-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||     

HOME   ରାଜ୍ୟ

ଡାକଘର ବିଧେୟକ ୨୦୨୩ ରେ ପୋଷ୍ଟ ଅଫିସ ବିଲ କୁ ସମର୍ଥନ କରି ଜିଡିଏସ୍ ମାନଙ୍କୁ ବିଭାଗୀୟ କର୍ମଚାରୀ ମାନ୍ୟତା ଦାବୀ କଲେ ସାଂସଦ ଶ୍ରୀ ନିରଂଜନ ବିଶି

07-Dec-2023



ଭୁବନେଶ୍ୱର/ବଲାଙ୍ଗିର(ପ୍ରେରଣା ଖବର ବ୍ୟୁରୋ ): ଶୀତକାଳୀନ ଅଧିବେଶନରେ ରାଜ୍ୟସଭାରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ଆଗତ ପୋଷ୍ଟ ଅଫିସ୍ ବିଲ୍ ୨୦୨୩ ରେ ସାଂସଦ ନିରଞ୍ଜନ ବିଶି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ନୂତନ ପୋଷ୍ଟ ଅଫିସ ବିଲ ୨୦୨୩ ଟି ୧୨୫ ବର୍ଷ ର ପୁରୁଣା ଇଣ୍ଡିଆନ ପୋଷ୍ଟ ଅଫିସ ଆକ୍ଟ ୧୮୯୮ ସଂଶୋଧନ କରୁଅଛି l ନୁଆଁ ବିଧେୟକକୁ ବିଜେଡି ତରଫରୁ ସାଂସଦ ଶ୍ରୀ ବିଶି ଡିଜିଟାଲ୍ ଯୁଗ ସହିତ ସମାନ୍ତରାଳ ଭାବେ ଡାକ ସେବାକୁ ଆଧୁନିକୀକରଣ କରିବାର ଲକ୍ଷ୍ୟ ଉପରେ ଗୁରୁତ୍ୱାରୋପ କରିଥିଲେ। ଅନଲାଇନ୍ ସପିଂ, ଇ-ବାଣିଜ୍ୟ, ଡିଜିଟାଲ୍ ପେମେଣ୍ଟ ଭଳି ସେବାକୁ ଗ୍ରାମାଞ୍ଚଳର ବିକାଶ ସହିତ ଗ୍ରାମାଞ୍ଚଳରେ ଆର୍ଥିକ  ପ୍ରଗତି କରିବା ପାଇଁ ସେ ଏହି ନିୟମ ପ୍ରଣୟନ କରିଥିବାରୁ ରେଲୱେ, ଦୂର ସଂଚାର ମନ୍ତ୍ରୀ ଶ୍ରୀ ଅଶ୍ୱିନୀ  ବୈଷ୍ଣବଙ୍କୁ ପ୍ରଶଂସା କରିଥିଲେ ।

ଏଥିସହ,ସାଂସଦ ଶ୍ରୀ ବିଶି ଦେଶର ୧ ଲକ୍ଷ ୫୬ ହଜାର  ପୋଷ୍ଟ ଅଫିସ ରେ କାର୍ଯ୍ୟରତ ୨ ଲକ୍ଷ ୭୨ ହଜାର ଜିଡିଏସ୍ (ଗ୍ରାମିନ ଡାକ ସେବକ ) ମାନଙ୍କୁ ବିଭାଗୀୟ  କର୍ମଚାରୀ ମାନ୍ୟତା ପ୍ରଦାନ, ଗୋଷ୍ଠୀ ବୀମା ୫ ଲକ୍ଷ କୁ ବୃଦ୍ଧି , ଗ୍ରାଚ୍ୟୁଇଟି ଦେଢ଼ ଲକ୍ଷ ରୁ ୫ ଲକ୍ଷ କୁ ବୃଦ୍ଧି ,୧୮୦ ଦିନ ଛୁଟି ବଦଳ ରେ ଟଙ୍କା ପ୍ରଦାନ,ସେବା ଡିସଚାର୍ଜ ସୁବିଧା ୩ % ପ୍ରତିଶତ ରୁ ୧0% କୁ ବୃଦ୍ଧି, ଚିକିତ୍ସା ସୁବିଧା, ଘର ଭଡା ଭତ୍ତା, ଟିଏ ଡିଏ ଭତ୍ତା, ପ୍ରଦାନ କରିବା ପାଇଁ ପ୍ରସଙ୍ଗ ଉପସ୍ଥାପନ କରିଥିଲେ l ଏହା ସହିତ କମଲେଶ ଚନ୍ଦ୍ର କମିଟି ରିପୋର୍ଟର ସୁପାରିଶକୁ କାର୍ଯ୍ୟକାରୀ କରିବା ପାଇଁ ଆବେଦନ କରିଥିଲେ। କମିଟି ସୁପାରିଶ ଅନୁସାରେ ଡ଼ାକ ସେବକ ମାନେ ଡାକ ବିଭାଗର ଆତ୍ମା ବା ମେରୁଦଣ୍ଡ  l  ଜିଡିଏସ୍ ମାନେ ଡାକ ବିଭାଗର ସମସ୍ତ କାର୍ଯ୍ୟକ୍ରମ ର ସଫଳ ପରିଚାଳନା କରୁଛନ୍ତି l  ବିନା ଆତ୍ମାରେ ମଣିଷ ବଞ୍ଚିବା କଷ୍ଟକର, ତେଣୁ ବିନା ଜିଡ଼ିଏସ ରେ ଡ଼ାକ ବିଭାଗ ବିକାଶ କରିବା ଅସମ୍ଭବ ବୋଲି କମିଟି ଦର୍ଶାଇଛନ୍ତି l
ଶେଷରେ ସେ ତାଙ୍କ ଦଳ ତଥା ନେତା ବିଜୁ ଜନତା ଦଳ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ଏହି ବିଲକୁ ସମର୍ଥନ ଜଣାଇ ଡାକ ସେବାରେ ଉନ୍ନତି ଆଣିବା ଏବଂ ଗ୍ରାମାଞ୍ଚଳର ବିକାଶରେ ଏହି ବିଲ୍‌ର ମହତ୍ତ୍ୱ ଉପରେ ଗୁରୁତ୍ୱାରୋପ କରିଛନ୍ତି।


News Comment




Photo in News

Advertisment
Lastest News
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026

You Might Also Like