ କର,
ମଧୁସ୍ମିତା ମିଶ୍ର, ସୁରଭି ଦ୍ବିବେଦୀ, ସୁରେନ୍ଦ୍ର ମହାପାତ୍ର, ଯୋଷ୍ଣl ମୟି ପାଣି, ଭଗବତୀ ଖଟୁଆ, ଦିପ୍ତି ପଣ୍ଡା, ସତ୍ୟବ୍ରତ ମହାପାତ୍ର, ଗୀତାଞ୍ଜଳୀ ସାହୁ, ସ୍ମୃତି ସୁମନ ମହାପାତ୍ର   ରଞ୍ଜନ କୁମାର ଦାସ ପ୍ରମୁଖ ବାବୁଜୀଙ୍କ ସ୍ମୃତି ଉଦ୍ଧେଶ୍ୟରେ କବିତା ପାଠ କରିଥିଲେ।। କବି ଡ଼ଃ ବସନ୍ତ କୁମାରୀ ନନ୍ଦ ଓ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ କୃତୀ ଶିକ୍ଷକ ବିଜୟ ନାଥ କବିତା ପାଠ ଉତ୍ସବ କୁ ସଂଯୋଜନl  କରିଥିଲେ। ଟ୍ରଷ୍ଟ ର  ଯୁଗ୍ମ ସମ୍ପାଦକ ପଣ୍ତିତ ରଂଜନ ମହାପାତ୍ର କାର୍ଯକ୍ରମକୁ ପରିଚଳନl
କରିଥିଲେ। ଟ୍ରଷ୍ଟର ଉପସଭାପତି ଡ଼ଃ ସତ୍ୟ ରାୟ ଓ ସାଧାରଣ ସମ୍ପାଦକ ଆଇନଜୀବୀ ମନୋରଂଜନ ପଟ୍ଟନାୟକ
ଉପସ୍ଥିତ ହୋଇ କବି ମାନଙ୍କୁ ଉତ୍ସାହିତ କରିଥିଲେ।
         


News Comment




Photo in News

Advertisment
Lastest News
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026

You Might Also Like