-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||     

HOME   ଜିଲ୍ଲା

ଲୋଇସିଂହା ଠାରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜେଡ଼ିର କର୍ମୀ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

07-Dec-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ନିର୍ବାଚନ ମଣ୍ଡଳୀ ସ୍ତରୀୟ ସକ୍ରିୟ ସଭ୍ୟ ଙ୍କ ପ୍ରଶିକ୍ଷଣ ଶିବିର ଲୋଇସିଂହା ଠାରେ ୩ ଦିନ ଧରି ଅନୁଷ୍ଠିତ ହୋଇଥିଲା l ଏହି ଶିବିରକୁ ମହିକ୍ଷିତା ମିଶ୍ର ପ୍ରବକ୍ତା ବିଜୁ ଜନତା ଦଳ ଓ ପ୍ରୀତି ପ୍ରିୟଙ୍କା ସାଧାରଣ ସମ୍ପାଦିକା ରାଜ୍ୟ ବିଜୁ ଜନତା ଦଳ ଶିବିର ରେ ପ୍ରଶିକ୍ଷଣ ନେଇଥିଲେ l ଏହି ପ୍ରଶିକ୍ଷଣ ଶିବିର ବିଜେଡି ରାଜ୍ଯ ପରିଷଦ ସଦସ୍ୟ ଶ୍ରୀ ନୀହାର ରଞ୍ଜନ ବେହେରା ଙ୍କ ତତ୍ବାବଧାନରେ ଅନୁଷ୍ଠିତ ହୋଇଥିଲା l ଲୋଇସିଂହା ବ୍ଲକ ସଭାପତି ହୃଦାନନ୍ଦ ବେହେରା, ଆଗଲପୁର ବ୍ଲକ୍ ସଭାପତି ପଞ୍ଚୁ ପଧାନ  ଓ ପୁଇନ୍ତଳା ବ୍ଲକ୍ ସଭାପତି ଶ୍ରୀ ବିଷ୍ଣୁ ପଟେଲ ନିଜ ନିଜ ବ୍ଲକ୍ ଅଞ୍ଚଳରୁ କର୍ମୀ ମାନଙ୍କୁ ଆଣି ପ୍ରଶିକ୍ଷଣ ଶିବିର ରେ ଯୋଗଦାନ କରାଇ ଥିଲେ l ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ,  ଆଗଲପୁର ବ୍ଲକର ବ୍ଲକ ଉପାଧ୍ୟକ୍ଷା ନିରୁପମା ପଧାନ, ପୁଇଁତଳା ବ୍ଲକ ଅଧ୍ୟକ୍ଷ ସରୋଜ ପଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ଲୋଇସିଂହା ବ୍ଲକ୍ ର ଜିଲ୍ଲା ପରିଷଦ ସଦସ୍ୟା ଲିଳିମା ବେହେରା ଜୋନ 33 ଓ ସଂଯୁକ୍ତା ବରିହା ଜୋନ 34, ଆଗଲପୁର ବ୍ଲକ ରୁ ବୀଣାପାଣି ଦାସ ଜୋନ 2, ପୁଇଁତଳା ବ୍ଲକ କୁମରମଣି ସେଠ୍ ଜୋନ 18, ସବିତା ସେଠ୍  ଜୋନ 19 ପ୍ରମୁଖ ପ୍ରଶିକ୍ଷଣ ଶିବିର ରେ ଉପସ୍ଥିତ ରହିବା ସହିତ ୩ ଟି ବ୍ଲକ ର ସହସ୍ରାଧିକ ବିଜେଡି କର୍ମୀ ଯୋଗଦାନ କରିଥିଲେ l ତିନି ଦିନ ଧରି ଚାଲିଥିବା ପ୍ରଶିକ୍ଷଣ ଶିବିରରେ ଦଳକୁ କିପରି ଆଗକୁ ଆହୁରି ମଜବୁତ୍ କରାଯାଇ 2024 ରେ ଦଳ କିପରି ପୁଣି ସରକାରକୁ ଆସିବ ସେ ବିଷୟରେ ଆଲୋଚନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026

You Might Also Like