-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||     

HOME   ଖେଳ

ଅଲ୍ ଓଡିଶା ଭଲିବଲ ଟୁର୍ଣ୍ଣlମେଣ୍ଟରେ ଆସନ୍ତାକାଲି ଭାଗ ନେବ ସୁବର୍ଣ୍ଣପୁର ଭଲିବଲ ଦଳ

07-Dec-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ଅଲ୍ ଓଡିଶା ଭଲିବଲ ଟୁର୍ଣ୍ଣlମେଣ୍ଟ ରେ ଆସନ୍ତା କାଲି ଭାଗ ନେବ ସୁବର୍ଣ୍ଣପୁର ଭଲିବଲ ଦଳ l ଏହି ଅବସର ରେ  ଡୁଙ୍ଗୁରିପାଲି ବ୍ଲକ ସହେଲା ହାଇସ୍କୁଲ ପଡିଆ ଠାରେ ସୁବର୍ଣ୍ଣପୁର  ଜିଲ୍ଲା କ୍ରୀଡ଼ା ସଂଘ ପକ୍ଷ ରୁ ଏକ ଜିଲ୍ଲା ସ୍ତରୀୟ ଭଲିବଲ୍ ଟିମ୍ ପାଇଁ ଚୟନ ଶିବିର ଅନୁଷ୍ଟିତ ହୋଇ ଯାଇଛି l ଏହି ଶିବିର ରେ ୫୩ ଜଣ ଖେଳାଳୀ ଭାଗ ନେଇଥିବା ବେଳେ ସେଥି ମଧ୍ୟ ରୁ ୧୨ ଜଣ ଖେଳାଳିଙ୍କୁ ମନୋନୀତ କରଯାଇଛି l ଏବଂ ଆସନ୍ତାକାଲି ଠାରୁ  ଫୁଲବାଣୀ ଠାରେ ଆରମ୍ଭ ହେବାକୁ ଥିବା  ୭୦ ତମ ସିନିୟର୍ ପୁରୁଷ ବିଭାଗ ଭଳିବଲ୍ ଚମ୍ପିଅନସିପ ଟର୍ଣ୍ଣlମେଣ୍ଟ ରେ  ଓଡ଼ିଶାର  ଖ୍ୟାତନlମା

ଭଲିବଲ୍ ଟିମ ଭାଗ ନେବାର  କାର୍ଯକ୍ରମ ରହିଛି l  ଅଲ୍ ଓଡିଶା ଭଳିବଲ ଏସୋସିଏସନ୍ ପକ୍ଷ ରୁ ଆୟୋଜିତ ଏହି ଟୁର୍ଣ୍ଣlମେଣ୍ଟ ରେ ଯାଜପୁର, ନୂଆପଡ଼ା, କଳାହାଣ୍ଡି, ଖୋର୍ଦ୍ଧା, ଓ ପୁରୀ ଜିଲ୍ଲା ସହିତ ସୁବର୍ଣ୍ଣପୁର ଜିଲ୍ଲା ଭଲିବଲ୍ ଟିମ୍ ୫ଗୋଟି ଲିଗ୍ ମ୍ୟାଚ୍ ଖେଳିବାକୁ ଅଭ୍ୟାସ ଆରମ୍ଭ କରିଛି ବୋଲି ଜିଲ୍ଲା କ୍ରୀଡା ସଂଘ ସଂପାଦକ ପୀୟୁଷ ପଣ୍ଡା, ଉପ ସଭାପତି ଚିତ୍ତ ରଞ୍ଜନ ତରାସିଆ ଓ ଜିଲ୍ଲା ଭଲିବଲ ସଂଘ ସଂପାଦକ ପୁରୁଷୋତ୍ତମ ପାଣିଗ୍ରାହୀ ସୂଚନା ଦେଇଛନ୍ତି l ଜିଲ୍ଳା ଟିମ୍ ପାଇଁ ଚୟନ ଶିବିର ରେ କ୍ରୀଡା ସଂଘ ର ବିକାଶ ପଣ୍ଡା, ସତ୍ୟ ନାରlୟଣ ରାଓ, ସନ୍ତୋଷ ପାଢ଼ୀ, ପୁରନ୍ଦର ନାଏକ, ସୁମନ ମିଶ୍ର, ଚନ୍ଦନ ବେହେରା ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026

You Might Also Like